Posted inUncategorized

ମୋଦି ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଏବଂ ନମ୍ର ବ୍ୟକ୍ତି: କଙ୍ଗନା

ବମ୍ବେ: କଙ୍ଗନା ରାଣାଓ୍ବତ୍‌ ବଲିଉଡ୍‌ର ଆଗଧାଡ଼ିର ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ। ନିଜର ରୋକ୍‌ଠୋକ୍‌ କଥାକୁ ନେଇ ସେ ଏକାଧିକ ଥର ଚର୍ଚ୍ଚାକୁ ଆସିଛନ୍ତି। ସୁଶାନ୍ତଙ୍କ ଆତ୍ମହତ୍ୟା ଘଟଣା ପ୍ରଶଂସକଙ୍କୁ ବ୍ୟଥିତ କରିଥିବା ବେଳେ ସେ ବଲିଉଡ୍‌ର ନେପୋଟିଜିମ୍‌ ବିରୋଧରେ ମୁହଁ ଖୋଲିଥିଲେ। ଏବେ ସେ ସୋସିଆଲ ମିଡିଆ ଟୁଇଟରକୁ ଆସିଛନ୍ତି। ଏହାକୁ ନେଇ ପ୍ରଶଂସକ ବେଶ୍‌ ଖୁସି ଥିବା ବେଳେ ସେ ନିଜର ବକ୍ତବ୍ୟକୁ ନେଇ ଗଣମାଧ୍ୟମର ଶିରୋନାମା ପାଲଟୁଛନ୍ତି। ଏଭଳି ଏକ ଘଟଣାକ୍ରମରେ କଙ୍ଗନା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଏକ ଟୁଇଟ୍‌ କରିଥିଲେ।

ପ୍ରଧାନମନ୍ତ୍ରୀଙ୍କ ସହ ନିଜର ଏକ ଫଟୋ ପୋଷ୍ଟ କରି କଙ୍ଗନା ଲେଖିଛନ୍ତି, ବାସ୍ତବିକ ବିଶ୍ୱର ସବୁଠାରୁ ଶକ୍ତିଶାଳି ଏବଂ ନମ୍ର ବ୍ୟକ୍ତି। ଏଥିସହ ଉଇଲଭ୍‌ ମୋଦି ହାସଟ୍ୟାଗ୍‌ ମଧ୍ୟ ଲେଖିଥିଲେ। ଏହି ଟୁଇଟ୍‌ ଏବେ ଭାଇରାଲ ହେଉଛି।

ଏହା ପ୍ରଥମ ଥର ନୁହେଁ ଯେଉଁଠି କଙ୍ଗନା ପ୍ରଥମ ଥର ମୋଦିଙ୍କ ପ୍ରଶଂସା କରିଛନ୍ତି। ସେ ନିଜକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସକ କୁହନ୍ତି। ଏପରିକି ଜଣେ ମହିଳା ହିସାବରେ ସେ ତାଙ୍କ ରୋଲ୍‌ ମଡେଲ୍‌ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri