କଙ୍ଗନାଙ୍କ ପରି ଝିଅ ଚାହାନ୍ତି ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ କୁଇନ କଙ୍ଗନା ରାନାୱତ କିଛି ନା କିଛି କାରଣ ପାଇଁ ଥାଆନ୍ତି ଚର୍ଚ୍ଚାରେ । ନିକଟରେ ମହାରାଷ୍ଟ୍ର ରାଜନୈତିକ ସଙ୍କଟ ମଧ୍ୟରେ ସେ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଟାର୍ଗେଟ କରିଥିଲେ । ଆଉ କହିଥିଲେ ପାପ ବଢିଲେ ସର୍ବନାଶ ହୁଏ । ଏହା ଏବେ ଆଲୋଚନାର ପରିସରକୁ ଚାଲି ଆସିଛି । କେବଳ ସେତିକି ନୁହେଁ ଏବେ କିଛିବର୍ଷ ତଳର ଭିଓିଡକୁ ନେଇ ବି ଚର୍ଚ୍ଚାକୁ ଆସିଛନ୍ତି ପଙ୍ଗା ଗର୍ଲ କଙ୍ଗନା ରାନାୱତ ।
୨୦୧୯ରେ ମୁମ୍ବାଇରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ କଙ୍ଗନାଙ୍କୁ ନେଇ ବଲିଉଡ ନାୟିକା ରେଖା ଯେଉଁ ବୟାନ ଦେଇଥିଲେ ତାହା ଏବେ ପୁଣି ଥରେ ତାଜା ହୋଇ ଉଠିଛି । ଉକ୍ତ କାର୍ଯ୍ୟକ୍ରମରେ ରେଖା କହିଥିଲେ, ମୋର ଯଦି ଝିଅ ଥାଆନ୍ତା ତେବେ ସେ ନିଶ୍ଚିତ ଭାବେ କଙ୍ଗନାଙ୍କ ପରି ହୋଇଥାଆନ୍ତା ।
ସୂଚନାଯୋଗ୍ୟ, ୨୦୧୯ରେ ମୁମ୍ବାଇରେ ମରାଠି ଗୌରବ ଇଭେଣ୍ଟରେ ରେଖାଙ୍କୁୁ ଏକ ସ୍ପେଶାଲ ଆୱାର୍ଡ ଦିଆଯାଇଥିଲା ଆଉ ସେହି କାର୍ଯ୍ୟକ୍ରମରେ କଙ୍ଗନାଙ୍କ ଶାଢି ପିନ୍ଧା ଲୁକ ଜବରଦସ୍ତ ଥିଲା । ରେଖା ଦେଇଥିବା ଗିପ୍ଟ ଶାଢି ପିନ୍ଧି କଙ୍ଗନା ଉକ୍ତ କାର୍ଯ୍ୟକ୍ରମକୁ ଆସିଥିବା ବେଳେ ରେଖା କଙ୍ଗନାଙ୍କର ଖୁବ୍ ତାରିଫ କରିଥିଲେ । ଏମିତିକି ତାଙ୍କର ଝିଅ ଥିଲେ କଙ୍ଗନାଙ୍କ ପରି ହୋଇଥାଆନ୍ତା ବୋଲି ସେ କହିଥିଲେ । ଏବେ ରେଖାଙ୍କର ଜଣେ ପ୍ରଶଂସକ ଏହି ପୁରୁଣା ଭିଡିଓକୁ ଶେୟାର କରିବା ପରେ କଙ୍ଗନା ଏହା ଉପରେ କମେଣ୍ଟ କରିଛନ୍ତି । କଙ୍ଗନା କହିଛନ୍ତି ଏବେ ପର୍ଯ୍ୟନ୍ତ ମିଳିଥିବା ସବୁଠାରୁ ବଡ ପ୍ରଶଂସ ।
ସୂଚନାଯୋଗ୍ୟ, କଙ୍ଗନା ୨୦୦୬ ରେ ଫିଲ୍ମ ‘ଗ୍ୟାଙ୍ଗଷ୍ଟର’ ମାଧ୍ୟମରେ ବଲିଉଡରେ ଡେବ୍ୟୁ କରି ବହୁତ ଶୀଘ୍ର ଦର୍ଶକଙ୍କ ନିକଟରେ ପହଞ୍ଚି ଯାଇଥିଲେ । ଏବେ ଅପକମିଙ୍ଗ ଫିଲ୍ମ ‘ତେଜସ’ରେ କଙ୍ଗନାଙ୍କୁ ଦେଖିବାକୁ ମିଳିବ । ଏହାପରେ ତାଙ୍କ ହାତରେ ରହିଛି ‘ଏମରଜେନ୍ସି’ । ଏଥିରେ ସେ ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଚରିତ୍ରର ନଜର ଆସିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

ଜନସାଧାରଣଙ୍କ ପାଇଁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ନିଜ ବାସଭବନରେ ନ ରହି….

ପାଟନା,୧୩।୮: ବାଙ୍କୀପୁର ବିଧାନସଭା ଉପନିର୍ବାଚନ ଜିତିବା ପରେ ଜନ ସୁରାଜର ସଂସ୍ଥାପକ ତଥା ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଜନସାଧାରଣଙ୍କ ସ୍ୱାର୍ଥରେ ଏକ ବଡ଼ ଘୋଷଣା କରିଛନ୍ତି…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ଖୁସି: ଅକ୍ଟୋବର ପର୍ଯ୍ୟନ୍ତ ଏହି ୩ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌

ଅଗଷ୍ଟ ମାସରେ ଶନିଦେବଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଗୋଚର ହେବାକୁ ଯାଉଛି। ଜ୍ୟୋତିଷ ଅନୁସାରେ ଏହି ଗୋଚରର ପ୍ରଭାବ ବେଶ ଗୁରୁତ୍ୱପୂର୍ଣ୍ଣ ରହିପାରେ। ବର୍ତ୍ତମାନ ଶନି ମୀନ ରାଶିରେ…

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri