କନ୍ଧମାଳ: ଦିନକରେ ୭୪ ପଜିଟିଭ ଚିହ୍ନଟ

ଫୁଲବାଣୀ ଅଫିସ, ୬ା୮-କନ୍ଧମାଳ ଜିଲାରେ ଗୁରୁବାର ଗୋଟିଏ ଦିନରେ ୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଜିଲାରେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ୬୧ ବର୍ଷୀୟ ଏହି ମୃତକ ଜଣକ ଫୁଲବାଣୀ ସହର କେନ୍ଦୁପଦର ଅଞ୍ଚଳର ବୋଲି ଜଣାପଡ଼ିଛି। ଜିଲାରେ ମୃତ୍ୟୁ ସଂଖ୍ୟା ୩ରେ ପହଞ୍ଚିଛି ା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୨୪ ମହିଳା ଓ ୫୦ ପୁରୁଷ ଅଛନ୍ତି। ଫୁଲବାଣୀରେ ୫, ଜି.ଉଦୟଗିରିରେ ୭, ଦାରିଙ୍ଗିବାଡିରେ ୧୪, କ. ନୂଆଗାଁରୁ ୮, କୋଟଗଡରୁ ୮, ତୁମୁଡିବନ୍ଧରୁ ୭, ରାଇକିଆରୁ ୧ ଓ ବାଲିଗୁଡା ଅଞ୍ଚଳର ୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତଙ୍କୁ ବିଭିନ୍ନ କୋଭିଡ୍‌ କେୟାର ସେଣ୍ଟର ଓ ଫୁଲବାଣୀ କୋଭିଡ୍‌ ହସ୍ପିଟାଲରେ ଭତ୍ତିର୍ର୍ି କରାଯାଇଛି ା ବର୍ତ୍ତମାନ ସୁଦ୍ଧା ଜିଲାରେ ୭୭୨ ସଂକ୍ରମିତ ଚିହ୍ନଟ ହେଲେଣି ା ସେମାନଙ୍କ ମଧ୍ୟରୁ ୪୨୮ ଜଣ ସୁସ୍ଥ ହୋଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

କେମିତି ଅପହରଣ ହୋଇଥିଲେ ବ୍ୟବସାୟୀ ଗୁଣ୍ଡା ସାହୁ, ପୋଲିସ କ୍ରାଇମ୍‌ ଭିଡିଓ ଜାରି କରି…

ବଲାଙ୍ଗୀର,୧୯ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ଘଟଣା ସମ୍ପର୍କିତ କ୍ରାଇମ ଭିଡିଓ ଜାରି କରିଛି ବଲାଙ୍ଗୀର ପୋଲିସ। କିଭଳି ଭାବେ…

ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଶିଶୁଙ୍କୁ କାମୁଡ଼ିଲା ସାପ, ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଲେ କର୍ମୀ-ସିଡିପିଓ

ଦାରିଙ୍ଗବାଡ଼ି,୧୯ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ନୀଳକନ୍ଦର ସାହିରେ ରହିଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବୁଧବାର ମଧ୍ୟାହ୍ନରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ…

ଦାରିଙ୍ଗବାଡି-କୋଟଗଡ଼ ରାସ୍ତା ଅବସ୍ଥା ଶୋଚନୀୟ: ଯାତ୍ରୀବାହୀ ବସ ଚଳାଚଳ ବନ୍ଦ

ଦାରିଙ୍ଗବାଡି, ୧୯।୮ (ଅରୁଣ ସାହୁ):କନ୍ଧମାଳ ଜିଲାରେ ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଜିଲା ପ୍ରଭାବିତ ହୋଇଛି। ଏହି ପ୍ରରିପ୍ରେକ୍ଷୀରେ ଦାରିଙ୍ଗବାଡି ଅଞ୍ଚଳରେ ମଧ୍ୟ ବର୍ଷାର ପ୍ରଭାବ ଲାଗି…

ଦାରିଙ୍ଗବାଡି ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା: ଦନେକବାଡି-ସିର୍କାବର୍ଗ ରାସ୍ତା ଉପରେ ପଡିଲା ବିରାଟକାୟ ଗଛ

ଦାରିଙ୍ଗବାଡ଼ି, ୧୮।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ଜନଜୀବନ ବେହାଲ ହୋଇପଡ଼ିଛି।…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri