Posted inଖେଳ

ପାକିସ୍ତାନ ଅଧିନାୟକଙ୍କ ଭବିଷ୍ୟବାଣୀ: ବିଶ୍ୱକପ୍‌ରେ ଚମକିବେ ଏହି ଦୁଇ ଖେଳାଳି

ଦୁବାଇ,୧୭।୧୦: ଅକ୍ଟୋବର ୧୭ରୁ ଆରମ୍ଭ ହେବ ଟି-୨୦ ବିଶ୍ୱକପ୍‌। ବାବର ଆଜମଙ୍କ ଅଧିନାୟକତ୍ୱରେ ପାକିସ୍ତାନ କ୍ରିକେଟ ଟିମ୍‌ ଦ୍ୱିତୀୟ ଥର ଚାମ୍ପିୟନ ହେବା ଲକ୍ଷ୍ୟରେ ୟୁଏଇ ପହଞ୍ଚିସାରିଛି। ଟୁର୍ନାମେଣ୍ଟ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ଆଇସିସି ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ବିଶ୍ୱକପ୍‌ରେ ୨ ଖେଳାଳି ଭଲ ପ୍ରଦର୍ଶନ କରିବେ ବୋଲି କହିଛନ୍ତି। କେନ୍‌ ଓ୍ବିଲିୟମସନ୍‌ ବ୍ୟାଟ୍ସମ୍ୟାନ୍‌ ଭାବେ ଏବଂ ପାକିସ୍ତାନ ବୋଲର୍‌ ହସନ ଅଲି ଚଳିତ ବିଶ୍ୱକପ୍‌ରେ ସଫଳ ହେବେ ବୋଲି ସେ କହିଛନ୍ତି।

ପାକିସ୍ତାନ ଟିମ୍‌ ଟୁର୍ନାମେଣ୍ଟରେ ବିରୋଧି ଟିମ୍‌କୁ ଅସୁବିଧାରେ ପକାଇବ। କାରଣ ୟୁଏଇ ମଇଦାନରେ ପାକିସ୍ତାନ ଟିମ୍‌ ଯେତିକି କ୍ରିକେଟ ଖେଳିଛି, ସେତିକି ଅନୁଭବ ଆଉ କୌଣସି ଟିମ୍‌ର ନାହିଁ। ଏଠାକାର ପରିସ୍ଥିତି ଆମକୁ ଜଣା। ଆମେ ସବୁ କ୍ଷେତ୍ରରେ ନିଜର ସର୍ବଶ୍ରେଷ୍ଠ ପ୍ରଦର୍ଶନ ଦେବୁ ବୋଲି ମଧ୍ୟ ବାବର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri