ବିବାଦରେ ଏମରଜେନ୍ସି

ମୁମ୍ବାଇ,୨୦ ।୭: ବଲିଉଡର ଅନୁଭବି ଅଭିନେତ୍ରୀ କଙ୍ଗନା ରାନାୱତଙ୍କ ଅପକମିଂ ଫିଲ୍ମ ‘ଏମରଜେନ୍ସି’କୁ ନେଇ ଏବେ ସବୁଠି ଚର୍ଚ୍ଚା । ହେଲେ ଏବେ ଏହା ବିବାଦ ମଧ୍ୟକୁ ଚାଲି ଯାଇଛି । କଙ୍ଗନାଙ୍କ ଏହି ମୁଭିକୁ ନେଇ ଇଣ୍ଡିଆନ ନ୍ୟାଶନାଲ କଂଗ୍ରେସ(ଆଇଏନସି) ଆପତ୍ତି ଉଠାଇଛି । ଏହାସହ ଦଳ କଙ୍ଗନାଙ୍କ ସାମ୍ନାରେ ଏକ ବଡ ସର୍ତ୍ତ ରଖିଛି । ମୁଭି ଏମରଜେନ୍ସି ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଶାସନ କାଳ ୧୯୭୫-୭୭ ମଧ୍ୟରେ ଦେଶରେ ଲାଗିଥିବା ଏମରଜେନ୍ସି ଉପରେ ଆଧାରିତ ।
ଗଣମାଧ୍ୟମର ଖବର ଅନୁଯାୟୀ, ମଧ୍ୟପ୍ରଦେଶ କଂଗ୍ରେସ ପାର୍ଟି ବଲିଉଡ ଆକ୍ଟ୍ରେସ କଙ୍ଗନା ରାନାୱତଙ୍କ ଏମରଜେନ୍ସିକୁ ନେଇ ଆପତ୍ତି ଉଠାଇଛି । ଦଳ କହିଛି ଫିଲ୍ମ ଏମରଜେନ୍ସି ମାଧ୍ୟମରେ ଇନ୍ଦିରାଙ୍କ ଛବି ଖରାପ କରିବାକୁ ଚେଷ୍ଟା କରାଯାଉଛି । ଏହାକୁ ନେଇ ମଧ୍ୟପ୍ରଦେଶ କଂଗ୍ରେସ କଙ୍ଗନାଙ୍କ ସାମ୍ନାରେ ସର୍ତ୍ତ ରଖିଛି କି ପ୍ରଥମେ ତାଙ୍କୁ ଫିଲ୍ମଟି ଦେଖାଇବାକୁ ପଡିବ । ଏହା ବ୍ୟତୀତ ମଧ୍ୟପ୍ରଦେଶ କଂଗ୍ରେସ ମିଡିଆ ବିଭାଗର ଉପାଧ୍ୟକ୍ଷ ସଙ୍ଗିତା ଶର୍ମା କହିଛନ୍ତି କଙ୍ଗନା ଭାରତୀୟ ଜନତା ପାର୍ଟି(ଭାଜପା)ର ଏଜେଣ୍ଟ । ଆଉ ଶାସକ ଦଳ କହିବା ଅନୁଯାୟୀ, ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଛପି ସହ ଖେଳ ଖେଳିବାକୁ ପ୍ରୟାସ କରାଯାଉଛି ।
ଏହାକୁ ନେଇ ଭଜପାର ପ୍ରବକ୍ତା ରାଜପାଳ ସିଂ କହିଛନ୍ତି ଫିଲ୍ମ ଏମରଜେନ୍ସିର ଟିଜର ଦେଖିବା ପରେ ବିରୋଧିଙ୍କ ମଧ୍ୟରେ ଅସ୍ଥିରତା ଦେଖାଦେଇଛି । କାରଣ ଇନ୍ଦିରା ଗାନ୍ଧୀଙ୍କ ଶାସନ କାଳରେ ହିଁ ଦେଶରେ ଏମରଜେନ୍ସିର କଳା ଦାଗ ଲାଗିଛି । ସୂଚନାଯୋଗ୍ୟ, ଫିଲ୍ମର ଟିଜର ପୂର୍ବରୁ ରିଲିଜ ହୋଇଥିବା ବେଳେ କଙ୍ଗନା ଏଥିରେ ଇନ୍ଦିରା ଗାନ୍ଧୀଙ୍କ ଭୂମିକାରେ ନଜର ଆସିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

ହସାଇ ହସାଇ ବେଦମ କରୁଛି ବିକ୍ଷୋଭ ସମୟରେ ଆରଏଏଫ (RAF) ଯବାନ ଗୋଡ଼ାଇ ଗୋଡ଼ାଇ ଧରିଥିବା ସବୁଠାରୁ ଛୋଟ ‘କକରୋଚ’ର Video

ନୂଆଦିଲ୍ଲୀ,୧୧।୧୦: ଅକ୍ଟୋବର ୧୦ ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ‘କକରୋଚ ଜନତା ପାର୍ଟି’ (CJP)ର ଏକ ବିକ୍ଷୋଭ ପ୍ରଦର୍ଶନ ସମୟରେ ଏପରି ଏକ ଦୃଶ୍ୟ ଦେଖିବାକୁ…

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

ଆସିଲା କଡ଼ା ନିୟମ: ସୋସିଆଲ ମିଡିଆକୁ ମନଇଚ୍ଛା କରିପାରିବେନି ବ୍ୟବହାର, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୧ା୧୦: ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ ଆଣିଛି ନ୍ୟାଶନାଲ ମେଡିକାଲ କମିଶନ(NMC)। ଏନ୍‌ଏମ୍‌ସି ଦ୍ୱାରା ଜାରି ହୋଇଥିବା କଡ଼ା ନିୟମ ଅନୁଯାୟୀ, ଦେଶର ଡାକ୍ତର…

କିଏ ସେହି ଖେଳାଳି ଯାହାଙ୍କୁ ନେଇ ବୀରେନ୍ଦ୍ର ସେହୱାଗ କହିଲେ ଏତେ ବଡ଼ କଥା; ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟରେ ଏପରି କେତେଜଣ ବ୍ୟାଟର ଅଛନ୍ତି ଯେଉଁମାନେ ପଡ଼ିଆରେ ପାଦ ଦେବା ମାତ୍ରେ ବୋଲରଙ୍କୁ ଚ୍ୟାଲେଞ୍ଜ ଦେବା ଆରମ୍ଭ କରନ୍ତି। ନିଜର ସମ୍ପୂର୍ଣ୍ଣ କ୍ୟାରିୟର…

‘ନା ବାରିକେଡ ଲଗାଇପାରିବେ, ନା ଇଣ୍ଟରନେଟ ବନ୍ଦ କରିପାରିବେ’: CJP ବିକ୍ଷୋଭ ମାମଲାରେ ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟଙ୍କ କଡ଼ା ତାଗିଦ

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟରେ ଆଜି CJP ବିକ୍ଷୋଭ (ପ୍ରୋଟେଷ୍ଟ) ସମ୍ପର୍କିତ ଆବେଦନଗୁଡ଼ିକର ଶୁଣାଣି ହୋଇଛି, ଯେଉଁଥିରେ ବିକ୍ଷୋଭ କାରଣରୁ ମେଟ୍ରୋ ଏବଂ ଟ୍ରେନ ସେବା ବନ୍ଦ ରଖିବା ନିର୍ଦ୍ଦେଶକୁ…

‘ମୋତେ ଗିରଫ ନୁହେଁ ଅପହରଣ କରାଯାଇଥିଲା…’ ମୁକୁଳିବା ପରେ ପାର୍ସପୋର୍ଟ ଦେଖାଇ ବଡ଼ କଥା କହିଲେ…

ନୂଆଦିଲ୍ଲୀ: ‘କକ୍ରୋଚ୍ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନରେ ଯୋଗଦେବାକୁ ଆସିଥିବା ୟୁଟ୍ୟୁବର୍ ଧ୍ରୁବ ରାଠୀଙ୍କୁ ପୋଲିସ ହାଜତରୁ ଛାଡ଼ିଦିଆଯାଇଛି। ଗତକାଲି ବିଳମ୍ବିତ ରାତିରେ ପୋଲିସ…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?