ଦୀପିକାଙ୍କ ରୋମାନ୍ସ ଫିଲ୍ମ‘ଗେହରାଇୟାଁ’କୁ ନେଇ ବର୍ଷିଲେ ଏହି ଅଭିନେତ୍ରୀ

ନିକଟରେ ଦୀପିକା ପାଦୁକୋନ, ଅନନ୍ୟା ପାଣ୍ଡେ ଏବଂ ସିଦ୍ଧାନ୍ତ ଚତୁର୍ବେଦୀଙ୍କ ଫିଲ୍ମ ଗେହରାଇୟାଁ ରିଲିଜ ହୋଇଛି । ଏହା ଓଟିଟି ପ୍ଲାଟଫର୍ମ ଆମାଜନ ପ୍ରାଇମ ଭିଡିଓରେ ମୁକ୍ତିଲାଭ କରିଛି। ଫିଲ୍ମର କାହାଣୀ ନୂଆ ପିଢିରେ ଥିବା ପ୍ରେମ ସମ୍ପର୍କକୁ ନେଇ ଦେଖାଯାଇଛି । କେମିତି ସମ୍ପର୍କ ଦ୍ୱନ୍ଦ୍ୱ ସହ ଜାଲରେ ଫସି ଯାଉଛି ତାହା ଏହି ଫିଲ୍ମରେ ଦେଖିବାକୁ ମିଳିଛି। ଦୀପିକା ଙ୍କ ଫିଲ୍ମକୁ ନେଇ ବର୍ତ୍ତମାନ କଙ୍ଗନା ରାଣାଓ୍ବତ ସମାଲୋଚନା କରିଛନ୍ତି।
କଙ୍ଗନା ଫିଲ୍ମକୁ ନେଇ ଇନଷ୍ଟା ଷ୍ଟୋରୀରେ ବହୁ କିଛି ଲେଖିଥିଲେ। ଏହା ବ୍ୟତୀତ ଲେଖିଛନ୍ତି, ମୁଁ ଷ୍ଟାର ଅଫ ଦି ମିଲେନିୟମ କିନ୍ତୁ ତଥାପି ଏହିପରି ପ୍ରକାରର ରୋମାନ୍ସକୁ ବୁଝିଛିି । ଏହା ସହ କଙ୍ଗନା ଲେଖିଛନ୍ତି, ଖରାପ ଫିଲ୍ମ ଗୁଡ଼ିକ ଖରାପ ହିଁ ଅଟେ । ଆପଣ ଯେତେ ଶରୀର କିମ୍ବା ଅଶ୍ଳୀଳତା ଦେଖାନ୍ତୁ ନା କାହିଁକି, ଆପଣ ଏହାକୁ ବଞ୍ଚାଇ ପାରିବେ ନାହିଁ । ଏହି ପିଲ୍ମରେ ଗଭୀରତା ତଥା ଗେହରାଇୟାଁ ଭଳି କୌଣସି ଜିନିଷ ନାହିଁ । ବର୍ତ୍ତମାନ ଏବେ ଏହା ଦେଖିବାକୁ ପଡ଼ିବ ଦୀପିକା ଏହି ପ୍ରସଙ୍ଗକୁ ନେଇ ଚୁପ ରହିବେ କିମ୍ବା ନିଜର ମୁଁହ ଖୋଲିବେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri