ମହାପ୍ରଭୁଙ୍କୁ କ୍ଷମା ମାଗିଲେ କଂସ ମହାରାଜ

ପୁରୀ ଅଫିସ, ୭।୧୨: ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରାର କଂସ ମହାରାଜ ହୃଷିକେଶ ଭୋଇ
ଶନିବାର ଶ୍ରୀକ୍ଷେତ୍ରରେ ପହଞ୍ଚିଛନ୍ତି। ପରେ ମହୋଦଧିରେ ସ୍ନାନକରି ନିଜର ପଇତା ସମର୍ପଣ ଓ ସୂର୍ଯ୍ୟ ନମସ୍କାର କରି ଗୋବର୍ଦ୍ଧନ ପୀଠରେ ପହଞ୍ଚିଥିଲେ। ପୀଠରେ ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟି ଆଶିଷ ଭିକ୍ଷା କରିଥିଲେ ଓ ନିଜେ କରିଥିବା ପାପରୁ ମୁକ୍ତି ଭିକ୍ଷା କରିଥିଲେ।
ପରେ ସେ ଶ୍ରୀମନ୍ଦିର ଯାଇଥିଲେ। ସେଠାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରି ନିଜ ଭକ୍ତି ରୂପକ ଅର୍ଘ୍ୟକୁ ଅର୍ପଣ କରିବା ସହ ଦୀର୍ଘ ୧୧ଦିନ ଧରି ବରଗଡ଼ ଧନୁ ଯାତ୍ରାରେ କଂସ ଭୂମିକାରେ ଅଭିନୟ କରିବା ସମୟରେ ପ୍ରଭୁ ଶ୍ରୀକୃଷ୍ଣଙ୍କ ପ୍ରତି ଉଚ୍ଚାରଣ କରିଥିବା କଟୁ ମନ୍ତବ୍ୟ ପାଇଁ କ୍ଷମା ପ୍ରାର୍ଥନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୟରେ ଦିନ କାଟୁଛନ୍ତି ୫ ମୌଜାର ବାସିନ୍ଦା

ପଟ୍ଟାମୁଣ୍ଡାଇ,୧ା୩ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳରେ ଗତବର୍ଷ ବ୍ରାହ୍ମଣୀ ଓ କାଣୀନଦୀରେ ଆସିଥିବା ବନ୍ୟାରେ ଅଳପୁଆ ପଞ୍ଚାୟତର ଅଳପୁଆ, ଦାମୋଦରପାଟଣା, ରାମନାଏକଡିଆ, ସୁବଳପୁର, ମଣିରାମପୁର...

ଗାର୍ଡଓ୍ବାଲ ନିର୍ମାଣ କାର୍ଯ୍ୟ ନିମ୍ନମାନର

ନାଉଗାଁ,୧ା୩(ସୁଧା ବେହୁରା):ନାଉଗାଁ ବ୍ଲକ ଅନ୍ତର୍ଗତ ଶିଖରଘାଟ-ବାଲିଭଉଁରୀ ରାସ୍ତା ପୂର୍ତ୍ତ ବିଭାଗ ଅଧୀନରେ ରହିଛି। ଏହି ରାସ୍ତାର ନାଉଗଁାସ୍ଥିତ ସାଧୁ ଗୋସ୍ବାମୀ ପୀଠ ସମ୍ମୁଖ ରାସ୍ତା ପାର୍ଶ୍ୱରେ ଗାର୍ଡଓ୍ବାଲ...

ଟିକେଟ ଦୌଡ଼ରେ ରତିକାନ୍ତ, ବିଶ୍ୱନାଥ

ଡେରାବିଶ୍‌, ୧ା୩ (ବେବର୍ତ୍ତା ଅଜୟ ଦାସ):୨୦୨୪ ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ପାଟକୁରା ନିର୍ବାଚନମଣ୍ଡଳୀରେ ରାଜନୈତିକ ତାତି ଜୋର ଧରିଛି। ରାଜ୍ୟରେ ନିର୍ବାଚନମଣ୍ଡଳୀର ଅଧିକ...

୧୭ବର୍ଷ ହେଲା ଅଧାରେ ପଡ଼ିଛି କଣ୍ଠିଆନାଳ ସେତୁ

ପଟ୍ଟାମୁଣ୍ଡାଇ,୧ା୩ (କଳ୍ପତରୁ ନାୟକ):ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗାଁ ପଞ୍ଚାୟତ କଣ୍ଠିଆନାଳ ସେତୁ ନିର୍ମାଣ କାର୍ଯ୍ୟ ୧୭ବର୍ଷ ହେବ ବନ୍ଦ ପଡିଥିବା ବେଳେ ୨୦୨୩ରେ ରାଜ୍ୟ ସରକାର ଗ୍ରାମ୍ୟ...

ବୋନ୍‌ କ୍ୟାନ୍‌ସରରେ ପୀଡ଼ିତ ୩ ବର୍ଷର ଶିଶୁ

କୋରେଇ,୧ା୩(ଚନ୍ଦ୍ରକାନ୍ତ ପତି):ଯାଜପୁର ଜିଲା କୋରେଇ ବ୍ଲକ ଅନ୍ଧାରି ପଞ୍ଚାୟତ ରଗଡ଼ି ଗ୍ରାମର ରାଜେନ୍ଦ୍ର ରାଉତ ଓ କନକ ରାଉତଙ୍କ ୩ ବର୍ଷର ଶିଶୁପୁତ୍ର ଦୀପକ ରାଉତ...

କାରଖାନା ନିର୍ମାଣ ନାମରେ ମୋରମ ଲୁଟ୍‌

ଯାଜପୁର,୧ା୩(ହର୍ଷବର୍ଦ୍ଧନ ବେହେରା) :ତୃଣମୂଳଠାରୁ ଆରମ୍ଭ କରି ଯାହାର ଯେତେ କ୍ଷମତା ସେହି ପରିମାଣରେ ଦୁର୍ନୀତି ଓ ହରିଲୁଟ ବଢିବା ଏବେ ଯାଜପୁର ଜିଲା ପାଇଁ ଚିନ୍ତାର...

ମତ୍ସ୍ୟଜୀବୀ ପରିବାରଙ୍କୁ ୨୨ କୋଟିର ଜୀବିକା ସହାୟତା

ଭୁବନେଶ୍ୱର,୧।୩(ଅସମାପିକା ସାହୁ):ଅଲିଭ୍‌ ରିଡ୍‌ଲେ କଇଁଛର ସୁରକ୍ଷା ନିମନ୍ତେ ମାଛଧରା କଟକଣା ଯୋଗୁ ପ୍ରଭାବିତ ସାମୁଦ୍ରିକ ମତ୍ସ୍ୟଜୀବୀଙ୍କୁ ରାଜ୍ୟ ଯୋଜନାରେ ଜୀବିକା ସହାୟତା ପ୍ରଦାନ କରାଯାଇଛି। ଗୁରୁବାର...

ବରାହନାଥ ପ୍ରକଳ୍ପ କାମରେ ବ୍ୟାପକ ଅନିୟମିତତା

ଯାଜପୁର,୧ା୩(ହର୍ଷବର୍ଦ୍ଧନ ବେହେରା):ଯାଜପୁର ସହର ଓ ଏହାର ପର୍ଯ୍ୟଟନସ୍ଥଳୀ ଗୁଡିକର ବିକାଶ ପାଇଁ ପ୍ରାୟ ୨୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଚାଲିଛି। ସେଥିମଧ୍ୟରୁ ଯାଜପୁର ଉପକଣ୍ଠରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri