ସର୍ଜରୀ ବେଳେ ଚାଲିଗଲା ଅଭିନେତ୍ରୀଙ୍କ ଜୀବନ

ବେଙ୍ଗାଲୁରୁ,୧୭।୫: ୨୧ ବର୍ଷିୟା କନ୍ନଡ ଅଭିନେତ୍ରୀ ଚେତନା ରାଜ ପା୍ଲଷ୍ଟିକ୍‌ ସର୍ଜରୀ କରିବା ସମୟରେ ମଙ୍ଗଳବାର ତାଙ୍କର ମୃତ୍ୟୁ ହୋଇଯାଇଛି। ତାଙ୍କ ମୃତ୍ୟୁରେ କନ୍ନଡ ସିନେମା ଜଗତରେ ଶୋକର ଛାୟା ଖେଳିଯାଇଛି । ଏଥିପାଇଁ ତାଙ୍କ ପରିବାର ଲୋକ ମେଡିକାଲ କର୍ତ୍ତୃପକ୍ଷଙ୍କୁ ଦାୟୀ କରି ଥାନାରେ ମାମଲା ରୁଜୁ କରିଛନ୍ତି ।

ଏକ ରିପୋର୍ଟରୁ ଜଣାପଡିଛି ଯେ, ଚେତନା ସୋମବାର ବେଙ୍ଗାଲୁରୁର ସେଟ୍ଟି କସମେଟିକ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବେଳେ ସେଠାରେ ନିଜ ଶରୀରରୁ ଚର୍ବି କମାଇବା ପାଇଁ ସର୍ଜରୀ କରୁଥିଲେ । ତେବେ ସର୍ଜରୀରେ କିଛି ତ୍ରୁଟି ହେତୁ ଫୁସଫୁସରେ ସମସ୍ୟା ହୋଇଛି। ଫଳରେ ତାଙ୍କର ମୃତ୍ୟୁ ହୋଇଛି । ତେବେ ଚେତନା ନିଜ ସର୍ଜରୀ ବିଷୟରେ କାହାକୁ କିଛି କହି ନ ଥିଲେ । ଏମିତିକି ତାଙ୍କ ପିତା ମାତା ମଧ୍ୟ ଏ ବିଷୟରେ ଜାଣି ନ ଥିଲେ ।

 


Enter your email to get our daily news in your inbox.

All Right Reserved By Dharitri.Com

‘ଶେହଜାଦା’ର ଟ୍ରେଲର ରିଲିଜ୍‌

ମୁମ୍ବାଇ: ଅଭିନେତା କାର୍ତ୍ତିକ ଆର୍ୟନଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ଶେହଜାଦା’ର ଟ୍ରେଲର ରିଲିଜ୍‌ ହୋଇଛି। କାର୍ତ୍ତିକ ଏବଂ କ୍ରିତି ସାନନଙ୍କ ଯୋଡିକୁ ପୁଣିଥରେ ଦର୍ଶକ ପରଦାରେ...

କରୋନା ଆକ୍ରାନ୍ତ ଛାତ୍ରଙ୍କ ପାଠପଢ଼ା ନିଶା:ହସ୍ପିଟାଲ ବେଡ୍‌ରେ ଦେଲେ ପରୀକ୍ଷା

ଜବଲପୁର, ୧୮।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ଲକ୍‌ ଡାଉନ୍‌ ଜାରି ରହିଛି। ଫଳରେ ସ୍କୁଲ କଲେଜ ବନ୍ଦ...

ପୁଣି ଘୁଞ୍ଚିବ କି ଫାଶୀ ଦଉଡ଼ି: ମାଣ୍ଡୋଲି ଜେଲ୍‌ ପ୍ରଶାସନଠାରୁ ଏପ୍ରିଲ ୮ ସୁଦ୍ଧା ରିପୋର୍ଟ ତଲବ !

ନୂଆଦିଲ୍ଲୀ,୧୨।୩: ନିର୍ଭୟା ମାମଲାରେ ୪ ଦୋଷୀଙ୍କ ଫାଶୀ ସମୟ ପୁଣିଥିରେ ଘୁଞ୍ଚିବାର ସମ୍ଭାବନା ଦେଖାଦେଇଛି। ଦୋଷୀ ପଓ୍ବନ ତାଙ୍କୁ ଜେଲ୍‌ରେ ପିଟାଯାଇଥିବା ଅଭିଯୋଗ କରିଥିଲେ। ଏନେଇ...

ସ୍କୁଲ ପିଲାଙ୍କୁ ମାସ୍କ ବାଣ୍ଟିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧।୧୧: ଦିଲ୍ଲୀ ପ୍ରଦ୍ୟୁଷଣକୁ ନେଇ ରାଜନୀତି ବୟାନବାଜି ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଦିଲ୍ଲୀରେ ପ୍ରଦ୍ୟୁଷଣ ପାଇଁ ହରିୟାଣା ଓ ପଞ୍ଜାବ ସରକାରଙ୍କୁ ଦାୟି...

ଦିଲ୍ଲୀ ସୀମାପୁରୀ ଅଞ୍ଚଳରୁ ଏକ ସନ୍ଦିଗ୍ଧ ବ୍ୟାଗ ଜବତ

ନୂଆଦିଲ୍ଲୀ,୧୭।୨: ରାଜଧାନୀ ଦିଲ୍ଲୀ ସ୍ଥିତ ପୁରୁଣା ସୀମାପୁରୀ ଅଞ୍ଚଳରୁ ଗୁରୁବାର ମଧ୍ୟାହ୍ନରେ ସନ୍ଦେହଜନକ ଏକ ବ୍ୟାଗ ଜବତ ହୋଇଛି। ଉକ୍ତ ବ୍ୟାଗରେ ଆଇଇଡି ବିସ୍ଫୋରକ ସାମଗ୍ରୀ...

୩୦ ଆଇଟିବିପି ଯବାନଙ୍କ ଆଫଗାନିସ୍ତାନରେ ପୁଣି ମୁତୟନ ଆବେଦନ ଖାରଜ..

ନୂଆଦିଲ୍ଲୀ,୮।୮: ଆଫଗାନିସ୍ତାନର ଅବସ୍ଥା କାହାଠାରୁ ଲୁଚି ନାହିଁ। ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଫଗାନିସ୍ତାନରେ ପୁଣି ଥରେ ମୁତୟନ ପାଇଁ ଭାରତ-ତିବ୍ଦତୀୟ ସୀମା ପୋଲିସ (ଆଇଟିବିପି)ର କିଛି...

ବାଂଲାଦେଶରେ ୩ କରୋନା ସଂକ୍ରମିତ ରୋଗୀ: ବାତିଲ ହେଲା ମୋଦିଙ୍କ ଗସ୍ତ

ନୂଆଦିଲ୍ଲୀ,୯।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ସପ୍ତାହରେ ଢାକା ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା। ହେଲେ ସେଠାରେ ୩ କରୋନା ଭାଇରସ ସଂକ୍ରମିତ ଚିହ୍ନଟ ହେବା...

ରିୟାଙ୍କ ନିକଟକୁ ଆସୁଛି ଅଫର ପରେ ଅଫର, ବଡ଼ ପ୍ରୋଜେକ୍ଟରେ ଆସିବେ ନଜର

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ଏକ ବଡ଼ ପ୍ରୋଜେକ୍ଟରେ ନଜର ଆସିବେ। ଏହି ପ୍ରୋଜେକ୍ଟ ବିଷୟରେ ରିୟା ଏବେ ଚିନ୍ତା କରୁଛନ୍ତି। ରିୟା ଶେଷଥର...

Advertisement
Archives

Model This Week