Posted inଖେଳ

ଭାରତ ବିପକ୍ଷ ଏକଦିବସୀୟ ମ୍ୟାଚ୍‌ ପୂର୍ବରୁ ଅଷ୍ଟ୍ରେଲିଆକୁ ବଡ଼ ଝଟକା: ଦଳରୁ ବାହାର ହେଲେ ଏହି ପ୍ରମୁଖ ଖେଳାଳି

ନୂଆଦିଲ୍ଲୀ,୧୮।୧୧: ନଭେମ୍ବର ୨୭ରେ ଭାରତ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଏକଦିବସୀୟ ମ୍ୟାଚ୍‌ ଖେଳାଯିବ। ଏହାର ଦଶ ଦିନ ପୂର୍ବରୁ ଅଷ୍ଟ୍ରେଲିୟ ଦଳକୁ ବଡ଼ ଝଟକା ଲାଗିଛି। ଦଳର ପ୍ରମୁଖ ବୋଲର କେନ୍‌ ରିଚାର୍ଡସନ ସିିରିଜରୁ ବାହାର ହୋଇଛନ୍ତି।

କେନ୍‌ ସୀମିତ ଓଭର ମ୍ୟାଚ୍‌ ଏକଦିବସୀୟ ଏବଂ ଟି-୨୦ ସିରିଜ୍‌ରେ ଖେଳିବାର ଥିଲା। ହେଲେ ସେ ନିକଟରେ ବାପା ହୋଇଛନ୍ତି। ଏଣୁ ସେ କିଛି ସମୟ ପରିବାର ସହ ବିତାଇବାକୁ ଚାହିଁଛନ୍ତି। କ୍ରିକେଟ ଅଷ୍ଟ୍ରେଲିଆ ଏଥିପ୍ରତି ମଞ୍ଜୁରୀ ଦେବା ସହ ତାଙ୍କ ସ୍ଥାନରେ ଦ୍ରୁତ ବୋଲର ଆଣ୍ଡ୍ରୁ ଟାଏଙ୍କୁ ସାମିଲ କରିଛି।

ବୁଧବାର କ୍ରିକେଟ ଅଷ୍ଟ୍ରେଲିଆର ନ୍ୟାଶନାଲ ସିଲେକ୍ଟର ଟ୍ରେଭଲ ହନ୍ସ କହିଛନ୍ତି, କେନ୍‌ଙ୍କ ପାଇଁ ଏହା କଠିନ ନିଷ୍ପତ୍ତି ଥିଲା। ହେଲେ ଚୟନକର୍ତ୍ତା ଏବଂ ଟିମ୍‌ ପକ୍ଷରୁ ତାଙ୍କୁ ସମର୍ଥନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri