ରାଗିଲେ କଙ୍ଗନା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ କଙ୍ଗନା ରାନାଓ୍ବତ ସୋସିଆଲ ମିଡିଆରେ ଖୁବ ଆକ୍ଟିଭ। ତାଙ୍କ ବୟାନୁ ନେଇ ପ୍ରାୟ ସବୁବେଳେ ସେ ହେଡଲାଇନରେ ରହିଥାଆନ୍ତି। କଙ୍ଗନା କୌଣସି ପ୍ରସଙ୍ଗରେ ନିଜର ମତାମତ ଦେବାରେ ପଛଘୁଞ୍ଚା ଦିଅନ୍ତି ନାହିଁ, ଯେଉଁ କାରଣରୁ ସେ ଅନେକ ଥର ଟ୍ରୋଲର ଶିକାର ମଧ୍ୟ ହୋଇଛନ୍ତି। ଏଥର କଙ୍ଗନା ଟୁଇଟରରେ ସର୍ଟସ ପିନ୍ଧି ମନ୍ଦିରକୁ ଯାଇଥିବା ଜଣେ ଯୁବତୀଙ୍କୁ ଗାଳି ଦେଇଛନ୍ତି। କେବଳ ଏତିକି ନୁହେଁ, କଙ୍ଗନା ନିଜର ଏକ କିସ୍ସା ବି ଶେୟାର କରିଛନ୍ତି ଯେଉଁଥିରେ ସେ କହିଛନ୍ତି ଯେ ତାଙ୍କୁ ମଧ୍ୟ ସର୍ଟ ଏବଂ ଟି-ସାର୍ଟରେ ଭାଟିକାନ ସିଟିରେ ପ୍ରବେଶ କରିବାକୁ ବାରଣ କରାଯାଇଛି।

ଜଣେ ୟୁଜର ଟୁଇଟରରେ ଏକ ପୋଷ୍ଟ ଶେୟାର କରିଛନ୍ତି ଯେଉଁଥିରେ ଝିଅମାନେ ହିମାଚଳର ବୈଜନାଥ ଶିବ ମନ୍ଦିରକୁ ଶର୍ଟସ ପିନ୍ଧିରେ ଯାଇଥିଲେ। ୟୁଜର ଟୁଇଟ କରିଛନ୍ତି- ଏହା ହେଉଛି ହିମାଚଳର ପ୍ରସିଦ୍ଧ ଶିବ ମନ୍ଦିର ବୈଜନାଥଙ୍କ ଦୃଶ୍ୟ। ବୈଜନାଥ ମନ୍ଦିରରେ ଏମିତି ପହଞ୍ଚିଛନ୍ତି ଯେମିତି ଆପଣ ଏକ ପବ କିମ୍ବା ନାଇଟ କ୍ଲବକୁ ଯାଇଛନ୍ତି । ଏପରି ଲୋକଙ୍କୁ ମନ୍ଦିର ଭିତରକୁ ଯିବାକୁ ଦିଆଯିବା ଉଚିତ ନୁହେଁ। ମୁଁ ଏହାକୁ ଦୃଢ ବିରୋଧ କରୁଛି। ଏସବୁ ଦେଖି, ଯଦି ମୋର ଚିନ୍ତାଧାରାକୁ ଛୋଟ କିମ୍ବା ଘଟିୟା କୁହାଯାଏ, ତେବେ ଏହା ମଧ୍ୟ ଗ୍ରହଣୀୟ ।

 


Enter your email to get our daily news in your inbox.

All Right Reserved By Dharitri.Com

ବଲିଉଡ୍‌ରେ ଏଣ୍ଟ୍ରି କରିବେ ଖୁସି!

ମୁମ୍ବାଇ: କିଛିଦିନ ହେବ ବଲିଉଡ୍‌ରେ ଷ୍ଟାରକିଡଙ୍କ ଏଣ୍ଟ୍ରି ଏକ ଟ୍ରେଣ୍ଡ ପାଲଟି ଯାଇଛି କହିଲେ ଚଳେ । ସାରା ଅଲି ଖାଁ, ଇଶାନ ଖଟ୍ଟର, ଅନନ୍ୟା...

ଏ ମନ ଖୋଜୁଥାଏ ଯାହା…

କଥାରେ ଅଛି-ଏମନ ଖୋଜୁଥାଏ ଯାହା କାଳେ ପ୍ରାପତ ହୁଏ ତାହା। ଦେଖୁନାହାନ୍ତି, ମନଲାଖି ଭୂମିକାଟିଏ ପାଇବା ପରେ ଚଙ୍କି ତନୟା ଅନନ୍ୟା ପାଣ୍ଡେ କେମିତି ଖୁସିରେ...

ଅସୁସ୍ଥ ଅଛନ୍ତି ଦୀପିକା

ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ଶରୀର ଏବେ ଅସୁସ୍ଥ ଅଛି। ଏକଥା ସେ ନିଜେ ଖୁଲାସା କରିଛନ୍ତି। ନିକଟରେ ତାଙ୍କ ଘନିଷ୍ଠ ବନ୍ଧୁ ଉର୍ବଶୀ କେଶଓ୍ବାନୀଙ୍କ ବିବାହ...

ବିବାହ କରିବେନି ଆଲିଆ-ରଣବୀର!

ମୁମ୍ବାଇ: ବି-ଟାଉନର ଚର୍ଚ୍ଚିତ ଯୋଡି ତଥା ବଲିଉଡ୍‌ ଅଭିନେତା ରଣବୀର କପୁର ଓ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି।...

୧୮ ବର୍ଷ ପୂରଣ ହେବା ପୂର୍ବରୁ ମା’ ହୋଇଥିଲେ ଏହି ସୁନ୍ଦରୀ ବଲିଉଡ୍‌ ଅଭିନେତ୍ରୀ…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୌସୁମୀ ଚାଟାର୍ଜୀଙ୍କୁ ସୋମବାର ୭୩ ବର୍ଷ ପୂରଣ ହୋଇଛି। ୧୯୪୮ ଏପ୍ରିଲ ୨୬ରେ କୋଲକାତାଠାରେ ସେ ଜନ୍ମଗ୍ରହଣ କରିଥିଲେ। ଅତି କମ...

ବାଫ୍‌ଟାରେ ‘ନୋମାଡ୍‌ଲାଣ୍ଡ’ର ଯାଦୁ

ଲଣ୍ଡନ, ୧୩।୪: ନିର୍ଦ୍ଦେଶକ କ୍ଲୋ ଜାଓଙ୍କ ଫିଲ୍କ ‘ନୋମାଡଲାଣ୍ଡ’ ସର୍ବଶ୍ରେଷ୍ଟ ଫିଲ୍ମ ସମେତ ୪ ପୁରସ୍କାର ଜିତି ବିଏଏଫ୍‌ଟିଏ ବା ବାଫ୍‌ଟା ଫିଲ୍ମ ପୁରସ୍କାର-୨୦୨୧ରେ ଶୀର୍ଷ...

ରାଜି ହେଲେ ତମନ୍ନା

ପ୍ରଥମେ ଏହି ଫିଲ୍ମଟି ସାଇନ୍‌ କରିବାକୁ ସେ ଅମଙ୍ଗ ହେଉଥିଲେ। ସେ ଭାବୁଥିଲେ ଯେ ତାଙ୍କ ଭୂମିକାଟି ଆହୁରି ଦମ୍‌ଦାର ହେଲେ ଭଲ ହୁଅନ୍ତା। ଯାହାହେଉ...

ବଲିଉଡ୍‌ ହାଲଚାଲ

*ଚଳିତବର୍ଷ ଅକ୍ଷୟ କୁମାରଙ୍କ ଆଉ ଏକ ଫିଲ୍ମ ବକ୍ସ ଅଫିସରେ ରେକର୍ଡ ସୃଷ୍ଟି କରିଛି। ତାଙ୍କ ଅଭିନୀତ ‘ହାଉସଫୁଲ-୪’ ୨୦୦ କୋଟି କ୍ଲବରେ ପ୍ରବେଶ କରିଛି।...

Advertisement
Archives

Model This Week