Posted inଜାତୀୟ

କେରଳ ସିପିଆଇ ନେତା କାନମ ରାଜେନ୍ଦ୍ରଙ୍କ ପରଲୋକ

ଥିରୁଭାନନ୍ତପୁରମ,୮।୧୨: କମ୍ୟୁନିଷ୍ଟ ପାର୍ଟି ଅଫ୍‌ ଇଣ୍ଡିଆ(ସିପିଆଇ) କେରଳ ରାଜ୍ୟ ସମ୍ପାଦକ କାନମ ରାଜେନ୍ଦ୍ର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। କୋଚିର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ଶୁକ୍ରବାର ତାଙ୍କର ପରଲୋକ ଘଟିଛି।

୭୩ବର୍ଷିୟ କାନମ କିଛି ଦିନ ପୂର୍ବରୁ ସ୍ବାସ୍ଥ୍ୟଗତ ସମସ୍ୟା ଦର୍ଶାଇ ଦଳର ସମ୍ପାଦକ ପଦ ଛାଡିବା ପାଇଁ ଦଳକୁ ଅନୁରୋଧ କରିଥିଲେ। ହେଲେ ଦଳ ତାଙ୍କୁ ହଟାଇ ନ ଥିଲା।

୧୯୫୦ ନଭେମ୍ବର ୧୦ରେ କୋଟାୟାମ ଜିଲାର କାନମ ଗ୍ରାମରେ ସେ ଜନ୍ମଗ୍ରହଣ କରିଥିଲେ। ଛାତ୍ର ସମୟରୁ ହିଁ ସେ ରାଜନୀତିରେ ପ୍ରବେଶ କରିଥିଲେ । ୧୯୭୧ରେ, ୨୧ ବର୍ଷ ବୟସରେ ସେ ସିପିଆଇ କେରଳ ରାଜ୍ୟପରିଷଦରେ ଯୋଗ ଦେଇଥିଲେ। ନିଜ ରାଜନୈତିକ କ୍ୟାରିୟରରେ ୧୯୮୨ ଓ ୧୯୮୭ରେ ସେ କୋଟାୟାମ ଜିଲାର ଭାଜୁର ନିର୍ବାଚନମଣ୍ଡଳୀରୁ ଲଢି ଜିତିଥିଲେ । ଏଥିସହ ସେ ଅଲ ଇଣ୍ଡିଆ ଷ୍ଟୁଡେଣ୍ଟସ ଫେଡେରେଶନର ରାଜ୍ୟ ସଚିବ ଓ ଅଲ ଇଣ୍ଡିଆ ଟ୍ରେଡ ୟୁନିଅନ କଂଗ୍ରେସ (AITUC)ର ରାଜ୍ୟ ସଚିବ ଥିଲେ। ସେହିପରି ୨୦୧୫ରୁ ସେ ସିପିଆଇର ରାଜ୍ୟ ସଚିବ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି, କମାଏ ହୃଦ୍‌ରୋଗ ଆଶଙ୍କା

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri