ନଡାଙ୍କୁ ଭେଟିଲେ କଙ୍ଗନା: ବଢୁଛି ଚର୍ଚ୍ଚା

ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ କୁଲୁରେ ଭାଜପା ଅଧ୍ୟକ୍ଷ ଜେପି ନଡାଙ୍କୁ ଭେଟିଛନ୍ତି। ଯଦିଓ ଏହା ଏକ ସୌଜନ୍ୟମୂଳକ କଲ ବୋଲି କୁହାଯାଉଛି, କିନ୍ତୁ କଙ୍ଗନାଙ୍କ ସହିତ ଭାଜପା ଅଧ୍ୟକ୍ଷଙ୍କ ଏହି ବୈଠକରୁ ଅନେକ ଅର୍ଥ ଅନୁମାନ କରାଯାଉଛି। ରାଜନୈତିକ ମହଲରେ ମଧ୍ୟ ଚର୍ଚ୍ଚା ଆରମ୍ଭ ହୋଇଛି।
୨୦୨୪ରେ ମଣ୍ଡି ଲୋକ ସଭା ନିର୍ବାଚନମଣ୍ଡଳୀରୁ ଦଳର ପ୍ରାର୍ଥୀ କିଏ ହେବ ସେନେଇ ସ୍ଥିତି ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଏଠାରୁ କଙ୍ଗନା ଲଢିପାରନ୍ତି ବୋଲି କୁହାଯାଉଛି। କିନ୍ତୁ ନିକଟରେ ଏକ ସାକ୍ଷାତକାରରେ କଙ୍ଗନା ରାଜନୀତିକୁ ଆସିବା ଖବରକୁ ମିଛ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦସଂକୁଳ ଅବସ୍ଥାରେ ବିଦ୍ୟୁତ ଖୁଣ୍ଟ: ମରାମତି ପାଇଁ ଦାବି

କେସିଙ୍ଗା,୨୯।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କିକିଆ ଗ୍ରାମ ପଞ୍ଚାୟତର ହରିଜନ ପଡା(ପୂର୍ବ)ରେ ଥିବା ବିଦ୍ୟୁତ ଖୁଣ୍ଟ ଦୀର୍ଘ ଦିନ ହେଲା ବିପଦସଂକୁଳ ଅବସ୍ଥାରେ…

ଡ୍ରେସିଂ ରୁମ୍‌ରେ ଇ-ସିଗାରେଟ୍‌ ଟାଣି ଚର୍ଚ୍ଚାରେ ଅଧିନାୟକ: ହେବ କି କାର୍ଯ୍ୟନୁଷ୍ଠାନ

ନୂଆଦିଲ୍ଲୀ,୨୯।୪: ରାଜସ୍ଥାନ ରୟାଲ୍ସ ଏବଂ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ପ୍ରିମିୟମ ଲିଗ ୨୦୨୬ ମ୍ୟାଚ ସମୟରେ ଏକ ନୂତନ ବିବାଦ ଦେଖାଦେଇଛି। ରାଜସ୍ଥାନର ୨୪ ବର୍ଷୀୟ ଅଧିନାୟକ…

ଉତ୍ତରପ୍ରଦେଶର ବାନ୍ଦା ପ୍ରଥମ ଝାରସୁଗୁଡ଼ା ଦେଶର ଦ୍ୱିତୀୟ ଉତ୍ତପ୍ତ ସହର

ଭୁବନେଶ୍ୱର,୨୯।୪: ରାଜ୍ୟରେ ତାତି ଅସହ୍ୟ ହେବାରେ ଲାଗିଛି। ଗତ କିଛିଦିନ ଧରି ଲଗାତର ଭାବେ ଝାରସୁଗୁଡ଼ାର ତାପମାତ୍ରା ୪୪ ଡିଗ୍ରୀ ଅତିକ୍ରମ କରିବା ସହ ରାଜ୍ୟର ସବୁଠୁ…

ଯାତ୍ରୀବାହୀ ଡଙ୍ଗାକୁ ବିପଦ ଡ୍ରେଜିଂ ଭେସଲର: ପଦକ୍ଷେପ ନେବାକୁ ଦାବିକଲେ ଅଞ୍ଚଳବାସୀ

ମହାକାଳପଡ଼ା, ୨୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ମହାନଦୀ-ବାହାକୁଦ-ମୂଷାଡ଼ିଆ ଫେରିଘାଟରେ ଯାତ୍ରୀବାହୀ ଡଙ୍ଗା ଚଳାଚଳକୁ ନେଇ ଆଶଙ୍କା ସୃଷ୍ଟି ହୋଇଛି। ଏକ ସପ୍ତାହଧରି…

ଧୁବେଲ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଦାବି

ଲୋଇସିଂହା,୨୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସାଲେଭଟା ଗ୍ରାମର ପୋଖରୀ(ଧୁବେଲ ବନ୍ଧ )ପୁନରୁଦ୍ଧାର କାର୍ଯ୍ୟ ପାଇଁ ପ୍ରଶାସନିକ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ପ୍ରାୟ ୨ ମାସ…

ଦିନରେ ଚୁଟି ବେପାର, ରାତିରେ ଚୋରି: ଆନ୍ତଃରାଜ୍ୟ ଲୁଟେରାଙ୍କୁ ବାନ୍ଧିଲା ପୋଲିସ

ଭୋଗରାଇ, ୨୯ା୪(ପ୍ରଦୀପ ଦାସ):ଦିନରେ ଘର ଘର ବୁଲି ଚୁଟି ବେପାର କରୁଥିଲେ। ରାତି ହେଲେ ଘରେ ପଶି ଟଙ୍କା ପଇସା, ସୁନାଗହଣା ଲୁଟ୍‌ କରି ଚମ୍ପଟ ମାରୁଥିଲେ।…

ଆଜି ରଥ ନିର୍ମାଣ କାର୍ଯ୍ୟର ନବମ ଦିନ

ପୁରୀ,୨୯ା୪: ଆଜି ରଥ ନିର୍ମାଣ କାର୍ଯ୍ୟର ନବମ ଦିନ। ଶ୍ରୀନଅରସ୍ଥିତ ଅସ୍ଥାୟୀ ରଥଖଳାରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ନିମନ୍ତେ ରଥ ନିର୍ମାଣ କାର୍ଯ୍ୟ ଜାରି ରହିଛି। ରଥ…

ଚଷମା ଦୋକାନରେ ଭୟାବହ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡି ଭଷ୍ମ

ସମ୍ବଲପୁର, ୨୯।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଅଇଁଠାପାଲି ଥାନା ଅନ୍ତର୍ଗତ ବୁଢାରଜାସ୍ଥିତ ଏକ ଜଣାଶୁଣା ତିନି ମହଲା ବିଶିଷ୍ଟ ଚଷମା ସୋରୁମ ‘ଭିଜନ କେୟାର’ରେ ଆଜି ଭୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri