Odisha Elections 2024

ନିର୍ବାଚନ ଲଢିବେ କଙ୍ଗନା

ନୂଆଦିଲ୍ଲୀ,୨୦।୧୨: ବଲିଉଡର ବିବାଦୀୟ ଅଭିନେତ୍ରୀ କଙ୍ଗନା ରଣାୱତ ସବୁବେଳେ ତାଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ଚର୍ଚ୍ଚାରେ ରୁହନ୍ତି। ହେଲେ କିଛିଦିନ ହେବ ନିର୍ବାଚନ ଲଢିବେ କି ନାହିଁ ସେ ନେଇ ଚର୍ଚ୍ଚାରେ ଥିଲେ। ତେବେ ଏହି ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ବାପା ଅମରଦୀପ। ସେ ଲୋକସଭା ନିର୍ବାଚନରେ ଭାଜପା ଟିକେଟରେ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି କଙ୍ଗନାଙ୍କ ବାପା କହିଛନ୍ତି। କିନ୍ତୁ କେଉଁ ଆସନରୁ କଙ୍ଗନା ଲଢିବେ ସେ ନେଇ ଦଳ ନିଷ୍ପତ୍ତି ନେବ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, କଙ୍ଗନା ଦୁଇଦିନ ପୂର୍ବେ କୁଲୁସ୍ଥିତ ତାଙ୍କ ବାସଭବନରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟିଥିଲେ। ସାକ୍ଷାତ ପରେ ତାଙ୍କ ନିର୍ବାଚନ ଲଢିବା ନେଇ ଚର୍ଚ୍ଚା ଜୋର ଧରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭ୍ରଷ୍ଟାଚାରୀଙ୍କୁ ବାହାରେ ରହିବାକୁ ଦେବି ନାହିଁ: ମୋଦି

କୋଲକାତା,୧୯।୫: ଲୋକ ସଭା ନିର୍ବାଚନ ୨୦୨୪ର ପଞ୍ଚମ ପର୍ଯ୍ୟାୟ ପାଇଁ ପ୍ରଚାର କରିବାକୁ ପ୍ରଧାନମନ୍ତ୍ରୀ ମୋଦି ପୁରୂଲିଆରେ ପହଞ୍ଚିଥିଲେ। ଜନସାଧାରଣଙ୍କୁ ସମ୍ବୋଧିତ କରିବାବେଳେ ପ୍ରଧାନମନ୍ତ୍ରୀ ମୋଦି...

ପ୍ରଜ୍ଜ୍ୱଳ ରେଭନ୍ନାଙ୍କ ବିରୋଧରେ ଜାରି ହେଲା ଓ୍ବାରେଣ୍ଟ୍‌, ଫେରାର ଅଛନ୍ତି ଅଭିଯୁକ୍ତ ଏମ୍‌ପି

ନୂଆଦିଲ୍ଲୀ, ୧୯।୫: ଲୋକ ସଭା ଏମ୍‌ପି ପ୍ରଜ୍ଜ୍ୱଳ ରେଭନ୍ନା ଯୌନ ଉତ୍ପୀଡ଼ନ ସହ ଜଡ଼ିତ ଭିଡିଓ ଭାଇରାଲ ହେବା ପରେ ଫେରାର ହୋଇଛନ୍ତି। ଏବେ ଏକ...

ବାହା ହେବେ ସାରା!

ମୁମ୍ବାଇ: ବଲିଉଡର ଯୁବ ତାରକାମାନଙ୍କ ମଧ୍ୟରେ ଅଛନ୍ତି ଶୈଫ ଅଲି ଖାନ ଏବଂ ତାଙ୍କ ପୂର୍ବତନ ପତ୍ନୀ ଅମୃତା ସିଂଙ୍କ ଝିଅ ସାରା ଅଲି ଖାନ...

ନିର୍ବାଚନ ମଧ୍ୟରେ ରଶ୍ମିକାଙ୍କ ଉପରେ କାହିଁକି ରାଗିଲା କଂଗ୍ରେସ?

ନୂଆଦିଲ୍ଲୀ,୧୯।୫: ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ‘ଅଟଳ ବିହାରୀ ବାଜପେୟୀ ସେୱ୍ରି-ନଭା ଶେଭା ଅଟଳ ସେଟୁ’ର ଏକ ପ୍ରମୋସନାଲ ଭିଡିଓ ପୋଷ୍ଟ କରିଥିବାରୁ ଅଭିନେତ୍ରୀ ରଶ୍ମିିକା...

ଆଇସକ୍ରିମ ମ୍ୟାନ ରଘୁନନ୍ଦନ କମାଥଙ୍କ ପରଲୋକ

ନୂଆଦିଲ୍ଲୀ,୧୯।୫: ଦେଶକୁ ଆଇସକ୍ରିମ ଖୁଆଉଥିବା ରଘୁନନ୍ଦନ କମାଥ ଆଉ ଆମ ମଧ୍ୟରେ ନାହାଁନ୍ତି। ପ୍ରାକୃତିକ ଆଇସକ୍ରିମର ପ୍ରତିଷ୍ଠାତା ରଘୁନନ୍ଦନ କମାଥ ଶନିବାର ୭୫ ବର୍ଷ ବୟସରେ...

କେଜରିଓ୍ବାଲଙ୍କ ଘରୁ ସିଲ ବନ୍ଦ ବାକ୍ସ ଧରି ବାହାରିଲା ପୋଲିସ

ନୂଆଦିଲ୍ଲୀ,୧୯।୫: ଏଏପି ଏମପି ଶ୍ୱାତି ମାଲିୱାଲଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାର ତଦନ୍ତ ସଂପର୍କରେ ଦିଲ୍ଲୀ ପୋଲିସ ମୁଖ୍ୟମନ୍ତ୍ରୀ କଜେରିଓ୍ବାଲଙ୍କ ବାସଭବନରେ ପହଞ୍ଚିଥିଲା। ପୋଲିସ ଘଟଣାସ୍ଥଳରୁ...

ଅଖିଳେଶ-ରାହୁଲଙ୍କ ଜନସଭାରେ ହଙ୍ଗାମା: ଭାଷଣ ନ ଦେଇ ଫେରିଲେ ଦୁଇ ନେତା

ପ୍ର୍ରୟାଗରାଜ,୧୯।୫: ଉତ୍ତରପ୍ରଦେଶର ପ୍ରୟାଗରାଜରୁ ବଡ଼ ଖବର ସାମ୍ନାକୁ ଆସିଛି। ଫୁଲପୁର ଲୋକ ସଭା ଆସନରେ ଆୟୋଜିତ କଂଗ୍ରେସ ଏବଂ ସମାଜବାଦୀ ପାର୍ଟୀର ମିଳିତ ଜନସଭାରେ ହଠାତ...

ହାଇଭୋଲ୍‌ଟେଜ୍‌ ଡ୍ରାମାର ନୀରବତା ଭାଙ୍ଗିଲେ କେଜ୍‌ରିଓ୍ବାଲ, କହିଲେ…

ନୂଆଦିଲ୍ଲୀ,୧୯ା୫: ଲୋକ ସଭା ନିର୍ବାଚନ ବର୍ତ୍ତମାନ ଏହାର ଶେଷ ପର୍ଯ୍ୟାୟ ଆଡ଼କୁ ଗତି କରୁଛି, ରାଜନୈତିକ କାର୍ଯ୍ୟକଳାପ ଚରମସୀମାରେ ରହିଛି। କିନ୍ତୁ ଗତ ୩-୪ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri