୮ ବର୍ଷର ‘ଛୋଟ କଙ୍ଗନା’ଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ

୮ ବର୍ଷର ଜଣେ ଝିଅ ଏବେ ଖୁବ୍‌ ଚର୍ଚ୍ଚାରେ ରହିଛନ୍ତି। ତାଙ୍କର ଅନେକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସେ ହେଉଛନ୍ତି ସୁମନ ପୁରୀ। ମାତ୍ର ଲୋକମାନେ ତାଙ୍କୁ ଛୋଟ କଙ୍ଗନା ନାମରେ ଡାକୁଛନ୍ତି। ଏହା ପଛରେ କାରଣ ମଧ୍ୟ ରହିଛି।
ବାସ୍ତବରେ ସୁମନ ଦେଖିବାକୁ ଅବିକଳ କଙ୍ଗନା ରଣାଓ୍ବତ୍‌ଙ୍କ ପରି ଦେଖାଯାଉଛନ୍ତି। ସୁମନଙ୍କର ଏମିତି ଅନେକ ଫଟୋ ରହିଛି, ଯେଉଁଥିରେ ସେ କଙ୍ଗନାଙ୍କୁ କପି କରିଛନ୍ତି। ଏଥିରେ କଙ୍ଗନାଙ୍କ ଥଲାଇବି, ମଣିକର୍ଣ୍ଣିକା, ତନୁ ଓ୍ବେଡ୍‌ସ ମନୁ ଆଦି ଫିଲ୍ମର ଲୁକ୍‌ ଆଦି ରହିଛି। ଏହାକୁ ଦେଖିବା ପରେ କଙ୍ଗନାଙ୍କ ପ୍ରଶଂସକମାନେ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। କଙ୍ଗନାଙ୍କ ଏହି ଛୋଟ ପ୍ରଶଂସକ ସୁମନ ନିଜର ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟ ନାମ ‘ଛୋଟ କଙ୍ଗନା’ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପସନ୍ଦ ଆସୁଛି ‘ପତି ପତ୍ନୀ ଔର ଓ୍ବ’, ସୁପରହିଟ୍‌ ହେବ ବୋଲି ପ୍ରଶଂସକଙ୍କ ମତ

ବମ୍ବେ: ପରଦାରେ ଚଳଚ୍ଚିତ୍ର ‘ପତି ପତ୍ନୀ ଔର ଓ୍ବ’। କାର୍ତ୍ତିକ ଆର୍ୟନ, ଭୂମି ପେଡନେକର, ଅନନ୍ୟା ପାଣ୍ଡେ ଅଭିନୀତ ଏହି ଫିଲ୍ମ ଦର୍ଶକଙ୍କ ମନକୁ ଜିଣୁଛି।...

ଲକ୍‌ଡାଉନ୍‌ରେ ଗୁଥିଙ୍କ ସହ ଦର୍ଶକଙ୍କୁ ହସାଇବେ କପିଲ

ମୁମ୍ବାଇ: ଦେଶରେ ଚାଲିଥିବା ଲକ୍‌ଡାଉନ୍‌ ପାଇଁ ଫିଲ୍ମ ଠାରୁ ଆରମ୍ଭକରି ଟିଭି ଇଣ୍ଡଷ୍ଟ୍ରି ପର୍ଯ୍ୟନ୍ତ ସବୁ ଶୁଟିଂ ବନ୍ଦ ରହିଛି। ତେଣୁ ଅଧିକାଂଶ ଚ୍ୟାନେଲରେ ପୁୁରୁଣା...

ଇତିହାସକୁ ସାହିତ୍ୟ ମାଧ୍ୟମରେ ଲୋକପ୍ରିୟ କରିବାକୁ ଚେଷ୍ଟା କରେ

ପ୍ରଫେସର ନୀହାର ରଞ୍ଜନ ପଟ୍ଟନାୟକ। ୧୯୫୭ ଫେବୃୟାରୀ ୭ରେ ଜନ୍ମଗ୍ରହଣ କରିଥିବା ପ୍ରଫେସର ପଟ୍ଟନାୟକ କିସ୍‌ ଡିମ୍‌ଡ ବିଶ୍ୱବିଦ୍ୟାଳୟର ପ୍ରୋ-ଭାଇସ୍‌ ଚାନ୍ସଲର ଭାବେ କାର୍ଯ୍ୟରତ। ଉତ୍କଳ...

ରିଲିଜ୍‌ ହେଲା ଫିଲ୍ମ ‘ଡ୍ରାଇଭ୍‌’ର ଗୀତ

ମୁମ୍ବାଇ: ଜ୍ୟାକଲିନ୍‌ ଫର୍ଣ୍ଣାଡିଜ୍‌ ଓ ଶୁଶାନ୍ତ ସିଂ ରଜପୁତଙ୍କ ଦ୍ୱାରା ଅଭିନୀତ ଫିଲ୍ମ ‘ଡ୍ରାଇଭ୍‌’ର ଦ୍ୱିତୀୟ ଗୀତ ରିଲିଜ୍‌ ହୋଇଛି। ଅବଶ୍ୟ ଗୀତଟି ବେଶି ଫୋକସ୍‌...

ସମୟ ନଷ୍ଟ କରିବାକୁ ପସନ୍ଦ କରନ୍ତିନି ସୋନମ

ମୁମ୍ବାଇ: ବଲିଉଡ୍‌ ନାୟିକା ସୋନମ କପୁର ବେଶ୍‌ କିଛି ଦିନ ହେବ ବଡ ପରଦାରେ ଦେଖାଯାଇ ନାହାଁନ୍ତି। ହେଲେ ନିକଟରେ ସେ ଏକ ସାକ୍ଷାତ୍‌କାର ମାଧ୍ୟମରେ...

ଅନୁଷ୍କାଙ୍କ ଓ୍ବେବ୍‌ ସିରିଜ୍‌ର ଟିଜର ରିଲିଜ

ମୁମ୍ବାଇ: ୨୦୧୮ ମସିହାରେ ଜିରୋ ଫିଲ୍ମ ରିଲିଜ ପରେ ଅନୁଷ୍କା ଶର୍ମା ବଲିଉଡ୍‌ ଇଣ୍ଡଷ୍ଟ୍ରିରୁ ଏକପ୍ରକାର ଦୂରେଇ ଯାଇଥିଲେ। ବର୍ତ୍ତମାନ ଏକ ଲମ୍ବା ସମୟ ପରେ...

ଇନ୍‌ଷ୍ଟା ପୋଷ୍ଟ ଲାଗି ଟ୍ରୋଲ୍‌ ହେଉଛନ୍ତି ସାରା

ବମ୍ବେ: ଟ୍ରୋଲ ହେଉଛନ୍ତି ସୈଫ ଲଳନା ସାରା। ସେ ବି ଏକ ଇନ୍‌ଷ୍ଟା ପୋଷ୍ଟକୁ ନେଇ। ପରିସ୍ଥିତି ଏଭଳି ହୋଇଛି ଯେ ସାରା ବାଧ୍ୟ ହୋଇ...

ଶୁଟିଂ ସେଟ୍‌ରେ ସଲମାନ୍‌ଙ୍କୁ ଡରିଯାଇଥିଲେ ଆଦିତ୍ୟ

ମୋହିତ ସୁରୀଙ୍କ ସୁପରହିଟ୍‌ ଫିଲ୍ମ ‘ଆଶିକି-୨’ରେ ଅଭିନୟ କରି ବଲିଉଡ୍‌ ଜଗତରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଥିଲେ ଆଦିତ୍ୟ ରୟ କପୁର। ଏହି...

Play 250+ Trending Games
Archives

Model This Week

Why Dharitri