Posted inଜାତୀୟ

କାନପୁର ହିଂସା ଘଟଣା: ସିଲ୍‌ ହେଲା ପେଟ୍ରୋଲ ପମ୍ପ

କାନପୁର,୬ା୬: କାନପୁର ହିଂସା ଘଟଣାର ମାଷ୍ଟରମାଇଣ୍ଡ ମୌଲାନା ମହମ୍ମଦ ଅଲ୍ଲୀ (ଏମ୍‌ଏମ୍‌ଏ) ଜୌହର ଫ୍ୟାନ୍ସ ଆସୋସିଏଶନର ମୁଖ୍ୟ ହୟାତ୍‌ ଜାଫର ହାସ୍‌ମୀଙ୍କ ସମେତ ସୋମବାର ଅପରାହ୍ନ ୨ଟା ସୁଦ୍ଧା ୩୨ଜଣଙ୍କୁ ପୋଲିସ ଗିରଫ କରିଛି। ଅନ୍ୟପକ୍ଷେ ସିସିଟିଭି ଫୁଟେଜ୍‌ ଯାଞ୍ଚ ପରେ କାନପୁର ଡେପୁଟି ହଲ୍‌ରେ ଅବସ୍ଥିତ ଏକ ପେଟ୍ରୋଲ ପମ୍ପକୁ ସିଲ୍‌ କରି ଦିଆଯାଇଛି।

ସିସିଟିଭି ଫୁଟେଜରେ ପେଟ୍ରୋଲ ପମ୍ପରୁ ଦଙ୍ଗାକାରୀଙ୍କୁ ବୋତଲରେ ପେଟ୍ରୋଲ ଦିଆଯାଇଥିବା ଜଣାପଡ଼ିଛି। ଏହାକୁ ଆଧାରକରି ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ…

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭: ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ…

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri