Posted inଜାତୀୟ

ସ୍କୁଲ ପରିସରରେ ରୋମାନ୍ସ କରିବା ପଡ଼ିଲା ମହଙ୍ଗା: ଭାଇରାଲ ଭିଡିଓ ପରେ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ…

କନ୍ନୌଜ,୧୬।୭: ଉତ୍ତର ପ୍ରଦେଶର କନ୍ନୌଜ ଜିଲା ସୌରିଖ ବ୍ଲକସ୍ଥିତ ବଝେଡ଼ି କମ୍ପୋଜିଟ ବିଦ୍ୟାଳୟରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ବିଦ୍ୟାଳୟରେ କାର୍ଯ୍ୟରତ ଜଣେ ମହିଳା ଶିକ୍ଷୟିତ୍ରୀ ଏବଂ ଜଣେ ସହକାରୀ ଶିକ୍ଷକଙ୍କ ପ୍ରେମଳାପର ଭିଡିଓ ଭାଇରାଲ ହେବା ପରେ ଉଭୟଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଛି । ଜିଲା ପ୍ରାଥମିକ ଶିକ୍ଷା ଅଧିକାରୀ (BSA) ସନ୍ଦୀପ କୁମାର ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ।

ସୌରିଖର ବ୍ଲକ ଶିକ୍ଷା ଅଧିକାରୀ (BEO) ବିଶ୍ୱନାଥ ପାଠକଙ୍କ ସୁପାରିଶ ଆଧାରରେ ଏହି ନିଲମ୍ବନ ଆଦେଶ ଜାରି କରାଯାଇଛି । ବିଇଓଙ୍କ ରିପୋର୍ଟ ଅନୁସାରେ, ଦୁଇ ଶିକ୍ଷକଙ୍କର ଏଭଳି ଆପତ୍ତିଜନକ ଭିଡିଓ ସାମ୍ନାକୁ ଆସିଛି, ଯାହା ଜଣେ ଶିକ୍ଷକଙ୍କ ସାମାଜିକ ଆଚରଣ ଓ ମର୍ଯ୍ୟାଦାର ସମ୍ପୂର୍ଣ୍ଣ ବିପରୀତ। ରିପୋର୍ଟରେ ଏହା ମଧ୍ୟ ଦର୍ଶାଯାଇଛି ଯେ, ବିଦ୍ୟାଳୟ ପରିସରରେ ଏଭଳି ଅନୈତିକ କାର୍ଯ୍ୟକଳାପ ସେଠାରେ ପଢ଼ୁଥିବା କୋମଳମତି ଛାତ୍ରୀଛାତ୍ରଙ୍କ ଉପରେ ଅତ୍ୟନ୍ତ ଖରାପ ପ୍ରଭାବ ପକାଇବ ।

a’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚମକାଇଲା BCCIର ନିଷ୍ପତ୍ତି: ଆଫଗାନିସ୍ତାନ ସିରିଜ୍‌ରୁ ୮ ଷ୍ଟାର୍‌ ଖେଳାଳି ଆଉଟ୍‌, ପଛରେ ରହିଛି ଏହି ବଡ଼ କାରଣ!

ନୂଆଦିଲ୍ଲୀ,୨।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳାଯିବ। ସେପ୍ଟେମ୍ବର ୧ରେ ବିସିସିଆଇ ଏହି ସିରିଜ ପାଇଁ ଭାରତୀୟ ଦଳ ଘୋଷଣା…

ଦାଦନ ଖଟିବାକୁ ପୁଣେ ଯାଇଥିଲେ ରୂପଧର: ହଠାତ୍‌ ଘଟିଲା…

ନୂଆପଡ଼ା,୨ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ତରବୋଡ ଗଁାର ଜଣେ ଶ୍ରମିକ ମହାରାଷ୍ଟ୍ରର ପୁଣେକୁ ଦାଦନ ଖଟିବାକୁ ଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ସେ…

ଫେମ୍‌ ଇଣ୍ଡିଆର ଟପ୍‌ ୨୫ରେ ଝାରସୁଗୁଡ଼ା ଏସ୍‌ପି: ଓଡ଼ିଶା ପୋଲିସ ପାଇଁ ଆଣିଲେ ଗୌରବ

ଝାରସୁଗୁଡ଼ା,୨ା୯(ଆଶିଷ ରଞ୍ଜନ ଦାଶ):ଫେମ୍‌ ଇଣ୍ଡିଆ ଏସିଆ ପୋଷ୍ଟ ପକ୍ଷରୁ ପ୍ରକାଶିତ ଦେଶର ୨୫ ଜଣ ପ୍ରମୁଖ ପୋଲିସ ଅଧିକାରୀଙ୍କ ତାଲିକାରେ ଝାରସୁଗୁଡ଼ା ଏସ୍‌ପି ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ରଙ୍କ…

ତଳେ ଘଣ୍ଟାଏ ଜଗିରହିଲା ଦନ୍ତା: ଗଛରେ ଚଢ଼ି ଜୀବନ ବଞ୍ଚାଇଲେ ବନ କର୍ମଚାରୀ

ଛେଣ୍ଡିପଦା,୨ା୯(ଅଜିତ ଧଳ):ଗଁାରେ ପଶିଥିବା ହାତୀ ଘଉଡ଼ାଇବାକୁ ଯାଇଥିବା ହାତୀ ସ୍କ୍ବାଡ୍‌ଙ୍କୁ ମାରି ଗୋଡ଼ାଇଲା ଦନ୍ତା। ଏପରି କି ଜୀବନ ବଞ୍ଚାଇବାକୁ ସ୍କ୍ବାଡ୍‌ର ଜଣେ ସଦସ୍ୟ ଆମ୍ବ ଗଛ…

ଛାତରୁ ଝରୁଛି ପାଣି, ଖସୁଛି ପ୍ଲାଷ୍ଟର: ଅବ୍ୟବସ୍ଥା ମଧ୍ୟରେ ବଡ଼ଛତ୍ରଙ୍ଗ ହାଇସ୍କୁଲ

ଥୁଆମୂଳ ରାମପୁର,୨ା୯ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବଡ଼ଛତ୍ରଙ୍ଗ ହାଇସ୍କୁଲ ସମ୍ପ୍ରତି ଘୋର ଅବ୍ୟବସ୍ଥା ମଧ୍ୟରେ ଗତିକରୁଛି। ୧୯୬୬ ମସିହାରେ ସ୍ଥାପିତ ଏହି ପୁରାତନ…

ବୈଭବ ସୂର୍ଯ୍ୟବଂଶୀଙ୍କ ୬ ଐତିହାସିକ ରେକର୍ଡ, ଭାଙ୍ଗିବା ପ୍ରାୟ ଅସମ୍ଭବ!

ନୂଆଦିଲ୍ଲୀ,୨।୯: ଖୁବ କମ ବୟସରେ କ୍ରିକେଟ ଜଗତରେ ବଡ଼ ନାଁ କରିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ସେ ଯେଉଁ ସିରିଜ କିମ୍ବା ଟୁର୍ନାମେଣ୍ଟରେ ଖେଳୁଛନ୍ତି, ସେଠାରେ କୌଣସି ନା…

ଓଡ଼ିଶାରେ ‘ପରମାଣୁ ଶକ୍ତି’ କେନ୍ଦ୍ର ପାଇଁ ଜମି ଖୋଜାଚାଲିଛି

ଭୁବନେଶ୍ୱର,୨ା୯ (ରବିନାରାୟଣ ଜେନା): ଓଡ଼ିଶାରେ ପରମାଣୁ ଶକ୍ତି ପ୍ରକଳ୍ପ ପାଇଁ ସରକାର ଓ ବୃହତ୍‌ ଶିଳ୍ପସଂସ୍ଥା ଜମି ଖୋଜୁଛନ୍ତି। ଏଥିପାଇଁ ଦୁଇଟି ସ୍ଥାନରେ ପ୍ରାଥମିକ ପର୍ଯ୍ୟାୟରେ ଜମି…

ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ୧,୦୫୦ ଟପିଲା

କାଠମାଣ୍ଡୁ,୨ା୯: ନେପାଳର ପ୍ରଳୟଙ୍କରୀ ଅଚାନକ ବନ୍ୟାଜନିତ ମୃତ୍ୟୁସଂଖ୍ୟା ମଙ୍ଗଳବାର ୧,୦୫୦ ଟପିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକ ମୃତଦେହ ମିଳୁଥିବା ଅଧିକାରୀମାନେ କହିଛନ୍ତି। ଲଗାଣ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri