‘ଏମରଜେନ୍ସି’ ଦେଖିବାକୁ ପ୍ରିୟଙ୍କାଙ୍କୁ ଅନୁରୋଧ କଲେ କଙ୍ଗନା, ଜବାବ ମିଳିଲା…

ମୁମ୍ବାଇ: ବଲିଉଡ୍‌ ଅଭିନେତା-ନିର୍ଦ୍ଦେଶକ ତଥା ଭାଜପା ଏମ୍‌ପି କଙ୍ଗନା ରାଣାଓ୍ବତଙ୍କ ଫିଲ୍ମ ‘ଏମରଜେନ୍ସିଂ’ ନାନାଦି ବିବାଦ ପରେ ରିଲିଜ ହେଉଛି। ଜାନୁଆରୀ ୧୭ରେ ଏହା ପରଦାକୁ ଆସିବ। ଫିଲ୍ମରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଭୂମିକାରେ ନଜର ଆସିବେ। ଏବେ କଙ୍ଗନା ଇନ୍ଦିରାଙ୍କ ନାତୁଣୀ ତଥା ଓ୍ବାୟନାଡ଼ରୁ କଂଗ୍ରେସ ଏମ୍‌ପି ପ୍ରିୟଙ୍କା ଗାନ୍ଧୀଙ୍କୁ ଫିଲ୍ମ ଦେଖିବାକୁ ନିମନ୍ତ୍ରଣ କରିଛନ୍ତି। ଏବେ ଏହି ଖବରକୁ ନେଇ କଙ୍ଗନାଙ୍କ ପ୍ରତିକ୍ରିୟା ଆସିଛି। ସେ ପ୍ରିୟଙ୍କାଙ୍କ ପ୍ରଶଂସା କରିଛନ୍ତି।

କଙ୍ଗନା କହିଛନ୍ତି, ସେ ଫିଲ୍ମ ଦେଖିବା ଲାଗି ପ୍ରିୟଙ୍କା ଗାନ୍ଧୀଙ୍କୁ ନିମନ୍ତ୍ରଣ କରିଛନ୍ତି। ପ୍ରିୟଙ୍କା ତାଙ୍କୁ ସଂସଦରେ ଭେଟିଥିଲେ। ଯେଉଁଠାରେ ସେ କଙ୍ଗନାଙ୍କ କେଶ ଏବଂ କାମର ପ୍ରଶଂସା କରିଥିଲେ। କଙ୍ଗନା କହିଛନ୍ତି ସେ ପ୍ରିୟଙ୍କାଙ୍କୁ ନିଜ ଫିଲ୍ମ ବିଷୟରେ କହିଛନ୍ତି। ଏପରିକି ତାକୁ ଦେଖିବାକୁ ଅନୁରୋଧ କରିଛନ୍ତି। ଏହା ଉପରେ ପ୍ରିୟଙ୍କା ‘ଓକେ’ କହିଥିବା ବେଳେ ବୋଧହୁଏ ସେ ଫିଲ୍ମଟିକୁ ଦେଖିପାରନ୍ତି ବୋଲି ଅଭିନେତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଓଡ଼ିଶାରେ ଶୁଭୁଛି chi chi chi re nani chi, ରହସ୍ୟ ଜାଣି ହେବେ ତାଜୁବ!

ଭୁବନେଶ୍ୱର,୧୩।୧: ଛି ଛି ଛିରେ ନନୀ ଛି ଛି’…ଏବେ ଯେଉଁଠି ଶୁଣିବ ସେଇଠି ଶୁଭୁଛି ଏଇ ଗୀତ। ପିଲାଠୁ ବୁଢା ଯାଏ ସବୁଠି ଧନକେ ଦେଖିଲୁ...

ଜିମ୍‌ରେ ରଶ୍ମିକା ଆହତ

ବେଙ୍ଗାଲୁରୁ: ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ଗୋଡ଼ରେ ଆଘାତ ଲାଗିଛି। ସେ ଇନ୍‌ଷ୍ଟାଗ୍ରାମରେ ଏକ ପୋଷ୍ଟ କରି ୪ଟି ଫଟୋ ଶେୟାର କରିବା ସହ ଏହି ସୂଚନା ଦେଇଛନ୍ତି।...

୪୫ ବର୍ଷ ବୟସରେ ଲୁଚାଛପାରେ ବିବାହ କଲେ ପ୍ରଭାସ !

ହାଇଦ୍ରାବାଦ: ଆଜିକାଲି ବେଶ ଚର୍ଚ୍ଚାରେ ଦକ୍ଷିଣ ଭାରତୀୟ ସୁପରଷ୍ଟାର ପ୍ରଭାସ। ସୋସିଆଲ ମିଡିଆରେ ଏବେ ପ୍ରଭାସ ଲୁଚାଛପାରେ ବିବାହ କରିଦେବା ଖବର ଭାଇରାଲ ହେଉଛି। ନିକଟରେ...

‘ଫତେହ’କୁ ପଛରେ ପକାଇଲା ‘ଗେମ୍‌ ଚେଞ୍ଜର’

ମୁମ୍ବାଇ: ଅଭିନେତା ସୋନୁ ସୁଦଙ୍କ ‘ଫତେହ’ ଓ ସାଉଥ୍‌ ସୁପରଷ୍ଟାର ରାମ ଚରଣଙ୍କ ‘ଗେମ୍‌ ଚେଞ୍ଜର’ ଶୁକ୍ରବାର ଏକସଙ୍ଗେ ବକ୍ସ ଅଫିସରେ ରିଲିଜ୍‌ ହୋଇଥିଲା। ତେବେ ରିଲିଜ୍‌...

ହୃଦଘାତ ନୁହେଁ, ଟିକୁ ତଲସାନିଆଙ୍କର ହୋଇଛି ବ୍ରେନ୍‌ ଷ୍ଟ୍ରୋକ୍‌; ଚିନ୍ତାରେ ପ୍ରଶଂସକ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଅଭିନେତା ଟିକୁ ତଲସାନିଆ ଅସୁସ୍ଥ। ବ୍ରେନ୍‌ ଷ୍ଟ୍ରୋକ୍‌ ହେବା ଯୋଗୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତତ କରାଯାଇଛି। ଶନିବାର ସକାଳେ ଅଭିନେତାଙ୍କୁ ହୃଦଘାତ...

ପ୍ରେମାନନ୍ଦ ମହାରାଜଙ୍କ ଶରଣ ପଶିଲେ ବିରୁଷ୍କା: ମାଗିଲେ ୨ ଜିନିଷ

ନୂଆଦିଲ୍ଲୀ,୧୦।୧: ଟିମ ଇଣ୍ଡିଆର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କ ପାଇଁ ଅଷ୍ଟ୍ରେଲିଆ ଗସ୍ତ କିଛି ବିଶେଷ ନ ଥିଲା। ବର୍ଡର-ଗାଭାସ୍କର ଟେଷ୍ଟ ସିରିଜରେ ଟିମ ଇଣ୍ଡିଆକୁ...

ଛାଡପତ୍ର ନେଇ ଇସାରା ଦେଲେ ଚହଲ! କହିଲେ ଏହା ସତ…

ନୂଆଦିଲ୍ଲୀ,୧୦।୧: ଟିମ ଇଣ୍ଡିଆର ଖେଳାଳି ୟୁଜବେନ୍ଦ୍ର ଚହଲ ଏବଂ ଧନଶ୍ରୀ ଆଜିକାଲି ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। କିଛି ସମୟ ଧରି ଏହି...

ଚହଲ-ଧନଶ୍ରୀଙ୍କ ଛାଡପତ୍ର ପଛରେ ଏହି ମିଷ୍ଟ୍ରି ମ୍ୟାନ୍‌ଙ୍କ ରହିଛି ହାତ! ଜାଣନ୍ତୁ ସେ କିଏ, ଭାଇରାଲ ହେଉଛି ଫଟୋ

ମୁମ୍ବାଇ: ଭାରତୀୟ କ୍ରିକେଟ ଦଳର ଷ୍ଟାର ସ୍ପିନର ୟୁଜବେନ୍ଦ୍ର ଚହଲ ହୁଏତ କେବେ କଳ୍ପନା କରି ନ ଥିବେ ଯେ ବିବାହର ମାତ୍ର ଚାରି ବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri