ଏଫ୍‌ଆଇଆରର ଜବାବ ଦେଲେ କଙ୍ଗନା!

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ନାୟିକା କଙ୍ଗନାଙ୍କ ସମୟ ଏବେ ଭଲ ଚାଲିନାହିଁ । ଶନିବାରଠାରୁ ନବରାତ୍ରୀ ଆରମ୍ଭ ହୋଇଥିଲା ବେଳେ କଙ୍ଗନାଙ୍କ ଆଇନ ଯୁଦ୍ଧ ବି ତାଙ୍କ ପଛରେ ପଡିଯାଇଛି । ବାନ୍ଦ୍ରା କୋର୍ଟ କାଷ୍ଟିଙ୍ଗ ଡାଇରେକ୍ଟର ସାହିଲ ଅଶରଫ ସୟଦଙ୍କ ଅଭିଯୋଗ କ୍ରମେ କଙ୍ଗନା ଓ ତାଙ୍କ ଭଉଣୀଙ୍କ ବିରୋଧରେ ଏଫ୍‌ଆଇଆର୍ ଦେବାକୁ ନିର୍ଦ୍ଦେଶ ଦେଇଥିଲେ । ଏହା ଉପରେ ଶନିବାର ମୁମ୍ବାଇ ସ୍ଥିତ ବାନ୍ଦ୍ରା ପୋଲିସ ଷ୍ଟେଶନରେ କଙ୍ଗନା ରାନାୱତ ଓ ତାଙ୍କ ଭଉଣୀ ରଙ୍ଗୋଲି ଚନ୍ଦେଲଙ୍କ ବିରୋଧରେ ଏଫ୍‌ଆଇଆର୍ ଦିଆଯାଇଥିଲା । ଏବେ ଏହାର ଜବାବ ଦେଇଛନ୍ତି ଅଭିନେତ୍ରୀ । କଙ୍ଗନା ନବରାତ୍ରୀର ଫଟୋ ଶେୟାର କରି ଶିବସେନାକୁ ଟାର୍ଗେଟ କରିଛନ୍ତି । ସେ ଲେଖିଛନ୍ତି କିଏ କିଏ ନବରାତ୍ରୀରେ ବ୍ରତ ରଖନ୍ତି । ମୁଁ ନବରାତ୍ରୀରେ ବ୍ରତ ରଖିଛି ଆଉ ଏହି ଫଟୋ ଆଜିର ସେଲିବ୍ରେଶନର । ଇତିମଧ୍ୟରେ ମୋ ବିରୋଧରେ ଏଫ୍‌ଆଇଆର୍ ଦିଆଯାଇଛି । ଲାଗୁଛି ମହାରାଷ୍ଟ୍ରରେ ବସିଥିବା ପପ୍ପୁ ସେନା ମୋତେ ବହୁତ ମିସ୍ କରୁଛନ୍ତି । ଏତେ ବି ମିସ୍ କରନ୍ତୁ ନାହିଁ, ମୁଁ ଖୁବ୍ ଶୀଘ୍ର ସେଠାକୁ ଯାଉଛି । କଙ୍ଗନାଙ୍କ ଏହି ଟୁଇଟ୍ ସ୍ପଷ୍ଟ କରୁଛି ଯେ ସେ ମହାରାଷ୍ଟ୍ର ସରକାରଙ୍କ ସହ ଲଢିବାକୁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?