ଉଦ୍ଧବ ସରକାର ମହାବିନାଶକାରୀ : କଙ୍ଗନା

ମୁମ୍ବାଇ: ମହାରାଷ୍ଟ୍ରର ଉଦ୍ଧବ ଠାକରେ ସରକାରଙ୍କ ବିରୋଧରେ ପୂର୍ବରୁ ସ୍ୱର ଉଠାଇଥିବା ବଲିଉଡ୍ ନାୟିକା କଙ୍ଗନା ରାନାୱତ ପୁଣିଥରେ ଠାକରେଙ୍କ ଉପରେ ଖପ୍ପା ହୋଇଛନ୍ତି । ଏକ ଟୁଇଟ୍ ମାଧ୍ୟମରେ ଉଦ୍ଧବ ସରକାରଙ୍କୁ ଟାର୍ଗେଟ କରିଛନ୍ତି କଙ୍ଗନା । କଙ୍ଗନାଙ୍କୁ କୋର୍ଟରୁୁ ଝଟକା ଲାଗିବା ପରେ ସେ ଟୁଇଟ୍ କରି ବର୍ଷିଛନ୍ତି । ମୁମ୍ବାଇରେ ତାଙ୍କ ଘର ଭାଙ୍ଗିବାକୁ ନେଇ ସେ କୋର୍ଟରେ ଯେଉଁ ଆବେଦନ କରିଥିଲେ ଶନିବାର କୋର୍ଟ ପକ୍ଷରୁ ତାଙ୍କ ଆବେଦନକୁ ଖାରଜ କରି ଦିଆଯାଇଛି । ବେଆଇନ ଭାବେ ସେ ଘର ନିର୍ମାଣ କରିବା ସହ ୩ଟି ଫ୍ଲାଟକୁ ମିଶାଇ ଦେଇଥିବା କୋର୍ଟ ଦର୍ଶାଇଛନ୍ତି । ଏହାପରେ କଙ୍ଗନା କହିଛନ୍ତି ଏହା ମହାରାଷ୍ଟ୍ରର ମହାବିନାଶକରୀ ସରକାରଙ୍କ ଫେକ୍ ପ୍ରୋପାଗଣ୍ଡା । ମୁଁ କୌଣସି ଫ୍ଲାଟକୁ ମିଶାଇ ନାହିଁ । ସମ୍ପୂର୍ଣ୍ଣ ଘରଟି ଏମିତି ନିର୍ମାଣ କରାଯାଇଛି । ପ୍ରତି ଫ୍ଲୋରରେ ଗୋଟିଏ ଆପାର୍ଟମେଣ୍ଟ ରହିଛି । ବିଏମ୍‌ସି ମୋତେ ଏହାକୁ ନେଇ ପ୍ରତାରଣା ଦେଇ ଆସୁଛି । ମୁଁ ପୁଣିଥରେ ଉଚ୍ଚ ନ୍ୟାୟଳୟକୁ ଯିବି ବୋଲି କଙ୍ଗନା କହିଛନ୍ତି । ସୂଚନାଯୋଗ୍ୟ, ୨୦୧୮ ମାର୍ଚ୍ଚରେ ବିଏମ୍‌ସି ବେଆଇନ ଭାବେ ଗୃହ ନିର୍ମାଣକୁ ନେଇ କଙ୍ଗନାଙ୍କ ନାଁରେ ନୋଟିସ ଜାରି କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

୧,୪୦୦ କୋଟିରୁ ଅଧିକ ସମ୍ପତ୍ତିର ମାଲିକ ଡି.କେ. ଶିବକୁମାର, ଜାଣନ୍ତୁ ନୂଆ ମୁଖ୍ୟମନ୍ତ୍ରୀଙ୍କ ନେଟଓ଼୍ବର୍ଥ

ବେଙ୍ଗାଲୁରୁ,୨୮।୫: କର୍ନାଟକ କଂଗ୍ରେସର ପ୍ରମୁଖ ନେତା ତଥା ଉପମୁଖ୍ୟମନ୍ତ୍ରୀ ଡି. କେ. ଶିବକୁମାର (D.K. Shivakumar) ନିଜର ନିର୍ୱାଚନୀ ସପଥପତ୍ର (Affidavit) ଦାଖଲ କରିଛନ୍ତି । ଏହି…

ବଦଳିଲା ପାଗ, IMD ଦେଲା ଚେତାବନୀ, ଆଗାମୀ ୩ ଦିନରେ ଭୟଙ୍କର…

ନୂଆଦିଲ୍ଲୀ, ୨୮।୫: ଆଇଏମଡି ଅନୁଯାୟୀ, କେନ୍ଦ୍ରୀୟ ଉତ୍ତର ପ୍ରଦେଶ ଏବଂ ସଂଲଗ୍ନ ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ଜାରି ରହିଛି। ଏକ ଘୂର୍ଣ୍ଣିବଳୟ ଉତ୍ତର ପଶ୍ଚିମ ପ୍ରଦେଶରୁ…

Rule Change 1st June: ଜୁନ ୧ରୁ ବଦଳିଯିବ ୬ଟି ବଡ଼ ନିୟମ ପରିବର୍ତ୍ତନ ହେବ, ଆପଣଙ୍କ ପକେଟକୁ କରିବ ପ୍ରଭାବିତ

ନୂଆଦିଲ୍ଲୀ, ୨୮।୫: ମେ ମାସ ଶେଷ ହେବାକୁ ଯାଉଛି, ଏବଂ ଏହା ସହିତ, ଜୁନ ୧ ରୁ ଅନେକ ବଡ଼ ଆର୍ଥିକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାର ଆଶା…

ଇଦ୍‌-ଉଜ୍‌-ଜୁହାରେ ଏମିତି ମେସେଜ୍‌ ଦେଲେ ପ୍ରଧାନମନ୍ତ୍ରୀ: ଆମ ସମାଜରେ…

ନୂଆଦିଲ୍ଲୀ,୨୮।୫: ସାରା ଦେଶରେ ଆଜି ଇଦ୍‌-ଉଜ୍‌-ଜୁହା ପର୍ବ ପାଳନ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ଅବସରରେ ନାଗରିକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ‘ଏକ୍ସ’ ରେ ଏକ…

କର୍ନାଟକ ରାଜନୀତିରେ ରୋଚକ ଦୃଶ୍ୟ, ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟାଙ୍କ ପାଦ ଛୁଇଁଲେ ଶିବକୁମାର

ବେଙ୍ଗାଲୁରୁ, ୨୮।୫: କର୍ନାଟକ ରାଜନୀତିରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଚାଲିଥିବା କଳ୍ପନାଜଳ୍ପନା ମଧ୍ୟରେ, ଗୁରୁବାର ବେଙ୍ଗାଲୁରୁସ୍ଥିତ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟାଙ୍କ ବାସଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ଜଳଖିଆ ବୈଠକ ଅନୁଷ୍ଠିତ…

ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏମିତି ଅପିଲ କରିଦେଲେ ବିଜୟ, ଦେଖିକି ରହିଗଲେ …

ନୂଆଦିଲ୍ଲୀ,୨୮।୫: ତାମିଲନାଡୁରେ କ୍ଷମତା ଗ୍ରହଣ କରିବା ପରେ, ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ବୁଧବାର ପ୍ରଥମ ଥର ପାଇଁ ଜାତୀୟ ରାଜଧାନୀ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ…

ଗାଁ ମୁହାଁ ହାତୀ: ଭୟରେ ଗାଁ ଲୋକେ

ବାଙ୍କୀ,୨୮/୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ଜାତ ମୁଣ୍ଡିଆଠାରେ କାଲି ରାତିରୁ ୪ ଟିକିଆ ହାତୀପଲ ବୁଲୁଥିବା ଦେଖି ଅଞ୍ଚଳବାସୀ ଭାୟଭୀତ ଅବସ୍ଥାରେ ଅଛନ୍ତି ।…

ପ୍ରଦ୍ୟୁମ୍ନଙ୍କୁ ମନ୍ତ୍ରୀ ପଦ ଦେବାକୁ ବଢ଼ୁଛି ଅନୁରୋଧ: ଗଞ୍ଜାମରୁ ୨ ଜଣକୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବା ସମ୍ଭାବନା

ଭଞ୍ଜନଗର,୨୮।୫(ବାବୁଲା ପ୍ରଧାନ): ଦୀର୍ଘ ୧୦ ମାସର ନୀରବତା ପରେ ପୁଣି ରାଜ୍ୟ ମନ୍ତ୍ରୀମଣ୍ଡଳରେ ଖାଲିଥିବା ୬ ମନ୍ତ୍ରୀ ପଦବୀ ପୂରଣ ସହ କିଛି ପୁରୁଣା ମନ୍ତ୍ରୀଙ୍କ ପଦବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri