ବରଫ ଚାଦରରେ ଢାଙ୍କି ହୋଇଛି କଙ୍ଗନାଙ୍କ ବଙ୍ଗଳା, ଫଟୋ ଶେୟାର କରି କହିଲେ…

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ ପ୍ରଶଂସକମାନଙ୍କୁ ମକର ସଂକ୍ରାନ୍ତି ଅବସରରେ ଅଭିନନ୍ଦନ ଜଣାଇବା ସହ ତାଙ୍କ ମନାଲିସ୍ଥିତ ଘରର ଫଟୋ ଶେୟାର କରିଛନ୍ତି।  ଘର ବରଫରେ ସମ୍ପୂର୍ଣ୍ଣ ଆଚ୍ଛାଦିତ ହୋଇଥିବା ଦେଖିବାକୁ ମିଳିଛି। ତାଙ୍କ ଘର ଚାରିପାଖରେ ଯେପରି ବରଫର ଧଳା ଚାଦର ପଡ଼ିଛି।

କଙ୍ଗନା ୨୦୧୯ରେ ମନାଲିରେ ଥିବା ଏହି ବଙ୍ଗଳାକୁ ନବୀକରଣ କରିଥିଲେ। ସେବେଠାରୁ ସେ ଅଧିକାଂଶ ସମୟ ଏଠାରେ ବିତାଇଥା’ନ୍ତି ।

ତୁଷାରପାତ ସମୟରେ କଙ୍ଗନା ଘରର ସୁନ୍ଦର ଫଟୋ ଶେୟାର କରି କହିଛନ୍ତି, ସେ ତାଙ୍କ ମା’ଙ୍କ ଦ୍ୱାରା ପ୍ରସ୍ତୁତ ରାଶି ଏବଂ ହଳଦୀ ଲଡୁକୁ ବହୁତ ମିସ୍‌ କରୁଛନ୍ତି।

 कंगना रनौत ने एक और तस्वीर शेयर करते हुए बताया कि वह अपने पापा के हाथ का बना पहाड़ी मीट भी मिस कर रही हैं. बर्फबारी के दौरान कंगना का यह घर और भी ज्यादा खूबसूरत लग रहा है. (फोटो साभारः Instagram @KanganaRanaut)

ଅନ୍ୟ ଏକ ଫଟୋ ଶେୟାର କରି ସେ କ୍ୟାପଶନ ଲେଖିଛନ୍ତି,  ତାଙ୍କ ପିତାଙ୍କ ଦ୍ୱାରା ପ୍ରସ୍ତୁତ ପାହାଡ଼ି ମାଂସକୁ ବି ମିସ୍‌ କରୁଛନ୍ତି। ତୁଷାରପାତ ସମୟରେ କଙ୍ଗନାଙ୍କ ଏହି ଘର ଆହୁରି ସୁନ୍ଦର ଦେଖାଯାଉଛି।

କଙ୍ଗନା ଫଟୋଗୁଡ଼ିକୁ ଶେୟାର କରି ଲେଖିଛନ୍ତି, ଏହି ଶୀତ ଋତୁରେ ମଧ୍ୟ ଘରେ ମା’ ଙ୍କ ଦ୍ୱାରା ପ୍ରସ୍ତୁତ ଲଡୁ ନ ଖାଇ ଚାଲିବ। ଏବେ କଙ୍ଗନା ତାଙ୍କର ଆଗାମୀ ଫିଲ୍ମ ‘ଇମରଜେନ୍ସି’କୁନେଇ ବ୍ୟସ୍ତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri