‘ତେଜସ୍‌’କୁ ନେଇ ଭିଡିଓ ଜାରି କରି ଏମିତି କହିଲେ କଙ୍ଗନା

ମୁମ୍ବାଇ: ବି’ ଟାଉନର ଲୋକପ୍ରିୟ ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କ ଅଭିନୀତ ଚଳଚ୍ଚିତ୍ର ‘ତେଜସ୍‌’ ସିନେମା ହଲ୍‌ରେ ଶୁକ୍ରବାର ରିଲିଜ୍‌ ହୋଇସାରିଛି। କଙ୍ଗନାଙ୍କ ଗୋଟିଏ ଗୋଟିଏ ଫିଲ୍ମ ଯେତିକି ହିଟ୍‌ ହୁଏ ‘ତେଜସ୍‌’ ପ୍ରଥମଦିନରେ ସେମିତି କିଛି କମାଲ୍‌ କରିପାରିନାହିଁ। ଏହାମଧ୍ୟରେ ‘ତେଜସ୍‌’କୁ ନେଇ କଙ୍ଗନା ଶନିବାର ଏକ ଭିଡିଓ ସୋସିଆଲ ମିଡିଆରେ ଜାରି କରିଛନ୍ତି। ଏହି ଭିଡିଓ ଜରିଆରେ କଙ୍ଗନା ପ୍ରଶଂସକମାନଙ୍କୁ ଚଳଚ୍ଚିତ୍ର ଦେଖିବା ପାଇଁ ନିବେଦନ କରିଛନ୍ତି। ଏହି ଭିଡିଓରେ କଙ୍ଗନା କରୋନା ପରେ ଭାରତୀୟ ସିନେମା ଏବଂ ହଲ୍‌ ଉପରେ ପଡ଼ିଥିବା ଗଭୀର ପ୍ରଭାବକୁ ନେଇ କହୁଥିବା ନଜର ଆସିଛନ୍ତି। ସେ କହିଛନ୍ତି, ‘କାଲିଠାରୁ ମୋ’ ଚଳଚ୍ଚିତ୍ର ତେଜସ୍‌ ସିନେମା ହଲ୍‌ରେ ରିଲିଜ୍‌ ହୋଇସାରିଛି। ଯେଉଁମାନେ ଏ ପର୍ଯ୍ୟନ୍ତ ଏହି ଫିଲ୍ମ ଦେଖିଛନ୍ତି ସେମାନେ ଆମକୁ ବହୁତ ପ୍ରଶଂସା କରିଛନ୍ତି। ଜନସାଧାରଣ ୯୯ ପ୍ରତିଶତ ଚଳଚ୍ଚିତ୍ରକୁ ଦେଖିବାକୁ ସୁଯୋଗ ଦିଅନ୍ତି ନାହିଁ। ଏହି ଆଧୁନିକ ଯୁଗରେ ସମସ୍ତଙ୍କର ଫୋନ୍‌ ଅଛି। ସମସ୍ତଙ୍କ ଘରେ ଟିଭି ମଧ୍ୟ ଅଛି। କିନ୍ତୁ ସିନେମା ହଲ୍‌ ସବୁବେଳେ ଆମ ସଭ୍ୟତାର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ହୋଇରହିଛି। ତେଣୁ ଏହି ଚଳଚ୍ଚିତ୍ର ଦେଖିବାକୁ ସେ ଦର୍ଶକଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭ ଦିନ ପାଇଁ ଇଡି ହାଜତକୁ ଗଲେ ପଞ୍ଜାବ ମନ୍ତ୍ରୀ ଆରୋରା

ଗୁରୁଗ୍ରାମ,୧୧ା୫(ପି.ଟି.): ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ଗିରଫ ହୋଇଥିବା ପଞ୍ଜାବ ଶିଳ୍ପମନ୍ତ୍ରୀ ସଞ୍ଜୀବ ଆରୋରାଙ୍କୁ ଗୁରୁଗ୍ରାମର ଏକ ସ୍ବତନ୍ତ୍ର ପିଏମ୍‌ଏଲ୍‌ଏ କୋର୍ଟ ୭ ଦିନ…

ଡିଜିପିଙ୍କ କଡ଼ା ନିର୍ଦ୍ଦେଶ: ସକାଳ ୯ଟା ପୂର୍ବରୁ ଥାନାରେ ହେବ ବ୍ରିଫିଂ ପରେଡ୍‌

ଭୁବନେଶ୍ୱର,୧୦।୫: ଭୁବନେଶ୍ୱର ଡିଜିପିଙ୍କ କ୍ୟାମ୍ପ ଅଫିସ୍‌ରେ ରବିବାର ପୋଲିସ ଅଧିକାରୀଙ୍କ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା। ବୈଠକ ପରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ କଡ଼ା…

ବୁର୍ଲାରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ବୁର୍ଲା,୧୦।୫: ସମ୍ୱଲପୁର ଜିଲା ବୁର୍ଲା ଜଗନ୍ନାଥ ମନ୍ଦିର ନିକଟରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି। ପୂର୍ୱ ଶତ୍ରୁତାକୁ ନେଇ ଯୁବକଙ୍କୁ ଆକ୍ରମଣ କରାଯାଇଥିବା ଜଣାପଡିଛି। ଆକ୍ରମଣରେ…

ସରକାର ଗଠନ ପାଇଁ ହିମନ୍ତଙ୍କୁ ମିଳିଲା ଆମନ୍ତ୍ରଣ: ୧୨ରେ ଶପଥ ଗ୍ରହଣ

ଗୁଆହାଟୀ,୧୦ା୫: ଆସାମରେ ପରବର୍ତ୍ତୀ ସରକାର ଗଠନ ପାଇଁ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ରବିବାର ମୁଖ୍ୟମନ୍ତ୍ରୀ ନିର୍ବାଚିତ ହିମନ୍ତ ବିଶ୍ୱଶର୍ମାଙ୍କୁ ଆମନ୍ତ୍ରଣ କରିଛନ୍ତି। ଫଳରେ ଆସାମରେ ଏନ୍‌ଡିଏ…

ବଡ଼ ଧରଣର ବିସ୍ଫୋରଣ, ୧୫ ପୋଲିସ ନିହତ

ପେଶଓ୍ବାର,୧୦।୫: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ଏକ ପୋଲିସ ପୋଷ୍ଟ ଉପରେ ଆତ୍ମଘାତୀ ଆକ୍ରମ ହୋଇଛି । ଏଥିରେ ପନ୍ଦର ଜଣ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି…

ହୃଦଘାତରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ

ପାତ୍ରପୁର,୧୦ା୫(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୁରଙ୍ଗି ହାଇସ୍କୁଲର କ୍ରୀଡା ଶିକ୍ଷକ ଶିଖର ମାଝୀଙ୍କ ରବିବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ନିଜ ଗ୍ରାମ…

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ…

ଯୁଦ୍ଧର ପ୍ରଭାବକୁ କମ୍ କରିବାକୁ ମୋଦିଙ୍କ ବଡ଼ ଆହ୍ବାନ; ପେଟ୍ରୋଲ-ଡିଜେଲର ବ୍ୟବହାର ହ୍ରାସ, ବର୍ଷେ ସୁନା….

ନୂଆଦିଲ୍ଲୀ,୧୦ା୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତବାସୀଙ୍କୁ ବଡ଼ ପରାମର୍ଶ ଦେଇଛନ୍ତି । ସଂଯମତାର ସହିତ ପେଟ୍ରୋଲିୟମ ଉତ୍ପାଦ ବ୍ୟବହାର କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri