ପୁରୀ ଆସିବେ କଙ୍ଗନା

ମନାଲି,୨୩।୧୨-ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ ଆଗାମୀ ବର୍ଷ ଶ୍ରୀକ୍ଷେତ୍ର ପୁରୀକୁ ଆସି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିବେ। ଏ ନେଇ ନିଜେ କଙ୍ଗନା ମଙ୍ଗଳବାର ଟୁଇଟ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, କିଛି ବର୍ଷ ତଳେ ମୁଁ ମୋ ମା’ଙ୍କ ସହ କାଶୀ ବିଶ୍ବନାଥଜୀଙ୍କ ଦର୍ଶନ କରିଥିଲି। ସେଠାରେ ମୁଁ ୭ଟି ଜ୍ୟୋର୍ତିଲିଙ୍ଗ ଦର୍ଶନ କରିଥିଲି। ଏବେ ନୂଆବର୍ଷରେ ମୁଁ କେଦାରନାଥ ଯାଇ ସେଠାରେ ଆଠଟି ଜ୍ୟୋର୍ତିଲିଙ୍ଗର ଦର୍ଶନ କରିବାକୁ ଚାହୁଁଛି। ଏଥିସହ ଓଡିଶାର ପୁରୀ ଜଗନ୍ନାଥ ଧାମ ଯିବାକୁ ଚାହଁୁଛି ବୋଲି କଙ୍ଗନା ଟୁଇଟରେ ଉଲ୍ଲେଖ କରିଛନ୍ତି।
ସୂଚନାଯୋଗ୍ୟ, ବର୍ତ୍ତମାନ କଙ୍ଗନା ରଣାଓ୍ବତ ମନାଲିରେ ପରିବାର ସହ ଛୁଟି କଟାଉଛନ୍ତି। ଗତ ସପ୍ତାହରେ କଙ୍ଗନା ତାଙ୍କ ଫିଲ୍ମ ଥଲାଇଭିର ସୁଟିଂ ଶେଷ କରିଛନ୍ତି। ସୁଟିଂ ଶେଷ କରିବା ପରେ ସେ ତାଙ୍କ ପରିବାର କିଛି ସମୟ ବିତାଇବା ପାଇଁ ମନାଲି ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର ଦେଲେ କାଜଲ

ବଲିଉଡ୍‌ ଅଭିନେତ୍ରୀ କାଜଲ ଅଗ୍ରୱାଲଙ୍କ ପ୍ରଶଂସକଙ୍କ ପାଇଁ ନୂଆ ବର୍ଷରେ ଏକ ଖୁସି ଖବର ଦେଇଛନ୍ତି। କିଛି ଦିନ ହେବ କାଜଲଙ୍କ ବିଷୟରେ କଳ୍ପନାଜଳ୍ପନା ଚାଲିଥିଲା...

ଏକୁଟିଆ ଅନୁଭବ କରୁଛନ୍ତି କରନ!

ମୁମ୍ବାଇ: ବଲିଉଡର ଆଗଧାଡିର ନିର୍ଦ୍ଦେଶକ କରନ ଜୋହର ଏବେ ଏକୁଟିଆ ଅନୁଭବ କରୁଛନ୍ତି । ଏକଥା ଆମେ କହୁନୁ ଏକଥା କହୁଛି ତାଙ୍କ ଚାଟ ଶୋ’...

ମେହେନ୍ଦୀ ଉତ୍ସବର ଫଟୋ ଶେୟାର କଲେ ଅଙ୍କିତା

ମୁମ୍ବାଇ: ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ଏବଂ ଭିକି ଜୈନ ଖୁବ୍‌ଶୀଘ୍ର ବିବାହ କରିବେ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ନିକଟରେ ସେ ତାଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ...

ବ୍ରେକ୍‌ଅପ୍‌ ପରେ ବୋଲ୍ଡ ହେଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ର୍ରୀ ସୁସ୍ମିତା ସେନ୍‌ ଇଣ୍ଡଷ୍ଟ୍ରିରେ ନିଜର ସୁନ୍ଦର ଚେହେରା ଏବଂ ବୋଲ୍ଡନେସ୍‌କୁ ନେଇ ଆଜିକାଲି ଚର୍ଚ୍ଚାରେ ରହୁଛନ୍ତି। ସୁସ୍ମିତା ପ୍ରଫେଶନାଲ ଲାଇଫ୍‌ଠାରୁ ଆରମ୍ଭ...

ସବୁ କଳ୍ପନାର ଅନ୍ତ, ‘ସିତା-ଦ ଇନକାରନେଶନରେ ସୀତା ଭୂମିକାରେ ନଜର ଆସିବେ କଙ୍ଗନା

ମୁମ୍ବାଇ: ଫିଲ୍ମ ‘ଥାଲାଇବି’ରେ ନିଜର ଦମଦାର ଅଭିନୟ ଦେଖାଥିବା କଙ୍ଗନା ରାନାୱତ ପୁଣିଥରେ ଏକ ବଡ ଚରିତ୍ରରେ ଅଭିନୟ କରିବାକୁ ଯାଉଥିବା ଜଣାପଡିଛି । ପଦ୍ମଶ୍ରୀ...

ସନ୍ୟାସୀ ହେବେ ବିନୋଦଙ୍କ ପୁଅ

ମୁମ୍ବାଇ: ୭୦ଦଶକର ସୁପରଷ୍ଟାର ବିନୋଦ ଖାନ୍ନା ଏବେ ବି ଲୋକଙ୍କ ହୃଦୟରେ ରହିଛନ୍ତି। ଏହି ଆଗଧାଡିର ଅଭିନେତା ଯେତେବେଳେ ନିଜ କ୍ୟାରିୟରର ସବୁଠୁ ଶୀର୍ଷରେ ରହିଥିଲେ...

ଖିଲାଡି ହିରୋଙ୍କ ‘ଲକ୍ଷ୍ମୀ ବମ୍‌’ର ଟ୍ରେଲର ରିଲିଜ୍‌

ବଲିଉଡ୍‌ ଖିଲାଡି ଅକ୍ଷୟ କୁମାରଙ୍କ ଫିଲ୍ମ ‘ଲକ୍ଷ୍ମୀ ବମ୍‌’କୁ ଦେଖିବା ପାଇଁ ପ୍ରଶଂସକ ଚାହିଁ ବସିଛନ୍ତି। କାରଣ ଫିଲ୍ମରେ ଅକ୍ଷୟ ଏକ ଭିନ୍ନ ଶୈଳୀରେ ଜନର...

ଟିଆରପି ମାମଲାରେ ଅନୁପମାର ଜବାବ ନାହିଁ

ନୂଆଦିଲ୍ଲୀ,୧୦।୧୨- ଚଳିତ ବର୍ଷର ୪୮ତମ ସପ୍ତାହ ବହୁ ଟିଭି ଶୋ ପାଇଁ ଭଲ ରହିଛି। କିଛି ସିରିଏଲ ପୂର୍ବଭଳି ଟିଆରପି ଲିଷ୍ଟରେ ଜମି ରହିଥିବାlବେଳେ କିଛି...

Advertisement
Archives

Model This Week