ଡ୍ରଗ୍ସ କାରବାରରେ ଗିରଫ ହେଲେ ଏହି ଅଭିନେତ୍ରୀ

ସ୍ୟାଣ୍ଡେଲଉଡ୍‌ ଡ୍ରଗ୍ସ କାରବାର ଘଟଣାର ତଦନ୍ତ ଜାରି ରଖିଛି ସେଣ୍ଟ୍ରାଲ କ୍ରାଇମବ୍ରାଞ୍ଚ ପୋଲିସ। ଏହି ମାମଲାରେ ସମ୍ପୃକ୍ତି ଥିବା ନେଇ ପୋଲିସ କନ୍ନଡ ଅଭିନେତ୍ରୀ ସଞ୍ଜନା ଗଲରାନୀଙ୍କୁ ଗିରଫ କରିଛି। ପୂର୍ବରୁ ଏହି ମାମଲାରେ ପୋଲିସ ଅଭିନେତ୍ରୀ ରାଗିଣୀ ଦ୍ୱିବେଦୀଙ୍କ ସମେତ ସମୁଦାୟ ୬ ଜଣଙ୍କୁ ଗିରଫ କରିସାରିଛି। ଗିରଫ ପରେ ପୋଲିସ ପଚରାଉଚରା ପାଇଁ ସଞ୍ଜନାଙ୍କୁ ସିସିବି କାର୍ଯ୍ୟାଳୟକୁ ନେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ ମାସ ଭିତରେ ଗଲାଣି ୭ ବଲିଉଡ୍‌ ସେଲିବ୍ରିଟିଙ୍କ ଜୀବନ

୨୦୨୦ ପ୍ରାରମ୍ଭ ବଲିଉଡ୍‌ ପାଇଁ ଶୁଭଙ୍କର ହୋଇନାହିଁ। ଗୋଟିଏ ପଟେ ଦେଶ ମହାମାରୀ କରୋନାର ମୁକାବିଲା କରୁଥିବା ବେଳେ ଅନ୍ୟ ପଟେ ବଲିଉଡ୍‌ର ବଡ ବଡ...

ପୂର୍ବତନ ପ୍ରେମିକାଙ୍କ ରକ୍ତ ପିଇବାକୁ ଚାହୁଁଛନ୍ତି ଏହି ଅଭିନେତା

ଫିଲ୍ମ ‘କଲ୍‌ ମି ୟୋର ନେମ୍‌’ରୁ ଚର୍ଚ୍ଚାକୁ ଆସିଥିବା ହଲିଉଡ୍‌ ଅଭିନେତା ଆର୍ମି ହମର ଏବେ ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ନିଜର ଲୁକ୍‌ ଏବଂ ରିଲେସନଶିପ୍‌କୁ...

ଭାଜପା ନେତା ୟଶଙ୍କୁ ଦ୍ୱିତୀୟ ବିବାହ କରିଛନ୍ତି ନୁସରତ! କିଛି ଏଭଳି…

କୋଲକାତା: କିଛି ନା କିଛି କାରଣକୁ ନେଇ ଚର୍ଚ୍ଚାରେ ରହିବାକୁ ପସନ୍ଦ କରନ୍ତି ବଙ୍ଗାଳୀ ଅଭିନେତ୍ରୀ ତଥା ତ୍ରୁଣମୂଳ କଂଗ୍ରେସ ଏମ୍‌ପି ନୁସରତ ଜାହାଁ। ଏବେ...

ବାପାଙ୍କ ଏହି ଶେଷ କଥା ଶୁଣି କାନ୍ଦିପକାଇ ଥିଲେ ରାଖୀ ସାୱନ୍ତ: ଡ୍ରାମା କୁଇନ୍‌ ଖୋଲିଲେ ଗୁମର

ବଲିଉଡର ଡ୍ରାମା କୁଇନ୍‌ ଭାବରେ ଜଣାଶୁଣା ଅଭିନେତ୍ରୀ ରାଖୀ ସାୱନ୍ତ ତାଙ୍କ କଥାପାଇଁ ସବୁବେଳେ ଚର୍ଚ୍ଚାରେ ରହିଥା’ନ୍ତି। ବର୍ତ୍ତମାନ ସେ ସଲମାନ ଖାନ୍‌ଙ୍କ ରିଆଲିଟି ଶୋ...

ଧର୍ମଶାଳା ରାସ୍ତାରେ ବୁଲୁଥିବା ନଜର ଆସିଲେ କରୀନା କପୁର

ମୁମ୍ବାଇ: କରୀନା କପୁର ଏବଂ ମଲାଇକା ଆରୋରାଙ୍କ କିଛି ଭିଡିଓ ସୋସିଆଲ ମିଡିଆରେ ଏବେ ତୀବ୍ର ଗତିରେ ଭାଇରାଲ ହେଉଛି। ଏହି ଭିଡିଓରେ କରୀନା ଏବଂ...

ଅମିତାଭ ବଚ୍ଚନ ସାମ୍ନାରେ ଭୋ’ ଭୋ’ ହୋଇ କାନ୍ଦିଲେ ଜନ୍‌ ଆବ୍ରାହମ

ବଲିଉଡ ଅଭିନେତା ଜନ ଆବ୍ରାହମ ତାଙ୍କ ଚଳଚ୍ଚିତ୍ର ‘ସତ୍ୟମେବ ଜୟତେ ୨’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମଟି ଆଜି ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଛି। ଏହି...

‘ବ୍ରହ୍ମାସ୍ତ୍ର’ରେ ଶାହାରୁଖ୍‌ଙ୍କ ଏଣ୍ଟ୍ରି

ଦୀର୍ଘଦିନ ଧରି ଶାହାରୁଖ ଖାଁଙ୍କୁ ଫ୍ୟାନ୍‌ମାନେ ସିଲ୍‌ଭର ସ୍କ୍ରିନ୍‌ରେ ଦେଖିନାହାନ୍ତି। ସେ ଶେଷଥର ପାଇଁ ଆନନ୍ଦ ଏଲ୍‌ ରାୟଙ୍କ ଫିଲ୍ମ ‘ଜିରୋ’ରେ ନଜର ଆସିଥିଲେ। ଏହା ପରେ...

ଭଂସାଲିଙ୍କ ସହ କାମ କରିବାକୁ ଚାହାନ୍ତି ହରନାଜ

ମୁମ୍ବାଇ: ଦୀର୍ଘ ୨୧ ବର୍ଷ ପରେ ଭାରତକୁ ମିସ୍ ୟୁନିଭର୍ସ ମୁକୁଟ ଆଣି ଦେଇଥିବା ହରନାଜ ସାନ୍ଧୁ ଏବେ ବଲିଉଡ୍‌ରେ କାମ କରିବାକୁ ମନ ବଳାଇଛନ୍ତି...

Advertisement
Archives

Model This Week