ମହେଶ ଭଟ୍ଟଙ୍କ ଅସଲ ନାମ ‘ଅସଲମ’, ଚମକାଇବା ଭଳି ତଥ୍ୟ ଦେଲେ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତ ଅଧିକାଂଶ ସମୟରେ ରହିଥାଆନ୍ତି ଚର୍ଚ୍ଚାରେ । ତାଙ୍କର ବିନ୍ଦାସ ଓ ବେକାବୁ ବୟାନକୁ ନେଇ ସେ ଖୁବ୍ ଚର୍ଚ୍ଚିତ । ଏବେ ସେ ବଲିଉଡ୍ ଫିଲ୍ମ ମେକର ମହେଶ ଭଟ୍ଟଙ୍କୁ ନେଇ ଏମିତି ଏକ ପୋଷ୍ଟ କରିଛନ୍ତି ଯାହାକୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଗଲାଣି । କଙ୍ଗନା ମହେଶ ଭଟ୍ଟଙ୍କର ଏକ ଭିଡିଓ ଶେୟାର କରି କହିଛନ୍ତି ମହେଶ ଭଟ୍ଟଙ୍କ ଅସଲ ନାମ ହେଲା ‘ଅସଲମ’ । ଏଥିପାଇଁ କଙ୍ଗନା ତାଙ୍କ ଇନଷ୍ଟାଗ୍ରାମ ଷ୍ଟୋରୀରେ ମହେଶ ଭଟ୍ଟଙ୍କ ଏକ ପୁରୁଣା ଭିଡିଓ ଶେୟାର କରିଛନ୍ତି ।
କଙ୍ଗନା ତାଙ୍କ ଷ୍ଟୋରୀରେ ଲେଖିଛନ୍ତି, ମହେଶ ଭଟ୍ଟ ତାଙ୍କର ପ୍ରକୃତ ନାମ ବ୍ୟବହାର କରିବା ଦରକାର । ନୁହେଁ କି କୌଣସି ଧର୍ମର ପ୍ରତିନିଧିତ୍ୱ କରିବା ଦରକାର ।  ସୂଚନା ଅନୁଯାୟୀ, କଙ୍ଗନା ଏକ କ୍ଲିପର ସିରିଜରେ ମହେଶ ଭଟ୍ଟଙ୍କ ଏକ କଥିତ ଭିଡିଓ ଶେୟାର କରିବାକୁ ଇନଷ୍ଟାଗ୍ରାମ ଷ୍ଟୋରୀର ସାହାଯ୍ୟ ନେଇଛନ୍ତି । ଏହି ଭିଡିଓରେ ସ୍ପଷ୍ଟ ନଜର ଆସୁଛି ଯେ, ମହେଶ ତାଙ୍କ ଅସଲ ନାମ ଓ ଇସଲାମ ସମ୍ପର୍କରେ ତାଙ୍କ ଚିନ୍ତାଧାରା କଥା କହୁଛନ୍ତି ।
ଏହି ଭିଡିଓର ଆଉ ଏକ କ୍ଲିପ ଶେୟାର କରି କଙ୍ଗନା ଲେଖିଛନ୍ତି, ମୋତେ କୁହାଯାଇଛି କି ମହେଶ ଭଟ୍ଟଙ୍କ ପ୍ରକୃତ ନାମ ହେଉଛି ଅସଲମ । ସେ ତାଙ୍କ ଦ୍ୱିତୀୟ ପତ୍ନୀ(ସୋନି ରାଜଦାନ)ଙ୍କୁ ବିବାହ କରିବାକୁ ଧର୍ମ ପରିବର୍ତ୍ତନ କରିଛନ୍ତି ।
ସୂଚନାଯୋଗ୍ୟ, ୨୦୦୬ରେ ରିଲିଜ ହୋଇଥିବା ଫିଲ୍ମ ‘ଗ୍ୟାଙ୍ଗଷ୍ଟାର’ ମାଧ୍ୟମରେ ଅଭିନେତ୍ରୀ ବଲିଉଡରେ ଏଣ୍ଟ୍ରି କରିଥିଲେ । ଆଉ ସେହି ଫିଲ୍ମଟି ମହେଶ ଭଟ୍ଟଙ୍କ ପ୍ରଡକଶନର ଥିଲା । ଏହାପରେ କଙ୍ଗନା ମହେଶଙ୍କ ବିରୋଧରେ କିଛି ଗୁରୁତ୍ୱପୂର୍ଣ୍ଣ ଅଭିଯୋଗ ଆଣିଥିଲେ । ୨୦୨୦ରେ ମହେଶ ଭଟ୍ଟ କଙ୍ଗନାଙ୍କୁ ମାରପିଟ କରିଥିବା ଅଭିନେତ୍ରୀ ଅଭିଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri