Posted inଜାତୀୟ

ଇଦରେ ଇଦଗାହ ବାହାରେ ସଡ଼କ ଉପରେ ନମାଜ ପଢିବାରୁ ୨ହଜାର ଲୋକଙ୍କ ବିରୋଧରେ ମାମାଲା ରୁଜୁ

ବଜରିଆ,୨୮।୪: କାନପୁର ସହରର ବଜରିଆ, ବେଗାମପୁରଓ୍ବା ଓ ଜାଜମଉ ସମେତ ବିଭିନ୍ନ ସ୍ଥାନରେ ଇଦରେ ବିନା ଅନୁମତିରେ ଇଦଗାହ ବାହାରେ ସଡ଼କ ଉପରେ ନମାଜ ପଢିବା ଅଭିଯୋଗରେ ଅତିକମରେ ୨୦୦୦ ଲୋକଙ୍କ ବିରୋଧରେ ୩ ଟି ଭିନ୍ନ ଭିନ୍ନ ଏଫଆଇଆର ଦିଆଯାଇଛି। ପୋଲିସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ପୋଲିସ କହିଛି ଏହି ମାମଲାରେ ସମସ୍ତଙ୍କୁ ଗିରଫ କରାଯାଇ ନାହିଁ।

ସୂଚନାଯୋଗ୍ୟ, ଇଦରେ ଏହି ସ୍ଥାନରେ ବହୁ ସଂଖ୍ୟାରେ ଲୋକେ ଏକାଠି ହୋଇଥିଲେ ଓ ନମାଜ ପଢିଥିଲେ। ଏହି ସମୟରେ ବହୁ ସଂଖ୍ୟାରେ ଲୋକେ ସଡ଼କ ଉପରେ ନମାଜ ପଢିଥିବା ଦେଖାଯାଇଥିଲା, ଏତିକି ବେଳେ କେହି ଏମାନଙ୍କର ଭିଡିଓ ରେକର୍ଡ କରି ନେଇଥିଲେ। ଏହାପରେ ନମାଜ ପାଠକୁ ନେଇ ଏଫଆଇଆର ଦିଆଯାଇଥିଲା। ନାମ ନ କହିବା ସର୍ତ୍ତରେ ଜଣେ ପୋଲିସ ଅଧିକାରୀ କହିଛନ୍ତି, ନମାଜ ପଢୁଥିବା ଲୋକଙ୍କୁ ଭିଡିଓ ଆଧାରରେ ଚିହ୍ନଟ କରାଯିବ। ଏହାପରେ ସେମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri