କଙ୍ଗନା କିଣିଲେ ମୋଦିଙ୍କୁ ମିଳିଥିବା ରାମ ଜନ୍ମଭୂମୀ ମାଟି, କହିଲେ ନମାମି ଗଙ୍ଗାରେ ଛୋଟିଆ ସହଯୋଗ

ନୂଆଦିଲ୍ଲୀ,୩ ।୧୦: ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତ ରବିବାର ରାଷ୍ଟ୍ରୀୟ କଳା ସଂଗ୍ରହାଳୟ ପହଞ୍ଚି ସେଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମିଳିଥିବା ଉପହାର ନିଲାମିରେ ଭାଗ ନେଇଥିଲେ । ସେଠାରୁ ସେ ରାମ ଜନ୍ମଭୂମୀର ମାଟି ଓ ରାମ ମନ୍ଦିର ମଡେଲକୁ କିଣିଛନ୍ତି । ସେ ଜନତାଙ୍କୁ ଅପିଲ କରିଥିଲେ କି ଆପଣମାନେ ବି ଘରେ ବସି ଏହି ଉପହାର ସବୁ କ୍ରୟ କରି ନମାମି ଗଙ୍ଗା ପରିଯୋଜନାରେ ଆପଣଙ୍କର ସହଯୋଗ ଦେଇ ପାରିବେ । ଏହାର ବିକ୍ରି ପାଇଁ ଇ-ନିଲାମି ବ୍ୟବସ୍ଥା କରାଯାଇଛି ।
ଏହି ଅବସରରେ କଙ୍ଗନା କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିନ ରାତି ଦେଶପାଇଁ କାମ କରୁଛନ୍ତି । ତେଣୁ ତାଙ୍କୁ ମିଳିଥିବା ଅମୂଲ୍ୟ ଉପହାର ସେ ଦେଶବାସୀଙ୍କୁ ଦେବାକୁ ଚାହିଁଛନ୍ତି । ଏବେ ଆମେ ସମସ୍ତେ ଏହାକୁ କିଣିବା ଉଚିତ । ଆମ ସମସ୍ତଙ୍କ ଛୋଟିଆ ସହଯୋଗ ମା’ ଗଙ୍ଗାର ସଫେଇ ଓ ପୁନରୁତ୍ଥାପନ ପରିଯୋଜନାରେ ସହଯୋଗ କରିବ । ଗଙ୍ଗାର ସଫେଇ ଓ ଏହାର କଲ୍ୟାଣ କେତେ ଆବଶ୍ୟକ ଏହା ଆମ ସମସ୍ତଙ୍କୁ ଜଣା । ଆମ ଘରେ ବଡ ଶ୍ରଦ୍ଧାର ସହ ଗଙ୍ଗା ଜଳ ରଖାଯାଇଥାଏ । ତେଣୁ ଏହାର ସଫେଇ ବି ଆମର ଦାୟିତ୍ୱ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?