ଜ୍ଞାନବ୍ୟାପି ମସଜିଦ ବିବାଦକୁ ନେଇ କଙ୍ଗନା ଦେଲେ ‘ଧାକଡ’ ଜବାବ

ମୁମ୍ବାଇ: ବାରାଣସୀର ଜ୍ଞାନବ୍ୟାପି ମସଜିଦ ବିବାଦ ମଧ୍ୟରେ ବଲିଉଡ ନାୟିକା କଙ୍ଗନା ରାନାୱତ କାଶୀ ବିଶ୍ୱନାଥ ମନ୍ଦିର ଦର୍ଶନ କରିବାକୁ ଯାଇଛନ୍ତି । ସୋସିଆଲ ମିଡିଆରେ କଙ୍ଗନା କିଛି ଫଟୋ ଶେୟାର କରିବା ପରେ ଏହା ଜଣାପଡିଛି । ତେବେ କଙ୍ଗନା ମନ୍ଦିର ପରିସରରୁ କିଛି ଫଟୋ ଶେୟାର କରିବା ପରେ ଜଣାପଡିଛି କି ସେ ତାଙ୍କ ଅପକମିଂ ଫିଲ୍ମ ‘ଧାକଡ’ର ଟିମ ସହ କାଶୀ ବିଶ୍ୱନାଥ ମନ୍ଦିର ଯାଇଛନ୍ତି । ଏବେ ଚର୍ଚ୍ଚାରେ ଥିବା ଜ୍ଞାନବ୍ୟାପି ମସଜିଦ ବିବାଦକୁ ନେଇ ନିଜର ରିଆକ୍ସନ ଦେଇ କଙ୍ଗନା କହିଛନ୍ତି, ଯେମିତି ମଥୁରାର କୋଣେ କୋଣେ ଭଗବାନ କୃଷ୍ଣ ରହିଛନ୍ତି, ଆଉ ଅଯୋଧ୍ୟାର ପ୍ରତି କୋଣରେ ଭଗବାନ ରାମ ଅଛନ୍ତି । ସେହିପରି କାଶୀର କୋଣେ କୋଣେ ଭଗବାନ ଶିବ ଅଛନ୍ତି ।

୨୦ ତାରିଖରେ ରିଲିଜ ହେବାକୁ ଯାଉଥିବା ମୁଭି ‘ଧାକଡ’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି କଙ୍ଗନା । ତେବେ କଙ୍ଗନା ମନ୍ଦିର ଦର୍ଶନ କରି ସାରିବା ପରେ ଯେତେବେଳେ ତାଙ୍କୁ ଜ୍ଞାନବ୍ୟାପୀ ମସଜିଦକୁ ନେଇ ପ୍ରଶ୍ନ କରାଯାଇଥିଲା ସେତେବେଳେ ସେ କହିଥିଲେ କାଶୀର କୋଣେ କୋଣେ ମହାଦେବ ଅଛନ୍ତି । ଏହାର କୌଣସି ସଂରଚନାର ଆବଶ୍ୟକତା ନାହିଁ । ଏହାସହ ସେ ହର ହର ମହାଦେବ ନାରା ବି ଦେଇଥିଲେ । ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।
କଙ୍ଗନା ତାଙ୍କ ମୁଭିର କୋ-ଷ୍ଟାର ଦିବ୍ୟା ଦତ୍ତା ଓ ଅର୍ଜୁନ ରାମପାଲଙ୍କ ସହ କାଶୀ ବିଶ୍ୱନାଥ ମନ୍ଦିର ଦର୍ଶନ କରିବାକୁ ଯାଇଛନ୍ତି । ଏହାସହ ସେ କାଶୀ ଘାଟକୁ ବି ଯାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?