ପ୍ରଶଂସକଙ୍କ ନିଦ ହଜାଇଲେ କଙ୍ଗନା!

ମୁମ୍ବାଇ: ବଲିଉଡ୍ ନାୟିକା କଙ୍ଗନା ରାନାୱତ ଆଜିକାଲି ଖୁବ୍ ଚର୍ଚ୍ଚାରେ । ଅବଶ୍ୟ ସେ ତାଙ୍କ କାମ ପାଇଁ ଯେତିକି ଚର୍ଚ୍ଚିତ ନୁହେଁ ନିଜର ବେକାବୁ ବୟାନକୁ ନେଇ ସେ ଖୁବ୍ ଚର୍ଚ୍ଚିତ । ଏବେ କିନ୍ତୁ ତାଙ୍କ ଅଭିନୀତ ଫିଲ୍ମ ‘ଧାକଡ’କୁ ନେଇ ଅଭିନେତ୍ରୀ କେବେ ନା କେବେ ଚାଲି ଆସୁଛନ୍ତି ଆଲୋଚନାର ପରିସରକୁ । ଏବେ ସେ ଏହି ଫିଲ୍ମର ଶୁଟିଂ ବୁଦାଫେଷ୍ଟରେ କରୁଛନ୍ତି । ଶୁଟିଂ ସରିବା ପରେ କଙ୍ଗନା ଏକ ଫଟୋ ଉଠାଇ ସୋସିଆଲ ମିଡିଆରେ ଶେୟାର କରିଛନ୍ତି । ଯାହା ତାଙ୍କ ପ୍ରଶଂସକଙ୍କ ମନକୁ ବେଶ୍ ଛୁଇଁଛି । ଉକ୍ତ ଫଟୋରେ କଙ୍ଗନା ଗ୍ରେ କଲର ଜିନ୍ସ ଓ ମୈରୁନ କଲର ଟପ୍ସ ପିନ୍ଧିଛନ୍ତି । ଯାହା ତାଙ୍କୁ ଖୁବ୍ ମାନୁଛି । ଫଟୋରେ ତାଙ୍କ ବ୍ୟାକ ସାଇଡ୍ ଦେଖାଯିବା ସହ ମୁଣ୍ଡ ଉପରେ ସୂର୍ଯ୍ୟଙ୍କ କିରଣ ତାଙ୍କ ଚମକକୁ ଆହୁରି ବଢାଇ ଦେଇଛି । ଫଟୋଟି ଶେୟାର କରି କଙ୍ଗନା ଲେଖିଛନ୍ତି ଶୁଟିଂ ସରିଲେ ବି ଏହି ଚରିତ୍ର ମୋ ଭିତରେ ବଞ୍ଚିଛି । କଙ୍ଗନାଙ୍କ ପ୍ରଶଂସକ ତାଙ୍କର ଏହି ଫଟୋକୁ ଖୁବ୍ ପସନ୍ଦ କରୁଛନ୍ତି । ଅଭିନେତ୍ରୀ ଉକ୍ତ ଫିଲ୍ମରେ ଅଗ୍ନୀ ନାମକ ଜଣେ ଅଧିକାରୀଙ୍କ ଚରିତ୍ରରେ ଅଭିନୟ କରୁଛନ୍ତି । ଏହାଏକ ଗୁପ୍ତଚର ଥ୍ରିଲର ଫିଲ୍ମ । କଙ୍ଗନାଙ୍କ ବ୍ୟତିତ ଏଥିରେ ଅର୍ଜୁନ ରାମପାଲ ଓ ଦିବ୍ୟା ଦତ୍ତା ମୁଖ୍ୟ ଭୂମିକାରେ ନଜର ଆସିବେ ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri