ନିର୍ବାଚନ ଫଳାଫଳ ଦେଖି ଖୁସିରେ ଗଦଗଦ କଙ୍ଗନା: ଭଗବାନ ରାମଙ୍କ ସହ ମୋଦିଙ୍କୁ କଲେ ତୁଳନା

ନୂଆଦିଲ୍ଲୀ,୩।୧୨:ରାଜସ୍ଥାନ, ମଧ୍ୟପ୍ରଦେଶ, ତେଲଙ୍ଗାନା ଏବଂ ଛତିଶଗଡ ୨୦୨୩ ରାଜ୍ୟ ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ଛତିଶଗଡରେ ଭାଜପା ବିଜୟ ନିକଟତର ହୋଇଛି। ତିନୋଟି ରାଜ୍ୟରେ ଭାଜପାର ବିଜୟ ଉତ୍ସବ ପାଳନ କରି କଙ୍ଗନା ରାନାୱତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଏଥିସହ ଅଭିନେତ୍ରୀଙ୍କ କ୍ୟାପସନ ପ୍ରଶଂସକଙ୍କ ଦୃଷ୍ଟି ଆକର୍ଷଣ କରୁଛି।
ତିନୋଟି ରାଜ୍ୟରେ ଭାଜପାର ବିଜୟ ଉତ୍ସବ ପାଳନ କରି କଙ୍ଗନା ରାନାୱତ ଏକ୍ସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ଶେୟାର କରିଛନ୍ତି। ସେ ହିନ୍ଦୀରେ ଫଟୋ ସହିତ ‘ଭଗବାନ ରାମ ଆସିଗଲେ’ ବୋଲି ଲେଖିଛନ୍ତି। ଏହା ସହିତ ଅଭିନେତ୍ରୀ ହ୍ୟାସଟ୍ୟାଗ ନିର୍ବାଚନ ଫଳାଫଳକୁ ମଧ୍ୟ ବ୍ୟବହାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୌମ୍ୟାଶ୍ରୀ ମୃତ୍ୟୁ: ଭକ୍ତ ଦାସ ଗିରଫ, ଆନ୍ଦୋଳନ ଭିତରେ ଆସିଲା ବଡ଼ ଖବର

ଭୁବନେଶ୍ୱର,୧୭।୭: କଂଗ୍ରେସର ଓଡ଼ିଶା ବନ୍ଦ ଡାକରା ଭିତରେ ଆସିଛି ବଡ଼ ଖବର। ପିସିସି ସଭାପତି ଭକ୍ତ ଦାସଙ୍କୁ ପୋଲିସ ଆରେଷ୍ଟ କରିଛି। ଆନ୍ଦୋଳନସ୍ଥଳରୁ ଭକ୍ତଙ୍କୁ ଉଠାଇ...

ଅହମଦାବାଦ ବିମାନ ଦୁର୍ଘଟଣାକୁ ନେଇ ବଡ଼ ଦାବି କଲା ଆମେରିକା ରିପୋର୍ଟ, କହିଲା ‘ପାଇଲଟ ହିଁ ବନ୍ଦ କରିଦେଇଥିଲେ ଇଞ୍ଜିନ ଫୁଏଲ’

ନୂଆଦିଲ୍ଲୀ,୧୭।୭: ଗୁଜୁରାଟର ଅହମଦାବାଦରେ ଦୁର୍ଘଟଣାଗ୍ରସ୍ତ ଏୟାର ଇଣ୍ଡିଆ ବିମାନର ଦୁଇ ପାଇଲଟଙ୍କ ମଧ୍ୟରେ ଶେଷ କଥାବାର୍ତ୍ତାର କକପିଟ ରେକର୍ଡିଂ ସୂଚାଇଛି ଯେ କ୍ୟାପ୍ଟେନ ବିମାନର ଇଞ୍ଜିନର...

ଡ୍ରାଇଭରଙ୍କ ଉପରେ ଓଲଟି ପଡ଼ିଲା ହାଇଓ୍ବା, ଚାପି ହୋଇଗଲେ

ପାଟଣା,୧୭ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ନୂଆଗାଁରେ ବୁଧବାର ରାତିରେ ଏକ ହାଇଓ୍ବା ଓଲଟି ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ମୃତ ଡ୍ରାଇଭର...

ପାଟଣାଗଡ଼ରେ ଓଡ଼ିଶା ବନ୍ଦର ପ୍ରଭାବ

ପାଟଣାଗଡ଼,୧୭ା୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ଗୁରୁବାର ଓଡିଶା ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ପାଟଣାଗଡ଼ କଂଗ୍ରେସ ପକ୍ଷରୁ ବ୍ଲକ ସଭାପତି ପତିତପାବନ ପ୍ରଧାନଙ୍କ ନେତୃତ୍ୱରେ...

ଆନ୍ଦୋଳନ ଭିତରେ ଗର୍ଜିଲେ ସୋଫିଆ, ମୁଖ୍ୟମନ୍ତ୍ରୀ କଲେ ସିଧା ଟାର୍ଗେଟ

ଭୁବନେଶ୍ୱର,୧୭।୭: ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ସୌମ୍ୟାଶ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ରାଜ୍ୟରେ ତୀବ୍ର ଅସନ୍ତୋଷ ଓ ବିକ୍ଷୋଭ ଦେଖାଦେଇଛି। ଏହି ଘଟଣାରେ କଂଗ୍ରେସ ଆଜି...

FM ଛାତ୍ରୀ ସୌମ୍ୟାଶ୍ରୀଙ୍କ ଆତ୍ମାହୁତି ଘଟଣା: କଂଗ୍ରେସ-ସିପିଆଇର ବନ୍ଦ ପାଳନ

ପୁରୁଷୋତ୍ତମପୁର,୧୭ା୭(ସିମାଞ୍ଚଳ ମିଶ୍ର): ବାଲେଶ୍ବର ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ପ୍ରଦେଶ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାକୁ ନେଇ ଗଞ୍ଜାମ ଜିଲା...

ସଚିନଙ୍କୁ ମିଳୁଛି କେତେ ପେନସନ୍‌: ଧୋନୀଙ୍କଠୁ କମ୍‌ ନା ବେଶୀ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୭।୭: ଅବସରପ୍ରାପ୍ତ ଭାରତୀୟ ଖେଳାଳିମାନେ ପ୍ରତି ମାସରେ ବିସିସିଆଇରୁ ପେନସନ ପାଆନ୍ତି। ବିସିସିଆଇ ପୂର୍ବତନ ଭାରତୀୟ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ ପ୍ରତି ମାସରେ ୭୦,୦୦୦ ଟଙ୍କା...

ମାଡ଼ିଗଲା ଟ୍ରେନ୍‌: ଜଣେ ମୃତ, ୨ ଗୁରୁତର

ରାୟଗଡ଼ା,୧୭ା୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ରେଳ ଷ୍ଟେଶନରେ ଘଟିଛି ଦୁର୍ଘଟଣା। ବିଶାଖାପାଟଣାଠାରୁ ଦୁର୍ଗ ଅଭିମୁଖେ ଯାଉଥିବା ଟ୍ରେନ୍‌ ନମ୍ବର ୫୮୫୨୮ ରେଳଷ୍ଟେଶନ ପୂର୍ବରୁ ୩ ନମ୍ବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri