ମହୋଦଧିରେ ବୁଡ଼ ପକାଇ କ୍ଷମା ପ୍ରାର୍ଥନା କଲେ କଂସ ମହାରାଜ, ଜଗତ୍‌ଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟି…

ପୁରୀ/ବରଗଡ଼,୪ା୧(ଅଜିତ କୁମାର ମହାନ୍ତି/ପ୍ରେମାନନ୍ଦ ଖମାରୀ): ପାପର ପ୍ରାୟଶ୍ଚିତ ପାଇଁ ପୁରୀରେ ପହଞ୍ଚିଛନ୍ତି ବରଗଡ଼ ଧନୁଯାତ୍ରାର କଂସ ଭୂମିକାରେ ଅଭିନୟ କରିଥିବା ସୁଶୀଲ ମେହର। ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ସରିବା ପରେ ସୁଶୀଲ ପୁରୀ ଆସି ମହୋଦଧିରେ ବୁଡ଼ ପକାଇ କ୍ଷମା ପ୍ରାର୍ଥନା କରିଛନ୍ତି। ପଇତା ବିସର୍ଜନ ସହ ସୂର୍ଯ୍ୟ ଦେବତାଙ୍କୁ ଅର୍ଘ୍ୟ ପ୍ରଦାନ କରିଛନ୍ତି କଂସ ମହାରାଜ। ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଗୋବର୍ଦ୍ଧନ ପୀଠରେ ଜଗତ୍‌ଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟି ଆଶିଷ ଭିକ୍ଷା କରିଛନ୍ତି।

ସୂଚନାଯୋଗ୍ୟ, ବରଗଡ଼ ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ଡିସେମ୍ବର ୨୪ରୁ ଆରମ୍ଭ ହୋଇ ଦୀର୍ଘ ୧୧ଦିନ ଚାଲିବା ପରେ  ୨୦୨୬ ଜାନୁଆରୀ ୩ରେ ଶନିବାର ଏହା ଉଦ୍‌ଯାପିତ ହୋଇଯାଇଛି।  ଏଥର ମହୋତ୍ସବରେ ଅଭିନୟ ପାଇଁ କଂସଙ୍କ ସମେତ ଅନ୍ୟ ପ୍ରମୁଖ ଚରିତ୍ର ପାଇଁ କଳାକାର ଚୟନ କରାଯାଇଥିଲା। ଏଥିରେ ବରଗଡ଼ ଜିଲା ଭେଡେନ ବ୍ଲକ ଚିଚିଣ୍ଡା ଗ୍ରାମର ସୁଶୀଲ କଂସ ଭୂମିକାରେ ଅଭିନୟ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

କଣମଣା ମୁଖ୍ୟ ରାସ୍ତାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଘଟଣାସ୍ଥଳରେ ଚାଲିଗଲା ସୁରେଶଙ୍କ ଜୀବନ, ଅନ୍ୟ ଜଣେ…

ଛତ୍ରପୁର,୨୬।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ଘଟଣାସ୍ଥଳରେ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

ପ୍ରକାଶ ପାଇଲା OAS ପରୀକ୍ଷାଫଳ: ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ, ବୁବୁନ ସାହ ଟପ୍ପର, ଦେଖନ୍ତୁ ତାଲିକା…

ଭୁବନେଶ୍ୱର,୨୬।୫: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପରିଚାଳିତ OCS-୨୦୨୪ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ ମୋଟ ୨୦୦ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ…

ନିର୍ଦ୍ୱନ୍ଦରେ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହେଲେ ଅରୁଣ କୁମାର ପଣ୍ଡା, କହିଲେ କୃଷକ ସମସ୍ତ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଆତ୍ମା (କୃଷିବୈଷୟିକ କମିଟି)ର ନିର୍ବାଚନ ମଙ୍ଗଳବାର କୃଷି କାର୍ଯ୍ୟାଳୟ ପରିଷରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୨୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri