କନ୍ଧମାଳ ମହୋତ୍ସବ ୨୦୨୫: ରାଇକିଆରେ ମାସ୍କଟ, ମଶାଲ ଶୋଭାଯାତ୍ରା, ସାମିଲ ହେଲେ ବିଡ଼ିଓ

ରାଇକିଆ,୧୩।୩(ପ୍ରଦୀପ ବେହେରା): କନ୍ଧମାଳ ଜିଲା ପ୍ରଶାସନ ତରଫରୁ ଆସନ୍ତା ୨୧ରୁ ୨୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା କନ୍ଧମାଳ ମହୋତ୍ସବ ପାଇଁ ଗୁରୁବାର ରାଇକିଆରେ ପହଞ୍ଚିଛି ମାସ୍କଟ ଓ ମଶାଲ ଶୋଭାଯାତ୍ରା ହୋଇଛି। ଜିଲାର ପ୍ରତ୍ୟେକ ଅଞ୍ଚଳରେ ଏହାର ପ୍ରଚାର ଓ ପ୍ରସାର ଏବଂ ଗ୍ରାମାଞ୍ଚଳର ଲୋକଙ୍କୁ ଏଥିରେ ସାମିଲ ପାଇଁ ପ୍ରତ୍ୟେକ ବ୍ଲକକୁ ମଶାଲ ପହଞ୍ଚିଛି । ଏହାକୁ ବ୍ଲକ ପ୍ରଶାସନ ତରଫରୁ ଭବ୍ୟ ସ୍ବାଗତ କରାଯିବା ସହ ଏକ ଶୋଭାଯାତ୍ରାରେ ସହର ପରିକ୍ରମା କରିଥିଲେ। କାର୍ଯ୍ୟକ୍ରମରେ ବିଡ଼ିଓ ସବ୍ୟସାଚୀ ସାହୁ, ଏବିଡିଓ ଦିବ୍ୟସିଂହ କହଁର, ଏମପି ପ୍ରତିନିଧି ସନ୍ତୋଷ ଲେଙ୍କା, ସାହାରା ସମ୍ପାଦକ ସୁକାନ୍ତ ନାୟକ, ଡବ୍ଲୁଇଓ ଉର୍ମିଳା ପ୍ରଧାନ, ବ୍ଲକ ପ୍ରୋଗ୍ରାମ କୋର୍ଡିନେଟର କମଲ ନାୟକ, ବିଏସଏସଓ ରାମ କୃଷ୍ଣ ବେହେରା, ଓଏଲଏମ ବିପିଏମ ଜୟଦେବ ପ୍ରଧାନଙ୍କ ସମେତ ବ୍ଲକର ସମସ୍ତ କର୍ମଚାରୀ, କଲେଜ ଛାତ୍ରୀଛାତ୍ରମାନେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri