କଙ୍ଗନାଙ୍କ ଫିଲ୍ମକୁ ମିଳିଲା ସେନ୍ସର ବୋର୍ଡର ସାର୍ଟିଫିକେଟ୍‌, ଖୁବ୍‌ଶୀଘ୍ର ହେବ ରିଲିଜ୍‌

ମୁମ୍ବାଇ: ଖୁବ୍‌ଶୀଘ୍ର ରିଲିଜ୍‌ ହେବ କଙ୍ଗନା ରଣାଓ୍ବତଙ୍କ ଫିଲ୍ମ ଏମରଜେନ୍ସି। ସେନ୍ସର ବୋର୍ଡ କିଛି ସର୍ତ୍ତ ରଖି ଏହି ଫିଲ୍ମକୁ ସାର୍ଟିଫିକେଟ୍‌ ଦେଇଛନ୍ତି। ବୋର୍ଡ ନିର୍ଦ୍ଦେଶ ଦେଇଛନ୍ତି କି, ଫିଲ୍ମରୁ କିଛି ସିନ୍‌ କୁ କଟାଯିବ। ଏବଂ ଶେଷଦୃଶ୍ୟ ପରସମାପ୍ତି ଏକ ଉଚିତ୍‌ କନକ୍ଲୁସନରେ ପହଞ୍ଚିବା ଦରକାର। ଏହାପରେ ଫିଲ୍ମ ରିଲିଜ୍‌ ହୋଇପାରିବ ବୋଲି ବୋର୍ଡ କହିଛି।

ସୂଚନାତାଉ କି, ସେନ୍ସର ବୋର୍ଡ ଏମରଜେନ୍ସି ଫିଲ୍ମ ମେକର୍ସଙ୍କୁ କିଛି ଦୃାୟ କାଟିବାକୁ ନିର୍ଦ୍ଦୋ ଦେଇଛନ୍ତି। ଏଥିସହ ଡିସକ୍ଲେମର ଦେବାକୁ ମଧ୍ୟ କହିଛନ୍ତି। ଫିଲ୍ମରେ ଯେଉଁସବୁ ଐତିହାସିକ ଦୃଶ୍ୟପଟ ଦେଖାଯାଇଛି ସେଥିରେ ଡିସକ୍ଲେମର ଦେବାକୁ ବୋର୍ଡ କହିଛି। ତେବେ ଏମରଜେନ୍ସିକୁ ୟୁଏ ସାର୍ଟିଫିକେଟ ମିଳିଛି। କିନ୍ତୁ ଏହି ମାନ୍ୟତା ସେତେବେଳେ ମିଳିବ ଯେତେବେଳେ ଫିଲ୍ମ ମେକର୍ସ କିଛି ଦୃଶ୍ୟକୁ ଫିଲ୍ମରୁ କାଟିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଯୋଗ ସଂସ୍ଥାନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଛତ୍ରପୁର, ୨୧।୬ (ଦିଲ୍ଲୀପ ସାମଲ): ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ।ଭାରତୀୟ ଯୋଗ ସଂସ୍ଥାନ, ଏହି ଉପଲକ୍ଷେ ନୂଆଦିଲ୍ଲୀ ଛତ୍ରପୁର ଶାଖା ପକ୍ଷରୁ ସ୍ଥାନୀୟ ଷ୍ଟାଡିଅମ ପରିସରସ୍ଥ…

ବିପଦସଙ୍କୁଳ ବାଉଁଶ ଚାରା ଭରସାରେ ହଜାର ହଜାର ଲୋକ; ଧାମନଗରଦଶରଥପୁର ବୈତରଣୀ ସେତୁ ଏବେ ବି ଅଧପନ୍ତରିଆ

ତିହିଡ଼ି,୨୧।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଓ ଯାଜପୁର ଜିଲାର ଦଶରଥପୁର ବ୍ଲକର ସମେତ ପଡୋଶୀ ତିହିଡି ବ୍ଲକର ସାଧାରଣ ଲୋକଙ୍କ ଦୀର୍ଘଦିନର ସ୍ବପ୍ନ ଥିଲା…

‘ଇଟାଲୀର ଲୋକପ୍ରିୟତା ଆମେରିକା ସହିତ ସମ୍ପର୍କ ଉପରେ ନିର୍ଭର କରେ ନାହିଁ’: ଟ୍ରମ୍ପଙ୍କୁ ମେଲୋନିଙ୍କ କଡ଼ା ଜବାବ

ରୋମ,୨୧।୬: ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଆଜି, ଶନିବାର, ଟ୍ରମ୍ପ ପୁଣି ଥରେ ମେଲୋନିଙ୍କ…

ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପ୍ରାଇମ ଡେ’ର ୧୦ମ ସଂସ୍କରଣ

ଭୁବନେଶ୍ୱର,୨୧।୬: ଆସନ୍ତା ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପକ୍ଷରୁ ପ୍ରାଇମ ଡେ’-୨୦୨୬ର ୧୦ମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି । ଏହା ୪ ଜୁଲାଇ ରାତି ୧୨ଟାରୁ…

ମହାସଂଯୋଗ! ଆଜିଠୁ ଏହି ୫ଟି ରାଶିକୁ ମିଳିବ ଭାଗ୍ୟର ସାଥ୍‌, ଖୋଲିଯିବ ଉନ୍ନତିର ରାସ୍ତା

୨୧ ଜୁନ, ୨୧୨୬ ରେ ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷର ସପ୍ତମୀ ତିଥି ଏବଂ ରବିବାର ଦିନ ଅଟେ। ଏହି ଦିନଟି ଅତ୍ୟନ୍ତ ସ୍ବତନ୍ତ୍ର, କାରଣ ଏହା…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଏନ୍‌ଟିଆର୍‌ ଜିଲାର ଜି. ଶ୍ରୀନିବାସ ରେଡ୍ଡୀ ଏକ ନୂଆ କ୍ୟୁଆର୍‌ କୋଡ୍‌ ତିଆରି କରିଛନ୍ତି। କେହି ଯାତ୍ରା କରୁଥିବା ସମୟରେ ଏହି କ୍ୟୁଆର୍‌ ସ୍କାନ୍‌ କଲେ…

ସ୍ବାଧୀନତାର ମଣିଷ

ହାଯାଏ, ମଣିଷକୁ ସ୍ବାଧୀନତା ଦିଆଯାଇଛି। ମଣିଷ ସ୍ବାଧୀନ। ପୁଣି ସେହି ସ୍ବାଧୀନତାର ମର୍ମ ଉପଲବ୍ଧି କରି ସେ କର୍ମ ସମ୍ପାଦନ କଲେ ତା’ର ଜୀବନ ଠିକ୍‌ ବାଟରେ…

ସାବଧାନ! ବଦଳିଲା ରେଳବାଇର ନିୟମ; ବିନା ଟିକେଟ୍‌ରେ ଯାତ୍ରା କଲେ ଦୁଇଗୁଣା ଜରିମାନା ସହ ଜେଲ ଦଣ୍ଡ

ନୂଆଦିଲ୍ଲୀ,୨୧।୬: ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କୁ ସେମାନଙ୍କ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଉଥିବା ଟ୍ରେନ, ଲୋକଙ୍କ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଅଟେ। କମ ଭଡ଼ା ହେବା ସତ୍ତ୍ୱେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri