୬ରେ ଗଜପତି ବନ୍ଦ ଡାକରା

ପାରଳାଖେମୁଣ୍ଡି,୪।୧୧(ଡି.ଏନ୍‌.ଏ.): ଆସନ୍ତା ୬ ତାରିଖ  ଗଜପତି ଜିଲା ବନ୍ଦ ଡାକରା ଦିଆଯାଇଛି। ରାଜ୍ୟ ଭାଜପାର ଆହ୍ବାନ କ୍ରମେ ୧୨ ଘଣ୍ଟିଆ ବନ୍ଦ ପାଇଁ ନିଷ୍ପତ୍ତି ନିଆଯାଇଛି। ଏ ନେଇ ପାରଳା ବିଧାୟକ ତଥା ଜିଲା ଭାଜପା ସଭାପତି କେ ନାରାୟଣ ରାଓ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ରାଜ୍ୟରେ ମହିଳାଙ୍କ ପ୍ରତି ଅତ୍ୟାଚାର ବଢି ଚାଲିଥିବା ବେଳେ ଏକାଧିକ ମାମଲାରେ ନେତା ଓ ମନ୍ତ୍ରୀ ମାନଙ୍କ ସମ୍ପୃକ୍ତି ରହିଥିଲେ ସୁଦ୍ଧା କାର୍ଯ୍ୟାନୁଷ୍ଠାନ ନିଆ ଯାଉ ନ ଥିବା ବେଳେ ତଦନ୍ତ ସଠିକ ହେଉ ନ ଥିବା ଅଭିଯୋଗରେ ଆନ୍ଦୋଳନ ଜାରି ରଖିଛି ଭାଜପା। ଏହି କାର୍ଯ୍ୟକ୍ରମରେ ଜିଲା ସାଧାରଣ ସମ୍ପାଦକ ନୃସିଂହ ଚରଣ ପଟ୍ଟନାୟକ, କାଶୀନଗର ବ୍ଲକ ଚେୟାରମ୍ୟାନ ସୀମାଦ୍ରି, ବାବୁନା ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥା ଘେରରେ ବନ୍ଦସାହି ପ୍ରାଥମିକ ବିଦ୍ୟାଳୟ : ଗୋଟିଏ ଗୃହରେ ପଢ଼ୁଛନ୍ତି ୫ ଶ୍ରେଣୀର ଛାତ୍ରୀଛାତ୍ର

ଦଶରଥପୁର,୨ା୯(ଡିଏନ୍‌ଏ) : ଦଶରଥପୁର ବ୍ଲକ ଥାଲକୁଡି ପଞ୍ଚାୟତ ବନ୍ଧସାହି ପ୍ରାଥମିକ ବିଦ୍ୟାଳୟ ୧୯୬୯ ମସିହାରୁ ପ୍ରତିଷ୍ଠା ହୋଇଛି। ଏହି ବିଦ୍ୟାଳୟଟି ଦଳିତ ସାହିରେ ପ୍ରତିଷ୍ଠା କରାଯାଇଥିବାବେଳେ...

ବଡ଼ବିଲ କୋର୍ଟ ମାଜିଷ୍ଟ୍ରେଟ୍‌ଙ୍କ ବଦଳି: ଖାଲି ପଡ଼ିଲା ପଦବୀ, କାର୍ଯ୍ୟ ବାଧାପ୍ରାପ୍ତ

ବଡ଼ବିଲ,୨୬ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ସିଭିଲ ଜଜ୍‌ କମ୍‌ ଜେଏମ୍‌ଏଫ୍‌ସି(ଜୁଡିସିଆଲ ମାଜିଷ୍ଟ୍ରେଟ ଫାଷ୍ଟ କ୍ଲାସ) କୋର୍ଟର ମାଜିଷ୍ଟ୍ରେଟ ଆଲୋକ ପଣ୍ଡାଙ୍କର କୋରାପୁଟ ସେମିଳିଗୁଡ଼ାକୁ ବଦଳି...

ପରଲୋକରେ ବରିଷ୍ଠ ସାମାଜିକ କର୍ମୀ ରଘୁନାଥ ମିଶ୍ର

ପାଟଣା,୯।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟାଳୟସ୍ଥିତ ସାମନ୍ତରାୟପୁର ଶାସନର ବରିଷ୍ଠ ସାମାଜିକ କର୍ମୀ ଓ ଜିଲାର ଜଣାଶୁଣା ବୁଦ୍ଧିଜୀବୀ ରଘୁନାଥ ମିଶ୍ରଙ୍କର ଶୁକ୍ରବାର ସକାଳେ ଦେହାନ୍ତ ଘଟିଛି।...

ଖୋଲିଲା ମା’ ସମଲେଶ୍ବରୀଙ୍କ ମନ୍ଦିର, ପୂର୍ବ ପରି ରହିବ କୋଭିଡ୍‌ କଟକଣା

ସମ୍ବଲପୁର,୯।୩(ବ୍ୟୁରୋ): ଭକ୍ତଙ୍କ ପାଇଁ ଆଜିଠୁ ଖୋଲିଛି ମା’ ସମଲେଶ୍ବରୀଙ୍କ ମନ୍ଦିର । କୋଭିଡ୍‌ ଯୋଗୁଁ ବହୁ ଦିନ ଧରି ଭକ୍ତଙ୍କ ପାଇଁ ମନ୍ଦିର ବନ୍ଦ ରହିଥିଲା।...

ଦିନରେ ଗରମ, ଅପରାହ୍ନରେ ଝଡ଼ତୋଫାନ

ଭଞ୍ଜନଗର,୧।୬(ଡି.ଏନ.ଏ.)-ଶୁକ୍ରବାର ଭଞ୍ଜନଗର ଅଞ୍ଚଳରେ ତାପମାତ୍ରା ୪୨ ଡ଼ିଗ୍ରୀ ଥିଲା। ପ୍ରବଳ ଗରମ ଯୋଗୁ ମଧ୍ୟାହ୍ନରେ ରାସ୍ତାଘାଟ ଶୁନଶାନ୍‌ ହୋଇପଡ଼ିଥିଲା। ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ଥ ହୋଇପଡୁଥିବାବେଳେ...

ବାରିପଦାରେ ନିର୍ମାଣ ହେବ ରାମମନ୍ଦିର

ବାରିପଦା ଅଫିସ,୬ା୮- ଅଯୋଧ୍ୟାଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀରାମ ଚନ୍ଦ୍ରଙ୍କର ମନ୍ଦିର ନିର୍ମାଣ ନିମନ୍ତେ ଭୂମି ପୂଜା କରିଛନ୍ତି। ଏହି ଅବସରରେ ମୟୂରଭଞ୍ଜ ଜିଲା ବାରିପଦାର...

କେନ୍ଦୁଝରରେ ବନ୍ଦ ଡାକରା ଶାନ୍ତିପୂର୍ଣ୍ଣ

କେନ୍ଦୁଝର,୨୬।୨(ସ୍ବ.ପ୍ର.) : ଜିଏସ୍‌ଟି ସରଳୀକରଣ ଦାବିରେ ଭାରତ ବ୍ୟବସାୟ ବନ୍ଦ ଡାକରା କେନ୍ଦୁଝର ଜିଲାରେ ଶାନ୍ତିପୂର୍ଣ୍ଣ ଭାବରେ ଆରମ୍ଭ ହୋଇଛି। କେନ୍ଦୁଝର ଜିଲା ବ୍ୟବସାୟୀ ସଂଘ...

ଟ୍ରାକ୍ଟରକୁ ଧକ୍କା ଦେଲା ବାଇକ୍‌: ଦୁଇ ଭାଇ ମୃତ

ବଡ଼ଗାଁ, ୬।୧୨ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ କୁମ୍‌ବାହାଲ ଗ୍ରାମରେ ଗୁରୁବାର ରାତି ସାଢ଼େ ୮ଟାରେ ଏକ ଦୁର୍ଘଟଣା ଘଟିଛି। ଟ୍ରାକ୍ଟରକୁ ବାଇକ୍‌...

Advertisement
Archives

Model This Week