Posted inଖେଳ

୨୪୯ ରନ୍‌ରେ ଅଟକିଲା ନ୍ୟୁଜିଲାଣ୍ଡ

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲର ପ୍ରଥମ ଇନିଂସରେ ନ୍ୟୁଜିଲାଣ୍ଡ ୩୨ ରନ୍‌ର ଅଗ୍ରଣୀ ହାସଲ କରିଛି। ଏହା ପଛରେ ହାତ ଥିଲା ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନଙ୍କ। ପୂରା ଇନିଂସରେ ଖୁଣ୍ଟ ଭଳି ଖେଳୁଥିବା ଓ୍ବିଲିୟମସନ ଅର୍ଦ୍ଧଶତକ ପୂରଣ କରିପାରି ନ ଥିଲେ। ଅଭିଜ୍ଞ ଭାରତୀୟ ପେସର ଇଶାନ୍ତ ଶର୍ମାଙ୍କ ବଲରେ ସ୍ଲିପ ଅଞ୍ଚଳରେ ଫିଲ୍ଡିଂ କରୁଥିବା ବିରାଟ କୋହଲିଙ୍କ ହାତରେ କ୍ୟାଚ୍‌ ଦେଇ ଆଉଟ୍‌ ହୋଇଥିଲେ ଓ୍ବିଲିୟମସନ (୪୯ ରନ୍‌)। ଆଉଟ୍‌ ହେବା ପୂର୍ବରୁ ୧୭୭ ବଲ ଖେଳିଥିଲେ ଏହି ବ୍ୟାଟ୍ସମ୍ୟାନ। ତାଙ୍କ ପରେ ନେଲ ଓ୍ବାଗନର(୦) ଓ ଟିମ ସୌଦି (୩୦)ଙ୍କୁ ଆଉଟ୍‌ କରିଥିଲେ ଦୁଇ ସ୍ପିନର। ଫଳରେ ୨୪୯ ରନ୍‌ରେ ଅଟକି ଯାଇଛି ନ୍ୟୁଜିଲାଣ୍ଡର ପ୍ରଥମ ଇନିଂସ। ଭାରତ ପାଇଁ ମହମ୍ମଦ ଶାମି ସର୍ବାଧିକ ୪, ଇଶାନ୍ତ ଶର୍ମା ୩, ରବିଚନ୍ଦ୍ରନ ଅଶ୍ୱିନ ୨ ଓ ରବୀନ୍ଦ୍ର ଜାଡେଜା ଗୋଟିଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆରସିବିକୁ ସମ୍ମାନଜନକ ସ୍କୋରରେ ପହଞ୍ଚାଇଲେ ମ୍ୟାକ୍ସଓ୍ବେଲ

ଚେନ୍ନାଇ, ୧୪ା୪- ଗ୍ଲେନ ମ୍ୟାକ୍ସଓ୍ବେଲଙ୍କ ଅର୍ଦ୍ଧଶତକ ଯୋଗୁ ସନରାଇଜର୍ସ ହାଇଦ୍ରାବାଦ୍‌ ଆଗରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଛିଡ଼ା କରିଛି ସମ୍ମାନଜନକ ଟାର୍ଗେଟ। ୪୧ ବଲର...

ସିଡନୀ ଗ୍ରାଉଣ୍ଡରେ ପାକିସ୍ତାନ-ନ୍ୟୁଜିଲାଣ୍ଡ ବଳ କଷାକଷି…

ମେଲବୋର୍ନ,୯।୧୧ : ବୁଧବାର ଟି-୨୦ ବିଶ୍ୱକପର ପ୍ରଥମ ସେମିଫାଇନାଲ ମ୍ୟାଚ ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ସିଡନୀ ଗ୍ରାଉଣ୍ଡରେ ଭାଗ୍ୟର ସାହାଯ୍ୟରେ ଶେଷ-୪ ରେ...

ଚେନ୍ନାଇ ଏଫ୍‌ସିକୁ ମିଳିଲା ପୁରସ୍କାର ରାଶି

ଚେନ୍ନାଇ, ୨୯ା୬ (ପି.ଟି.)- ସିଜନ ୨୦୧୮-୧୯ ଆଇ-ଲିଗ୍‌ ଚାମ୍ପିୟନ ଚେନ୍ନାଇ ସିଟି ଏଫ୍‌ସିକୁ ଶେଷରେ ପୁରସ୍କାର ରାଶି ମିଳିଛି। କ୍ଲବ ତରଫରୁ ଏ ବିଷୟରେ ଘୋଷଣା...

ଇଂଲଣ୍ଡ ଗସ୍ତରେ ଝାଳ ବ୍ୟବହାର ନ କରିବାକୁ ଅଷ୍ଟ୍ରେଲିଆର ନିଷ୍ପତ୍ତି

ସାଉଥାମ୍ପଟନ,୨୮।୮ (ପି.ଟି.) : କୋଭିଡ୍‌-୧୯ ମହାମାରୀକୁ ଦୃଷ୍ଟିରେ ରଖି ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବଲରେ ଲାଳ ବ୍ୟବହାର କରିବା ନେଇ ବାରଣ କରିଥିଲା।...

ପରିବେଶଭିତ୍ତିକ ହେବ ସାଇର ସମସ୍ତ ଷ୍ଟାଡିୟମ

ନୂଆଦିଲ୍ଲୀ,୫।୬(ପିଟି)- ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ)ର ସମସ୍ତ ଷ୍ଟାଡିୟମ ଓ ଏକାଡେମୀ ପରିବେଶଭିତ୍ତିକ ହେବ ବୋଲି ନୂଆ କ୍ରୀଡ଼ାମନ୍ତ୍ରୀ କିରନ ରିଜିଜୁ ବୁଧବାର ଘୋଷଣା କରିଛନ୍ତି।...

କ୍ରିକେଟ ବାହାରର ଜୀବନ ନେଇ ଡ୍ରାଭିଡ୍‌ଙ୍କଠୁ ଶିକ୍ଷା କରିଛି: ପୂଜାରା

ନୂଆଦିଲ୍ଲୀ,୨୭।୬ (ପି.ଟି.): ପେସାଦାର ଓ ବ୍ୟକ୍ତିଗତ ଜୀବନ ସମ୍ପର୍କରେ ପୂର୍ବତନ ବ୍ୟାଟ୍ସମ୍ୟାନ ରାହୁଲ ଡ୍ରାଭିଡ୍‌ଙ୍କଠାରୁ ବହୁତ କିଛି ଶିକ୍ଷା କରିଛି ବୋଲି ଭାରତୀୟ ଟେଷ୍ଟ ସ୍ପେଶାଲିଷ୍ଟ...

ରାମଭକ୍ତ ପାକିସ୍ତାନୀ କ୍ରିକେଟର

ଇସଲାମାବାଦ: ଅଯୋଧ୍ୟାରେ ରାମଲାଲାଙ୍କୁ ଦର୍ଶନ କରିବାକୁ ପାକିସ୍ତାନୀ କ୍ରିକେଟର ଚାହୁଁଛନ୍ତି। ପାକିସ୍ତାନ ଜାତୀୟ ଟିମ୍‌ ପକ୍ଷରୁ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିସାରିଥିବା ଦାନିଶ୍‌ କାନେରିଆ ଏଭଳି ଇଛା...

ପିଟରସନ୍‌ଙ୍କ ଆଶ୍ଚର୍ଯ୍ୟ କଲା ଭଳି ଭବିଷ୍ୟବାଣୀ, ୨୦୨୬ ସୁଦ୍ଧା ଶେଷ ହୋଇଯିବ…

ଲଣ୍ଡନ,୫।୯: ଟି -୨୦ କ୍ରିକେଟ୍‌ ଆସିବା ପରେ ଟେଷ୍ଟ କ୍ରିକେଟର ଧୀରେ ରୋମାଞ୍ଚ କମିବାରେ ଲାଗିଛି। ବହୁ ପୂର୍ବତନ ଭେଟେରାନ ମଧ୍ୟ ଏଥିରେ ସହମତ ଅଛନ୍ତି।...

Advertisement
Archives

Model This Week