Posted inଜାତୀୟ

କହ୍ନେୟାଲାଲଙ୍କ ଦୁଇ ପୁଅଙ୍କୁ ମିଳିବ ସରକାରୀ ଚାକିରି

ଜୟପୁର,୬।୭: ଉଦୟପୁରର ଦରଜି କହ୍ନେୟାଲାଲଙ୍କ ଦୁଇ ପୁଅଙ୍କୁ ସରକାରୀ ଚାକିରି ଦିଆଯିବ। କ୍ୟାବିନେଟ ବୈଠକରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଏହି ଘୋଷଣା କରିଛନ୍ତି। କ୍ୟାବିନେଟରେ ଆସିଥିବା ଏହି ପ୍ରସ୍ତାବରେ ସମସ୍ତ ମନ୍ତ୍ରୀ ମଧ୍ୟ ସହମତ ହୋଇଛନ୍ତି। ଏହାପୂର୍ବରୁ ରାଜ୍ୟ ସରକାର କହ୍ନେୟାଲାଲଙ୍କ ପରିବାରକୁ ୫୧ ଲକ୍ଷ ଟଙ୍କା ଚେକ ମଧ୍ୟ ଦେଇଥିଲେ।
ସୂଚନାଯୋଗ୍ୟ, ଜୁନ୍‌ ୨୮ରେ ଦରଜି ୪୮ ବର୍ଷୀୟ କହ୍ନେୟାଲାଲଙ୍କୁ ଦୁଇ ଯୁବକ ଗସ ମହମ୍ମଦ ଓ ମହମ୍ମଦ ରିୟାଜ ଅନସାରୀ ଦୋକାନ ଭିତରେ ପଣି ହତ୍ୟା କରିଥିଲେ। ଏହି ଦୃଶ୍ୟକୁ କ୍ୟାମେରାରେ କଏଦ ମଧ୍ୟ କରିଥିଲେ। ହତ୍ୟା ପରେ ଉଭୟ ଭିଡିଓ ଜାରି କରି ଘଟଣାକୁ ସ୍ବୀକାର କରିଥିଲେ। କହ୍ନେୟାଲାଲଙ୍କ ସୋସିଆଲ ମିଡିଆ ଆକାଉଣ୍ଟରୁ ଭାଜପାରୁ ନିଲମ୍ବିତ ହୋଇଥିବା ନୂପୁର ଶର୍ମାଙ୍କ ସପକ୍ଷରେ ପୋଷ୍ଟ କରାଯାଇଥିଲା। ନୂପୁର ଶର୍ମା ଇସଲାମ ଓ ପ୍ରଫେଟ ମହମ୍ମଦଙ୍କୁ ଅପମାନିତ କରିଥିଲେ। ସେଭଳି ଜଣେ ଲୋକଙ୍କୁ ସମର୍ଥନ କରିଥିବାରୁ ଦୁଇ ଯୁବକ ପ୍ରତିଶୋଧ ନେବା ପାଇଁ ଏପରି ଲୋମହର୍ଷଣକାରୀ ଘଟଣା ଘଟାଇଥିବା ଭିଡିଓରେ କହିଥିଲେ। ଭିଡିଓ ଜାରି ହେବାର କିଛି ସମୟ ମଧ୍ୟରେ ହିଁ ରାଜସ୍ଥାନ ପୋଲିସ ଉଭୟଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାରକୋଟରେ ଚାଞ୍ଚଲ୍ୟ: ଲଜରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସାଥିରେ ରହୁଥିବା ଯୁବକ ଫେରାର

ଦେବଗଡ଼, ୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟସ୍ଥିତ ଏକ ଲଜରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳା ଜଣକ ହେଲେ ବାରକୋଟ…

ଦିନରେ ଲୁଚୁଛି, ରାତିରେ ବୁଲୁଛି: ରତନେଇ ପାହାଡ଼ ଖୋଲରେ ଡେରା ପକାଇଛି କଲରାପତରିଆ,ଡ୍ରୋନ୍ କ୍ୟାମେରାରେ…

ଦିଗପହଣ୍ଡି,୧୨। ୫(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧିନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟ୍ର ଜକର ଗ୍ରାମ ନିକଟ ମା…

ଇନଷ୍ଟାଗ୍ରାମ୍‌ରେ ଖୁଲମ୍‌ ଖୁଲା ମନର କଥା କହିଦେଲେ ତ୍ରିଶା! ବିଜୟଙ୍କୁ ନେଇ କହିଦେଲେ…

ଦକ୍ଷିଣ ଭାରତୀୟ ସିନେମା ଜଗତର ଦୁଇଟି ବଡ଼ ନାଁ ଥାଲାପଥି ବିଜୟ ଏବଂ ତ୍ରିଷା କୃଷ୍ଣନ୍। କେତେବେଳେ ସେମାନଙ୍କ ଅନସ୍କ୍ରିନ୍ କେମିଷ୍ଟ୍ରି ତ କେତେବେଳେ ଅଫସ୍କ୍ରିନ୍ ଆଫେୟାର୍,…

ୟୁପିରେ ଆରମ୍ଭ ହୋଇପାରେ ଅନଲାଇନ କ୍ଲାସ ଓ ୱାର୍କ ଫ୍ରମ ହୋମ୍‌! ଆକ୍ସନରେ ଯୋଗୀ ସରକାର

ଲକ୍ଷ୍ନୌ,୧୨।୫: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ। ମଙ୍ଗଳବାର ଦିନ ‘୫ କାଳିଦାସ ମାର୍ଗ ’ ସ୍ଥିତ ନିଜ ସରକାରୀ ବାସଭବନରେ ଅଧିକାରୀମାନଙ୍କ…

ବାଂଲାଦେଶର ଐତିହାସିକ ବିଜୟ

ଢାକା,୧୨ା୫: ଅଧିନାୟକ ନଜମୁଲ ହୋସେନ ଶାଣ୍ଟୋଙ୍କ ଶତକ ପରେ ମେହିଦି ହାସନ ମିରାଜ ଓ ନାହିଦ ରାଣାଙ୍କ ୫ ଉଇକେଟ ସଫଳତା ବଳରେ ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା…

ସରକାର ହେଉ ହେଉ ଥାଲାପଥି ବିଜୟଙ୍କୁ ଝଟ୍‌କା! ସୁପ୍ରିମକୋର୍ଟ ପହଞ୍ଚିଲା…

ଚେନ୍ନାଇ,୧୨।୫: ଟିଭିକେ ବିଧାୟକ ଆର. ଶ୍ରୀନିବାସ ସେତୁପତି ମାଡ୍ରାସ ହାଇକୋର୍ଟଙ୍କ କୌଣସି ଫ୍ଲୋର ଟେଷ୍ଟରେ ଭୋଟ ଦେବାରୁ ବାରଣ କରିବା ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଏକ…

ଥାଇଲାଣ୍ଡ ଓପନ: ସାତ୍ତ୍ୱିକ-ଚିରାଗ ଯୋଡ଼ି ଜିତିଲେ

ବ୍ୟାଙ୍କକ୍‌, ୧୨ା୫: ଟପ୍‌ ସିଡ୍‌ ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ଯୋଡ଼ି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପ୍ରଥମ ରାଉଣ୍ଡରେ ବିଜୟ ଲାଭ…

ଭିନେଶଙ୍କ ସମର୍ଥନରେ ବାହାରି ସାକ୍ଷୀ ମଲିକ

ନୂଆଦିଲ୍ଲୀ,୧୨ା୫: ଅବସରରୁ ଫେରିବାକୁ ନେଇ ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ସହ ଚାଲିଥିବା ବିବାଦରେ ଭିନେଶ ଫୋଗତଙ୍କ ସମର୍ଥନରେ ବାହାରିଛନ୍ତି ଅଲିମ୍ପିକ୍‌ ବ୍ରୋଞ୍ଜ ପଦକଧାରୀ ରେସଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri