Posted inଖେଳ

ନ୍ୟୁଜିଲାଣ୍ଡ ଟେଷ୍ଟ ଟିମ୍‌ର ଅଧିନାୟକ ପଦ ଛାଡ଼ିଲେ ଓ୍ବିଲିୟମସନ୍‌, ଏବେ ଏହି କ୍ରିକେଟର ନେବେ ନେତୃତ୍ୱ

ଓ୍ବେଲିଂଟନ୍‌,୧୫।୧୨: ନ୍ୟୁଜିଲାଣ୍ଡର ସଫଳ ଅଧିନାୟକ କେନ୍‌ ଓ୍ବିଲିୟମସନ ଟେଷ୍ଟ ଅଧିନାୟକତ୍ୱ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ଗତ ୬ ବର୍ଷ ମଧ୍ୟରେ ତାଙ୍କ ନେତୃତ୍ୱରେ ଦଳ ୪୦ ଟେଷ୍ଟରୁ ୨୨ରେ ବିଜେତା ହୋଇ ରେକର୍ଡ କରିଥିଲା। ଏପରିକି ନ୍ୟୁଜିଲାଣ୍ଡ ଗତବର୍ଷ ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ମଧ୍ୟ ଜିତିବାର ଗୌରବ ଅର୍ଜନ କରିଥିଲା।

ନିଜର ନିଷ୍ପତ୍ତିକୁ ନେଇ ଓ୍ବିଲିୟମସନ୍‌ କହିଛନ୍ତି, ଅଧିନାୟକ ହେତୁ ପଡ଼ିଆ ଭିତରେ ଏବଂ ବାହାରେ ଅତିରିକ୍ତ କାର୍ଯ୍ୟଭାର ରହୁଛି। ଭାବୁଛି କ୍ୟାରିୟରର ଏହି ପର୍ଯ୍ୟାୟରେ ଏହି ନିଷ୍ପତ୍ତି ଠିକ୍‌। ନ୍ୟୁଜିଲାଣ୍ଡ କ୍ରିକେଟ ସହ କଥା ହେବା ପରେ ଅନୁଭବ କଲି ଯେ ଆସନ୍ତା ୨ ବର୍ଷରେ ଦୁଇଟି ବିଶ୍ୱକପ୍‌ ଖେଳାଯିବ। ଏମିତିରେ ସୀମିତ ଓଭର ଅଧିନାୟକତ୍ୱ ଉପରେ ଧ୍ୟାନ ଦିଆଯିବା ଉଚିତ।

ଓ୍ବିଲିୟମସନଙ୍କ ପରେ ପେସର ଟିମ୍‌ ସାଉଥୀ ଦଳର ନୂତନ ଅଧିନାୟକ(୩୧ତମ) ହେବେ। ତାଙ୍କ ନେତୃତ୍ୱରେ ଦଳ ଚଳିତ ମାସରେ ଦୁଇଟି ଟେଷ୍ଟ ମ୍ୟାଚ୍‌ ଖେଳିବ। ତେବେ ସେ ୨୨ ଟି୨୦ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଅଧିନାୟକ ଭାବେ ଦାୟିତ୍ୱ ସମ୍ପାଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri