ଜୁଲାଇ ୪ରେ କୋର୍ଟରେ ହାଜର ହେବେ କଙ୍ଗନା

ମୁମ୍ବାଇ,୨୮ ।୬: ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତ ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ । ସେ ପ୍ରାୟ ସବୁ ବିଷୟକୁ ନେଇ ନିଜର ବୟାନ ଦେଇଥାଆନ୍ତି ଯେଉଁଥିରେ ବିବାଦ ଉପୁଜିଥାଏ । ହେଲେ ଏଥିରେ ସେ ପଛଘୁଞ୍ଚା ଦେଇ ନ ଥାଆନ୍ତି । କିନ୍ତୁ ଅଡୁଆରେ ଛନ୍ଦି ହୋଇ ଯାଇଥାଆନ୍ତି । ଏବେ ପୁଣିଥରେ ବଢିଛି କଙ୍ଗନାଙ୍କ ଅଡୁଆ । କଙ୍ଗନାଙ୍କୁ ଜାଭେଦ ଅଖତର ଦେଇଥିବା ମାନହାନୀ ମାମଲାରେ ୨୭ ଜୁନରେ କୋର୍ଟରେ ହାଜର ହେବାର ଥିଲା । ହେଲେ କଙ୍ଗନା ଆସି ନ ଥିଲେ । ଏଥିରେ ଜାଭେଦ ଅଖତରଙ୍କ ଓକିଲ କଙ୍ଗନାଙ୍କ ବିରୋଧରେ ଜାମିନ ବିହିନ ୱାରେଣ୍ଟ ଜାରି କରିବାକୁ କହିଥିଲେ । ଆଉ କଙ୍ଗନା ଅନେକ ଘଟଣାରେ କୋର୍ଟରେ ହାଜର ନ ହେଉଥିବା ଅଭିଯୋଗ ହୋଇଥିଲା ।
କଙ୍ଗନାଙ୍କ ଓକିଲ ରିଜୱାନ ସିଦ୍ଦିକି କୋର୍ଟରେ ଉପସ୍ଥିତ ରହି କଙ୍ଗନା ୪ ଜୁଲାଇଷର ଉପସ୍ଥିତ ରହିବେ ବୋଲି କହି କୋର୍ଟଙ୍କୁ ସମୟ ମାଗିଥିଲେ । ଏହି ମାମଲାର ଶୁଣାଣି ଏବେ ଜୁଲାଇ ୪ରେ ମୁମ୍ବାଇ କୋର୍ଟର ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତ୍ରବିରତି ସତ୍ତ୍ୱେ ଲେବାନନ୍‌ରେ ଇସ୍ରାଏଲ୍‌ର ଆକ୍ରମଣ

ନବାତିହ,୧୮ା୪: ଲେବାନନ୍‌ ସହ ଇସ୍ରାଏଲ୍‌ର ୧୦ ଦିନିଆ ଅସ୍ତ୍ରବିରତି ଘୋଷଣା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ର ମେଫାଡାଉନ୍‌ ଗ୍ରାମ ବାହାରେ ୨ଟି ଆମ୍ବୁଲାନ୍ସ ଉପରେ…

ଅନିୟମିତତା ଅଭିଯୋଗ ପ୍ରମାଣିତ ହେଲେ ବନ୍ଦ ହେବ ଅଧିକାରୀଙ୍କ ଦରମା

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଏବଂ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସାମାଜିକ…

ଜିଲାର ବିକାଶ ଉପରେ ମନ୍ତ୍ରୀଙ୍କ ଫୋକସ୍‌

ଛତ୍ରପୁର,୧୮ା୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସାମାଜିକ ଭିତିଭୂମିର ଉନ୍ନତି ପାଇଁ ସରକାରୀସ୍ତରରେ ବିଭିନ୍ନ ଯୋଜନାକୁ ତ୍ୱରାନ୍ବିତ କରାଯାଉଛି । ସ୍ବାସ୍ଥ୍ୟ ସେବା, ଶିକ୍ଷା ଏବଂ ପାନୀୟ ଜଳ…

ଶୁଖିଲା ପଡ଼ିଲାଣି ନଈ, ନାଳ: ଗୃହପାଳିତ ପ୍ରାଣୀଙ୍କ ପାଇଁ ଜଳକୁଣ୍ଡ ନିର୍ମାଣ କରାଯାଉ

କେସିଙ୍ଗା,୧୮ା୪(ତୁମେଶ୍ୱର ସାହୁ)- ଗ୍ରୀଷ୍ମତାତିକୁ ଦୃଷ୍ଟିରେ ରଖି କେସିଙ୍ଗା ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ଅନ୍ତର୍ଗତ ବିଭିନ୍ନ ପ୍ରାଣୀ ଚିକିତ୍ସାଳୟ ଓ ପ୍ରାଣୀସମ୍ପଦ ସହାୟକ କେନ୍ଦ୍ରରେ ଗୃହପାଳିତ…

ଏମିତି କାମ କଲେ ଦିବ୍ୟାଙ୍ଗ ଶିକ୍ଷକ, ଛୁଟୁଛି ପ୍ରଶଂସାର ସୁଅ

ଗଞ୍ଜାମ,୧୮ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ନିପଟ ମଫସଲ ତାରିଣୀ ପଲ୍ଲୀ ଗ୍ରାମରେ ରୁହନ୍ତି ଶିକ୍ଷକ ରବୀନ୍ଦ୍ର ସେଠୀ ଓ ତାଙ୍କ ପରିବାର। ରବୀନ୍ଦ୍ର ଜଣେ ଦିବ୍ୟାଙ୍ଗ ହୋଇଥିଲେ…

୪ ମାସ ତଳେ କରିଥିଲେ ପ୍ରେମ ବିବାହ: ନବବଧୂଙ୍କୁ ତଣ୍ଟି ଚିପି ହତ୍ୟା, ଏଭଳି ଅଭିଯୋଗ ଆଣି…

ଥୁଆମୂଳ ରାମପୁର, ୧୮ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଧୀନ କାଦୋବେଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୧୮ ବର୍ଷୀୟା…

ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି

ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ…

ଦେଶବାସୀଙ୍କୁ ସମ୍ବୋଧିତ କଲେ ମୋଦି, କହିଲେ ବିରୋଧୀ ନାରୀଙ୍କ ଆତ୍ମସମ୍ମାନକୁ…

ନୂଆଦିଲ୍ଲୀ,୧୮ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତିରେ ଦେଶକୁ ସମ୍ବୋଧିତ କରିଛନ୍ତି। ନାରୀଶକ୍ତିକୁ କିପରି ରୋକାଯାଉଛି ଦେଶବାସୀ ଦେଖିଲେ ବୋଲି ପ୍ରଧାନମନ୍ତ୍ରୀ ସମ୍ବୋଧିତ କରି କହିଛନ୍ତି। ଏପରିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri