ଭିଡିଓ ଜାରି କରି ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ କଙ୍ଗନା

ନୂଆଦିଲ୍ଲୀ,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୧୭ ଅର୍ଥାତ୍ ଗୁରୁବାର ତାଙ୍କର ୭୦ ତମ ଜନ୍ମଦିନ ପାଳନ କରିଛନ୍ତି । ଏହି ଅବସରରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ବାର୍ତ୍ତା ଦିଆଯାଇଥିବା ବେଳେ ଏବେ ଚର୍ଚ୍ଚାରେ ଥିବା ବଲିଉଡ୍ ନାୟିକା କଙ୍ଗନା ରାନାୱତ ଭିନ୍ନ ଢଙ୍ଗରେ ଶୁଭେଚ୍ଛା ଜଣାଇଛନ୍ତି । କଙ୍ଗନା ଏକ ଭିଡିଓ ଜାରି କରି ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ଉକ୍ତ ଭିଡିଓରେ ସେ କହିଛନ୍ତି, ମାନନୀୟ ପ୍ରଧାନମନ୍ତ୍ରୀ, ଆପଣଙ୍କୁ ଜନ୍ମଦିନର ଅନେକ ଅନେକ ଶୁଭେଚ୍ଛା । ଯଦିଓ ଆପଣଙ୍କ ସହ ମୋର ୨-୩ଥର ଦେଖାହୋଇଛି ହେଲେ ଆପଣଙ୍କ ସହ କଥା ହେବାର ଅବସର ମିଳିନାହିଁ । ଆପଣଙ୍କୁ ଦେଶ ବହୁତ ଚାହୁଁଛି । ଗୁଡାଏ ସ୍ଥାନରେ ଆପଣଙ୍କୁ ଭୁଲ୍ ବୋଲି ଦର୍ଶାଯାଉଛି । ହେଲେ ଏହା କେବଳ ଜନମତକୁ ପ୍ରଭାବିତ କରିବା ପାଇଁ କରାଯାଉଛି । ହେଲେ ଆପଣଙ୍କୁ ଯେଉଁ ଶ୍ରଦ୍ଧା, ସମ୍ମାନ, ଭ୍‌କ୍ତି ମିଳୁଛି ତାହା ବୋଧହୁଏ ଅନ୍ୟ କୌଣସି ପ୍ରଧାନମନ୍ତ୍ରୀଙ୍କୁ ମିଳୁ ନ ଥିବା ମୋର ମନେହୁଏ । ଆମେମାନେ ଭାଗ୍ୟବାନ ଯେ ଆପଣଙ୍କ ଭଳି ପ୍ରଧାନମନ୍ତ୍ରୀଙ୍କୁ ପାଇଛୁ । ଦେଶର ଯେଉଁ ସାଧାରଣ ଜନତା ସୋସିଆଲ ମିଡିଆ ସହ ଜଡିତ ନୁହେଁ ସେମାନେ ବି ଆପଣଙ୍କ ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାକ୍ଷର ହେବ ୩.୫ ବିଲିୟନ ଡଲାର ପ୍ରତିରକ୍ଷା ଚୁକ୍ତି

ନୂଆଦିଲ୍ଲୀ,୧୪।୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ୨୪ ତାରିଖରୁ ଦୁଇଦିନିଆ ଭାରତ ଗସ୍ତରେ ଆସୁଥିବାବେଳେ ଏହି ଅବସରରେ ଦୁଇଦେଶ ମଧ୍ୟରେ ୩.୫ ବିଲିୟନ ଡଲାର (୨୫,୦୦୦ କୋଟି...

ବିଧାନସଭା ନିର୍ବାଚନ ପୂର୍ବରୁ ହାର ମାନି ବିଦେଶ ଗସ୍ତରେ ଯାଇଛନ୍ତି ରାହୁଲ: ଭାଜପା

ନୂଆଦିଲ୍ଲୀ,୭।୧୦: ମହାରାଷ୍ଟ୍ର ଓ ହରିୟାଣାରେ ବିଧାନସଭା ନିର୍ବାଚନ ପାଖେଇ ଆସୁଛି। ଏହାକୁ ନେଇ ଭାଜପା ଏବଂ କଂଗ୍ରେସ ମଧ୍ୟରେ କାଦୁଆ ଫିଙ୍ଗା ଆରମ୍ଭ ହୋଇଛି। ରାହୁଲ...

ଭାଜପା ସହିତ ମେଣ୍ଟ କଲେ ମିଳିବ ସମର୍ଥନ, କହିଲେ ସିନ୍ଦେ…

ମୁମ୍ବାଇ, ୨୧।୬ : ମହାରାଷ୍ଟ୍ର ସରକାରରେ ସଙ୍କଟ ସୃଷ୍ଟି କରିଥିବା ଏକନାଥ ସିନ୍ଦେଙ୍କ ସହିତ ଆଲୋଚନା ଜାରି ରହିଛି। ସେ କହିଛନ୍ତି ଯେ ରାଜ୍ୟରେ ଶିବସେନାର...

ଯେଉଁ ରାଜନେତାଙ୍କ ଭାଷଣ ଶୁଣିବା ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା କରୁଥିଲେ ଲୋକେ

ନୂଆଦିଲ୍ଲୀ, ୧୬।୮: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିବାହାରୀ ବାଜପେୟୀଙ୍କ ପ୍ରଥମ ପୁଣ୍ୟତିଥି। ଏହି ଅବସରରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ ମଧ୍ୟ କରାଯାଉଛି।...

ଅଖିଳେଶ ଜାରି କଲେ ବଚନ ପତ୍ର, ୨ ଚକିଆ ଚାଳକଙ୍କୁ ୧ ଲିଟର ମାଗଣା ପେଟ୍ରୋଲ-ମୃତ ଚାଷୀଙ୍କୁ ୨୫ ଲକ୍ଷ…

ଲକ୍ଷ୍ନୌ, ୮।୨ : ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟି(ଏସ୍‌ପି)ର ଅଧ୍ୟକ୍ଷ ଅଖିଳେଶ ଯାଦବ ଦଳର ଘୋଷଣା ପତ୍ର ଜାରି କରିଛନ୍ତି। ଏହାକୁ ବଚନ...

ସମ୍ପୂର୍ଣ୍ଣ ଆତଙ୍କବାଦୀ ମୁକ୍ତ ହେଲା ଦୋଡା: ଡିଜିପି

ଶ୍ରୀନଗର,୨୯।୬: ଜମ୍ମୁ-କଶ୍ମୀରର ଦୋଡା ସମ୍ପୂର୍ଣ୍ଣ ଆତଙ୍କବାଦୀ ମୁକ୍ତ ହୋଇଛି ବୋଲି ସୋମବାର ଘୋଷଣା କରିଛନ୍ତି ଜମ୍ମୁ-କଶ୍ମୀରର ପୋଲିସ ମହା ନିର୍ଦ୍ଦେଶକ ଦିଲବାଗ ସିଂ। ସେଠାରେ ଆତଙ୍କବାଦୀ...

ରତନ ଟାଟାଙ୍କ ବାୟୋପିକ୍‌ରେ ନଜର ଆସିବେ ନାହିଁ ମାଧବନ

ନୂଆଦିଲ୍ଲୀ, ୧୩।୧୨- ଗତ କିଛି ଦିନ ହେଲା ସୋସିଆଲ ମିଡିଆରେ ଶିଳ୍ପପତି ରତନ ଟାଟାଙ୍କ ବାୟୋପିକ୍‌ ଫିଲ୍ମର ପୋଷ୍ଟର ଭାଇରାଲ ହେଉଛି, ଯେଉଁଥିରେ ଅଭିନେତା ଆର୍‌....

ସୁପରଷ୍ଟାର ଅମିତାଭ ବଚ୍ଚନଙ୍କୁ ମିଳିସାରିଛି ଏହିସବୁ ପୁରସ୍କାର

ହିନ୍ଦୀ ସିନେମା ଜଗତର ବିଗ ବି ସୁପରଷ୍ଟାର ଅମିତାଭ ବଚ୍ଚନଙ୍କୁ ମିଳିବ ଭାରତର ସର୍ବୋଚ୍ଚ ଚଳଚ୍ଚିତ୍ର ସମ୍ମାନ ଦାଦା ସାହେବ ଫାଲକେ। ଜୀବନବ୍ୟାପୀ ସାଧନା ପାଇଁ...

Advertisement
Archives

Model This Week