Categories: ଜାତୀୟ

ପ୍ରତିରକ୍ଷା ମନ୍ତ୍ରୀଙ୍କୁ ଭେଟିଲେ କଙ୍ଗନା ରାଣାଓ୍ବତ୍‌

ନୂଆଦିଲ୍ଲୀ,୧୩।୧୨-ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ରବିବାର ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌ ଭେଟିଛନ୍ତି। ନିଜର ଆଗାମୀ ଫିଲ୍ମ ତେଜସରେ କଙ୍ଗନା ଭାରତୀୟ ବାୟୁସେନାର ପାଇଲଟ ଭୂମିକାରେ ନଜର ଆସିବେ। ଏଥିପାଇଁ ସେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କଠାରୁ ଆର୍ଶୀବାଦ ଲୋଡିଛନ୍ତି। କଙ୍ଗନାଙ୍କ ସମେତ ତାଙ୍କ ତେଜସ ଟିମର ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ। ଏ ନେଇ କଙ୍ଗନା ଟୁଇଟ କରି ସୂଚନା ଦେଇଛନ୍ତି।

Share