Posted inଜାତୀୟ

ଚାଷୀଙ୍କ ହାବୁଡ଼ରେ ପଡିଲେ କଙ୍ଗନା

ଅମୃତସର,୩।୧୨: ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାରେ ରହୁଥିବା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ପଞ୍ଜାବର ଚାଷୀମାନେ ଶୁକ୍ରବାର ଘେରିଯାଇଥିଲେ। କଙ୍ଗନା କାର୍‌ରେ ଯାଉଥିବା ବେଳେ କୃଷକମାନେ କିରଟପୁର ସାହିବରେ କଳାପତାକା ଦେଖାଇ ତାଙ୍କ ବିରୋଧରେ ସ୍ଲୋଗାନ ଦେଇଥିଲେ। ଏପରି କି ଚାଷୀ ତାଙ୍କୁ ଅଟକାଇ କ୍ଷମା ମାଗିବାକୁ କହିଥିଲେ।

ଏନେଇ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରି କଙ୍ଗନା କହିଛନ୍ତି, ସେ ଭିଡ଼ ଭିତରେ ଘେରିହୋଇ ରହିଛନ୍ତି। ଚାଷୀମାନେ ତାଙ୍କୁ ଦୁର୍ବ୍ୟବହାର କରିବା ସହ ହତ୍ୟା ଧମକ ଦେଇଛନ୍ତି। ପ୍ରକାଶ ଯେ, କେନ୍ଦ୍ରର କୃଷି ଆଇନ ପ୍ରତ୍ୟାହାର ଦାବିରେ ହଜାର ହଜାର କୃଷକ ଦିଲ୍ଲୀ ସୀମାରେ ଆନ୍ଦୋଳନ କରୁଥିବା ସମୟରେ ଭାଜପା ସମର୍ଥକ କଙ୍ଗନା ସେମାନଙ୍କୁ ‘ଖଲିସ୍ତାନୀ ଓ ଅସାମାଜିକ ତତ୍ତ୍ୱ’ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜି ୭: ଭାରତ ପାଇଁ କ’ଣ

ଲଣ୍ଡନ/ନୂଆଦିଲ୍ଲୀ,୧୨ା୬: ବ୍ରିଟେନର କର୍ନଓ୍ବାଲସ୍ଥିତ ସେଣ୍ଟ ଆଇଭେସ୍‌ରେ ବିଶ୍ୱର ପ୍ରମୁଖ ୭ ଧନୀ ରାଷ୍ଟ୍ର ଏକତ୍ରିତ ହୋଇଛନ୍ତି। ଆମେରିକା, ବ୍ରିଟେନ, ଫ୍ରାନ୍ସ, ଜର୍ମାନୀ, ଇଟାଲୀ, କାନାଡା ଓ...

ଫେରିଲା ନାଇଟ୍‌ କର୍ଫ୍ୟୁ

ଶ୍ରୀନଗର,୧୭।୧୧: ଜମ୍ମୁ-କଶ୍ମୀରରେ ଆଜିଠୁ ନାଇଟ୍‌ କର୍ଫ୍ୟୁ ଲାଗୁ ହେବ। ତେବେ କରୋନା ସଂକ୍ରମଣ ବଢୁଥିବାରୁ କର୍ଫ୍ୟୁ ଲାଗୁ କରିବା ପାଇଁ ପ୍ରଶାସନ ନିଷ୍ପତ୍ତି ନେଇଛି।  ରାତି...

ସ୍ବରାଷ୍ଟ୍ରମନ୍ତ୍ରୀଙ୍କୁ ପିଡିପି ଏମ୍‌ପିଙ୍କ ଚିଠି: ରାଜନୈତିକ ବନ୍ଦୀଙ୍କୁ ମୁକ୍ତ କରାଯାଉ

ନୂଆଦିଲ୍ଲୀ, ୨୦ା୧୧(ପି.ଟି.) : ଜମ୍ମୁ-କଶ୍ମୀରର ୩ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସହ ଗୃହବନ୍ଦୀ ଥିବା ରାଜ୍ୟର ସମସ୍ତ ରାଜନେତାମାନଙ୍କୁ ତୁରନ୍ତ ମୁକ୍ତକରିବା ଲାଗି ପିଡିପିର ରାଜ୍ୟ ସଭା...

ଦିଲ୍ଲୀ ନିର୍ବାଚନ ପରାଜୟ ପରେ ଇସ୍ତଫା ପତ୍ର ପଠାଇଲେ ମନୋଜ

ନୂଆଦିଲ୍ଲୀ,୧୨।୨: ଦିଲ୍ଲୀରେ ୨୧ ବର୍ଷ ପରେ ଶାସନ କ୍ଷମତାକୁ ହାତେଇବାକୁ ଆଶା ରଖିଥିବା ଭାଜପାକୁ ବିଧାନସଭା ନିର୍ବାଚନରେ ବଡ଼ ଝଟକା ଲାଗିଛି। ନିର୍ବାଚନରେ ଶୋଚନୀୟ ପରାଜୟ...

ସାନିଟାଇଜର ଅଭାବରୁ ପ୍ରାକୃତିକ ଉପାୟ ଆପଣାଉଛନ୍ତି ଲୋକେ

ଚେନ୍ନାଇ,୩୦।୩: କରୋନା ସଂକ୍ରମଣରୁ ରକ୍ଷା ପାଇବାକୁ ହେଲେ ହାତ ଧୋଇବାକୁ ପରାମର୍ଶ ଦିଆଯାଉଥିବା ବେଳେ ସାନିଟାଇଜର ବ୍ୟବହାର କରିବାକୁ ମଧ୍ୟ କୁହାଯାଉଛି। ହେଲେ ଲୋକଙ୍କ ଆବଶ୍ୟକତାକୁ...

ଚେନ୍ନାଇରେ ପହଞ୍ଚିଲେ ମୋଦି

ଚେନ୍ନାଇ,୧୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନା ରାଷ୍ଟ୍ରପତି ଜି ଜିନପିଙ୍ଗ୍‌ଙ୍କୁ ସ୍ବାଗତ କରିବା ପାଇଁ ଚେନ୍ନାଇରେ ପହଞ୍ଚିଛନ୍ତି। ଚାଇନା ରାଷ୍ଟ୍ରପତି ପାଖାପାଖି ୨ଟାବେଳେ ଆସି ଏଠାରେ...

ଅକ୍ଷୟ ପାତ୍ର ଫାଉଣ୍ଡେଶନକୁ ଗ୍ଲୋବାଲ ଚାମ୍ପିୟନ୍‌ ଆଓ୍ବାର୍ଡ

ଲଣ୍ଡନ,୧୫ା୬(ପି.ଟି.): ଭାରତର ଏକ ଅଣଲାଭକାରୀ ସଂସ୍ଥା ଅକ୍ଷୟ ପାତ୍ର ସ୍କୁଲ୍‌ ମିଲ୍‌ ପ୍ରୋଜେକ୍ଟକୁ ବିବିସି ଓ୍ବାର୍ଲଡ ସର୍ଭିସ ଗ୍ଲୋବାଲ ଚାମ୍ପିୟନ୍‌ ଆଓ୍ବାର୍ଡ ପ୍ରଦାନ କରାଯାଇଛି। ଚଳିତ...

କେନ୍ଦ୍ର, ରାଜ୍ୟକୁ ସୁପ୍ରିମକୋର୍ଟଙ୍କ ସମାଲୋଚନା :ନର୍କଠୁ ବଳିଛି ଦିଲ୍ଲୀ ପ୍ରଦୂଷଣ

ନୂଆଦିଲ୍ଲୀ, ୨୬ା୧୧ : ରାଜଧାନୀ ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳରେ ବାୟୁ ଓ ଜଳ ପ୍ରଦୂଷଣ ଭୟଙ୍କର ରୂପ ଧାରଣ କରିଛି। ପରିସ୍ଥିତି ଏମିତି...

Advertisement
Archives

Model This Week