ଏକ୍ସ ବୟଫ୍ରେଣ୍ଡଙ୍କ ଉପରେ ରାଗିଲେ କଙ୍ଗନା!

ମୁମ୍ବାଇ: ବଲିଉଡ୍‌ କୁଇନ୍‌ କଙ୍ଗନା ରାନାଓ୍ବତ କିଛି ନା କିଛି କାରଣ ପାଇଁ ଅଧିକାଂଶ ସମୟ ଥାଆନ୍ତି ଚର୍ଚ୍ଚାରେ। ବିଶେଷ କରି କିଛି ଘଟଣାକୁ ନେଇ ଏବେ ସେ ଖୋଲା ଖୋଲି କଥା ହେଉଥିବାରୁ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରୁଛନ୍ତି। ଏଥର ସେ ତାଙ୍କ ଏକ୍ସ ପୟଫ୍ରେଣ୍ଡ କୁହାଯାଉଥିବା ବଲିଉଡ୍‌ ନାୟକ ହ୍ରିତିକ ରୋଶନଙ୍କ ଉପରେ ଖୁବ୍‌ ବର୍ଷିଛନ୍ତି। ନିକଟରେ ସେ ଦେଇଥିବା ଏକ ସାକ୍ଷାତ୍‌କାରରେ କହିଛନ୍ତି ମୋ ଏକ୍ସ ବୟଫ୍ରେଣ୍ଡ ମୋତେ ଅତିତରେ ଲୋଭି ବୋଲି କହି ବହୁତ ବଦନାମ କରିଥିଲେ। ଏମିତିକି ସେ ମୋ ଉପରେ Gold Diggerର ଟ୍ୟାଗ୍‌ ଲଗାଇ ଦେଇଥିଲେ ବୋଲି କଙ୍ଗନା କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେତେବେଳେ ମୁଁ ମୋ ବଲିଉଡ୍‌ ଯାତ୍ରାକୁ ଦେଖେ ସେତେବେଳେ ମୋତେ ଗର୍ବ ଅନୁଭବ ହୁଏ। କାରଣ ଯେତେବେଳେ ମୁଁ କାମ ଆରମ୍ଭ କରିଥିଲି ସେତେବେଳେ ମୋର କିଛି ବଡ ବଡ ସ୍ବପ୍ନ ନ ଥିଲା। ହେଲେ ଆଜି ମୁଁ ମୋ ପରିଶ୍ରମରେ ଠିଆ ହୋଇ ପାରିଛି ଓ ନିଜ ପାଇଁ ଏକ ସୁନ୍ଦର ଘର କରିପାରିଛି ବୋଲି କଙ୍ଗନା କହିଛନ୍ତି । ହେଲେ ଯିଏ (ହ୍ରିତିକ)ମୋତେ ଲୋଭି ବୋଲି କହୁଥିଲେ ସେ ଏବେ ଭଡା ଘରେ ରହୁଛନ୍ତି। ଆଉ ସେ ଭଡା ଟଙ୍କା ତାଙ୍କ ବାପା ଭରଣା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri