Posted inଜାତୀୟ

ରାହୁଲଙ୍କର ଏ କି ଫଟୋ ଶେୟାର କଲେ କଙ୍ଗନା, ସୋସିଆଲ ମିଡିଆରେ ବୋବାଲ

ନୂଆଦିଲ୍ଲୀ,୪।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଏଡିଟେଡ ଫୋଟ ସୋସିଆଲ ମିଡିଆରେ ପୋଷ୍ଟ କରି ଚର୍ଚ୍ଚାରେ ଅଛନ୍ତି ଭାଜପା ଏମପି କଙ୍ଗନା ରାଣାଓ୍ବତ। କଙ୍ଗନା ତାଙ୍କର ଅଫିସିଆଲ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏକ ଫଟୋ ଶେୟାର କରିଛନ୍ତି। ଯାହାକୁ ନେଇ ହଇଚଇ ସୃଷ୍ଟି ହୋଇଛି।
ଏହି ଫଟୋରେ ରାହୁଲ ଗାନ୍ଧୀଙ୍କ ମୁଣ୍ଡରେ ମୁସଲମାନ ସମ୍ପ୍ରଦାୟର ଟୋପି ରହିବା ସହ ତାଙ୍କ କପାଳରେ ଚନ୍ଦନ ଓ ତିଳକ ଲଗାଯାଇଛି ଏବଂ ତାଙ୍କ ବେକରେ ଏକ କ୍ରସ ମଧ୍ୟ ଅଛି। ଏହି ଫଟୋ ତଳେ ଲେଖାଯାଇଛି, ଜାତିଜୀବୀଙ୍କ ଠାରୁ ନ ପଚାରି ଜାତି ଜନ ଗଣନା କରିବା ଉଚିତ। ତେବେ ଏହି ଏଡିଟେଡ ଫଟୋ ପୋଷ୍ଟ କରି କଙ୍ଗନାଙ୍କୁ ଟ୍ରୋଲର ଶିକାର ହେବାକୁ ପଡିଛି।

ଅନ୍ୟ ଏକ ପୋଷ୍ଟ କରି କଙ୍ଗନା ରାହୁଲ ଗାନ୍ଧୀଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି। କଙ୍ଗନା କହିଛନ୍ତି, ଦ୍ୱିତୀୟ ଥର ପାଇଁ ଭାରତକୁ ଭାଗ ଭାଗ କରିବା କଥା କୁହ ନାହିଁ। କୌଣସି ଭାରତୀୟଙ୍କ ତାଙ୍କ ଜାତି ପଚାରିବା ପରି ଛୋଟ କଥାବାର୍ତ୍ତା କରନ୍ତୁ ନାହିଁ। ନିଜ ଘରକୁ ନିଆଁ ଲଗାଇବା ଭଳି କାର୍ଯ୍ୟ କରନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ହଜାରେ ଝିଅଙ୍କ ଦାୟିତ୍ୱ ନେବେ ରଣବୀର ସିଂହ; ରଣବୀର ଓ ଆଲିଆ ମଧ୍ୟ ନେଲେ ଗୁରୁତ୍ୱପୂର୍ଣ୍ଣ ସଂକଳ୍ପ

ମୁମ୍ବଇ,୧୮।୯: ୧୪ ସେପ୍ଟେମ୍ବରରେ ଗଣେଶ ଚତୁର୍ଥୀ ଅବସରରେ, ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାଙ୍କ ପର୍ଯ୍ୟନ୍ତ ସାରା ଦେଶର ଲୋକମାନେ ନିଜ ଘରେ ଭଗବାନ ଗଣେଶଙ୍କ…

ବିପଦରେ ଅଜିତ ଅଗରକରଙ୍କ ପଦବୀ! BCCIର ନୂଆ ମୁଖ୍ୟ ଚୟନକର୍ତ୍ତା ହେବେ କି ପାର୍ଥିବ ପଟେଲ? ଏକ ପୋଷ୍ଟକୁ ନେଇ…

ନୂଆଦିଲ୍ଲୀ,୧୮।୯: ପୂର୍ବତନ ଭାରତୀୟ କ୍ରିକେଟର ପାର୍ଥିବ ପଟେଲ ପୁରୁଷ ସିନିୟର ଚୟନ କମିଟିର ଅଧ୍ୟକ୍ଷ ଭାବରେ ଅଜିତ ଅଗରକରଙ୍କ ସ୍ଥାନ ନେଇପାରନ୍ତି। ସେ ‘X’ (ଟୁଇଟର) ରେ…

ଉପନିର୍ବାଚନ ପୂର୍ବରୁ ମମତାଙ୍କୁ ମିଳିଲା ଧୋକା! ସଙ୍ଗେ ସଙ୍ଗେ ବାଜି ପଲଟାଇଦେଲେ ଦିଦି

କୋଲକାତା,୧୮।୯: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ମମତା ବାନାର୍ଜୀ ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ନିଷ୍ପତ୍ତି ଉପରେ ତୀବ୍ର…

ଶିକ୍ଷାବିତ୍‌ ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…

ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଦିଦି କଲେ ବଡ଼ ଘୋଷଣା, କହିଲେ ଏବେ ମୁଁ…

କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ…

ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ…

୨୦୨୭ରେ ଶନିଙ୍କ ମହାଗୋଚର: ଏହି ରାଶି ପାଇବ ସାଢେସାତୀରୁ ମୁକ୍ତି, ଆରମ୍ଭ ହେବ ଗୋଲ୍ଡେନ ଟାଇମ, ଚାକିରିରେ ପଦୋନ୍ନତି!

କର୍ମଫଳଦାତା ଶନିଦେବ ପ୍ରାୟ ଅଢ଼େଇ ବର୍ଷରେ ଥରେ ରାଶି ପରିବର୍ତ୍ତନ କରନ୍ତି। ବର୍ତ୍ତମାନ ଶନି ମୀନ ରାଶିରେ ଅବସ୍ଥାନ କରୁଥିବା ବେଳେ, ଜ୍ୟୋତିଷ ଗଣନା ଅନୁସାରେ ୩…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?