ସୁଶାନ୍ତଙ୍କ ମୃତ୍ୟୁର କାରଣ ଜଣା ନ ପଡ଼ିଲେ ପଦ୍ମଶ୍ରୀ ଫେରାଇବେ କଙ୍ଗନା

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ କଙ୍ଗନା ରାଣାଓ୍ବତ ବଲିଉଡ୍‌ର ବଡ ବଡ଼ ନିର୍ଦ୍ଦେଶକ ତଥା ନିର୍ମାତାଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ବଲିଉଡ୍‌ରେ ନେପୋଟିଜିମ୍‌ ପାଇଁ ସୁଶାନ୍ତ ଆତ୍ମହତ୍ୟା କରିଛନ୍ତି। ଏହାକୁ ନେଇ ଏବେ ପୁଣିଥରେ ସେ ଚର୍ଚ୍ଚାକୁ ଆସିଛନ୍ତି। ଏପରିକି ସେ ଆଣିଥିବା ଅଭିଯୋଗକୁ ପ୍ରମାଣ କରି ନ ପାରିଲେ ଭାରତ ସରକାର ଦେଇଥିବା ସବୁଠାରୁ ସମ୍ମାନଜନକ ପୁରସ୍କାର ପଦ୍ମଶ୍ରୀ ଫେରାଇ ଦେବେ ବୋଲି କଙ୍ଗନା କହିଛନ୍ତି।
ନିକଟରେ ମୁମ୍ବାଇ ପୋଲିସ କଙ୍ଗନାଙ୍କୁ ଥାନାକୁ ଡାକିଥିଲା। ମାତ୍ର ସେ ମନାଲିରେ ଥିବା କହିବା ସହ ସାକ୍ଷ୍ୟ ନେବାକୁ ତାଙ୍କ ପାଖକୁ ଆସିବା ପାଇଁ କହିଥିଲେ। ମାତ୍ର ପୋଲିସ ପକ୍ଷରୁ ଏହାର କୌଣସି ଜବାବ ମିଳିଲା ନାହିଁ। ତେଣୁ ସେ ସାକ୍ଷ୍ୟ ଦେଇପାରିଲେ ନାହିଁ। ଯଦି ସେ ଏହାକୁ ପ୍ରମାଣ ନ କରି ପାରନ୍ତି ତେବେ ସେ ପଦ୍ମଶ୍ରୀ ଫେରାଇ ଦେବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରନ୍‌ ଜୋହରଙ୍କ ଏହି ଫିଲ୍ମକୁ ଦେଖି ରାଗିଯାଇଥିଲେ ଶବାନା, ଫୋନ୍‌ କରି ବର୍ଷିଲେ

ଏକ ସମୟ ଥିଲା, ଯେତେବେଳେ କରନ୍‌ ଜୋହରଙ୍କ ଫିଲ୍ମ ବକ୍ସ ଅଫିସରେ୍‌ ହିଟ୍‌ ହେଉଥିଲା। ଶାହରୁଖ ଖାନ ଏବଂ କାଜଲଙ୍କ ଯୋଡି ପ୍ରାୟତଃ ତାଙ୍କ ଚଳଚ୍ଚିତ୍ରରେ...

ଫିଲ୍ମ‘୮୩’ ଟ୍ରେଲର ରିଲିଜ୍‌

ମୁମ୍ବାଇ : ବଲିଉଡ୍‌ ଅଭିନେତା ରଣବୀର ସିଂହଙ୍କ ଅଭିନୀତ ଫିଲ୍ମ‘୮୩’କୁ ବେଶ ଉତ୍ସାହର ସହ ଦର୍ଶକ ଅପେକ୍ଷା କରିଛନ୍ତି। ତେବେ ଏହି ଫିଲ୍ମର ଟ୍ରେଲର ମଙ୍ଗଳବାର...

ଓସ୍କାର ଦୌଡ଼ରେ ‘ଶେରନୀ’, ‘ସର୍ଦ୍ଦାର ଉଧମ’

ମୁମ୍ବାଇ,୨୧।୧୦: ଆସନ୍ତା ବର୍ଷ ଓସ୍କାର ପାଇଁ ବଲିଉଡ୍‌ର ଦୁଇଟି ଫିଲ୍ମକୁ ଚୂଡ଼ାନ୍ତ କରାଯାଇଛି। ଶର୍ଟଲିଷ୍ଟ ହୋଇଥିବା ମୋଟ ୧୪ ଫିଲ୍ମ ତାଲିକାରେ ସ୍ଥାନ ପାଇଛି ବିଦ୍ୟା...

ମାତ୍ର ୫୧ ଟଙ୍କା

ବଲିଉଡ୍‌ର ହି-ମ୍ୟାନ୍‌ ଭାବରେ କିଏ ପରିଚିତ ତାହା କହିବା ବାହୁଲ୍ୟ। ସେ ହେଲେ ଧର୍ମେନ୍ଦ୍ର। ତାଙ୍କର ‘କୁତେ କମିନେ’ ଡାଏଲଗ୍‌ ଏବେ ମଧ୍ୟ ସିନେପ୍ରେମୀଙ୍କ ମଧ୍ୟରେ...

ଆଲିଆ-ରଣବୀରଙ୍କ ବିବାହକୁ ନେଇ ମୁହଁ ଖୋଲିଲେ ସମ୍ପର୍କୀୟ

ଆଲିଆ ଭଟ୍ଟ-ରଣବୀର କପୁର ଟିକେ ମୌକା ପାଇଲେ ଏକାଠି ଲୋକଙ୍କ ନଜରକୁ ଆସୁଛନ୍ତି। ଏମିତିରେ ବି କିଛିଦିନ ତଳେ ଦୁହିଁଙ୍କ ବିବାହ ଖବର ନେଇ ଖୁବ୍‌...

୩୫ ବର୍ଷରେ ଅଙ୍କିତା: ୬ ବର୍ଷ ଲିଭ୍‌ଇନ୍‌ ପରେ ସୁଶାନ୍ତଙ୍କ ସହିତ ହୋଇଥିଲା ବ୍ରେକ୍‌ଅପ୍‌

ମୁମ୍ବାଇ: ଛୋଟ ପରଦାର ପବିତ୍ର ରିସ୍ତାରୁ କ୍ୟାରିୟର ଆରମ୍ଭ କରିଥିବା ସୁନ୍ଦରୀ ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ଗୁରୁବାର ୩୫ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୪ ଡିସେମ୍ବର...

ଜନ୍ମଦିନରେ ନିଜ ବୟସ ଭୁଲ୍‌ କହିଲେ ଅମିତାଭ, ସୁଧାରି ନେଲେ ଝିଅ

ହିନ୍ଦୀ ସିନେମାର କିମ୍ବଦନ୍ତୀ ଅଭିନେତା ଅମିତାଭ ବଚ୍ଚନ ଆଜି ୭୯ତମ ଜନ୍ମଦିନ ପାଳନ କରୁଛନ୍ତି। ବିଗ ବିଙ୍କ ପ୍ରଶଂସକଙ୍କ ସମେତ ଅନେକ ବଲିଉଡ ତାରକା ତାଙ୍କୁ...

ଏହି ଲୋକପ୍ରିୟ ଅଭିନେତାଙ୍କୁ ବାଡେଇଲେ ପୋଲିସ କର୍ମଚାରୀ!

ବଲିଉଡ୍‌ର ସୁପରହିଟ୍‌ ଫିଲ୍ମ ‘ଆଶିକୀ’ର ଅଭିନେତା ରାହୁଲ ରୟଙ୍କ ଏକ ଫଟୋ ଏବେ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ନିଜେ ରାହୁଲ ଏହାକୁ...

Advertisement
Archives

Model This Week