ବାୟୁସେନାରେ ଯୋଗଦେବେ କଙ୍ଗନା

କଙ୍ଗନା ଖୁବ୍‌ ଶୀଘ୍ର ଭାରତୀୟ ବାୟୁସେନା (ଇଣ୍ଡିଆନ୍‌ ଏୟାରଫୋର୍ସ)ରେ ଯୋଗ ଦେବାକୁ ଯାଉଛନ୍ତି। ପୁଣି ଜଣେ ଉପରିସ୍ଥ ଅଫିସର ଭାବରେ। ଏକଥା ଜାଣିବା ପରେ ଅନେକେ ଆଶ୍ଚର୍ଯ୍ୟ ପ୍ରକଟ କରିବା ସ୍ବାଭାବିକ। ଏମିତି କ’ଣ ହେଲା ଯେ ଅଭିନୟକୁ ଗୁଡ୍‌ବାୟ କରି କଙ୍ଗନା ରାଣାଓ୍ବତ ବାୟୁସେନାରେ ଯୋଗଦେଇ ଦେଶର ସେବା କରିବାକୁ ଆଗଭର ହୋଇଛନ୍ତି। କଥାଟି ନିଶ୍ଚୟ ସତ, ହେଲେ ଏହା ତାଙ୍କର ରିୟଲ ନୁହେଁ, ରିଲ୍‌ ଲାଇଫରେ ଘଟିବାକୁ ଯାଉଛି। ଅସଲ କଥା ହେଲା ଭାରତୀୟ ବାୟୁସେନାରେ ଘଟିଥିବା ଘଟଣାବଳୀକୁ ଆଧାର କରି ନିର୍ମିତ ହେବାକୁ ଯାଉଛି ନୂଆ ହିନ୍ଦୀ ସିନେମା ‘ତେଜସ୍‌’। ଏଥିରେ କଙ୍ଗନା ଜଣେ ଏୟାରଫୋର୍ସ ଅଫିସର ଭୂମିକାରେ ଅଭିନୟ କରିବେ। ଏହାବ୍ୟତୀତ ତାଙ୍କ ଅଭିନୀତ ‘ଧକଡ’ ଚଳିତବର୍ଷ ଅକ୍ଟୋବରରେ ରିଲିଜ ହେବ। ନାରୀ ନିର୍ଯାତନା ଏବଂ ଶିଶୁ ଚୋରାଚାଲାଣ ବିଷୟବସ୍ତୁକୁ ନେଇ ପ୍ରସ୍ତୁତ ଏହି ସିନେମାରେ ନାୟକ ସାଜିଛନ୍ତି ଅର୍ଜୁନ ରାମ୍‌ପାଲ।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ଉଠିଲା ପ୍ରଶ୍ନ

ଦୁବାଇ,୫ା୧୦: ଦୁବାଇରୁ ୧୭୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ବୁଧବାର ଇସ୍ରାଏଲ୍‌ର ତେଲ୍‌ ଆଭିଭ୍‌ ଯାଉଥିବା ଫ୍ଲାଏଦୁବାଇ ବିମାନର ସହପାଇଲଟ୍‌ ହମାମ ଅଲ୍‌-ହମାମି ଏହାକୁ ନିୟନ୍ତ୍ରଣକୁ ନେଇ ଦୁର୍ଘଟଣାଗ୍ରସ୍ତ…

ୟୁକ୍ରେନ୍‌ରେ ଭାରତୀୟ ଔଷଧ ପ୍ଲାଣ୍ଟ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଜଣେ ମୃତ

ନୂଆଦିଲ୍ଲୀ,୫ା୧୦: ୟୁକ୍ରେନ୍‌ରେ ଥିବା ଭାରତର କୁସୁମ ଗ୍ରୁପ୍‌ ପରିଚାଳିତ ଏକ ଔଷଧ କାରଖାନା ଉପରେ ରୁଷିଆ ଡ୍ରୋନ୍‌ ଆକ୍ରମଣ କରିବାରୁ ଜଣେ ପ୍ରାଣ ହରାଇବା ସହ ଅନେକେ…

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?