ସମୁଦ୍ରରେ ବୁଡିଯିବ ଜାପାନର ଲୋକପ୍ରିୟ କାନସାଇ ଏୟାରପୋର୍ଟ, ବୋଝ ସାଜୁଛି ମନୁଷ୍ୟକୃତ ବିପଦ

ଅଟାଓ୍ବା,୫।୧: ଜାପାନ ୨୦ଅରବ ଡଲାର ମୋଟା ଅଙ୍କର ଟଙ୍କା ଖର୍ଚ୍ଚ କରି ଯେଉଁ ଏୟାରପୋର୍ଟ ତିଆରି କରିଥିଲା ତାହା ଏବେ ସମୁଦ୍ରରେ ବୁଡିବାକୁ ଯାଉଛି। ଦେଶର ଗ୍ରେଟର ଓସାକାସ୍ଥିତ କାନସାଇ ଇଣ୍ଟରନ୍ୟାଶନାଲ ଏୟାରପୋର୍ଟ ମଣିଷ ଦ୍ୱାରା ନିର୍ମିତ ଦ୍ୱୀପରେ ଅବସ୍ଥିତ। ତେବେ କୁହାଯାଉଛି ଏହା ବଡ ବଡ କୋଠାର ବୋଝରେ ଦ୍ୱୀପଟି ଦବି ଯାଉଛି। ଏଥିସହ ଏୟାରପୋର୍ଟରେ ହେଉଥିବା ଟ୍ରାଫିକ ଜାମ ଯୋଗୁ ଏପରି ହେଉଥିବା ଅନୁମାନ କରାଯାଉଛି।
ସୂଚନାଥାଉ କି, ଏହି ଏୟାରପୋର୍ଟଟି ୧୯୯୪ ସେପ୍ଟେମ୍ବର ୪ରେ ଉଦ୍‌ଘାଟନ କରାଯାଇଥିଲା। ଓସାକା ଦ୍ୱୀପରେ ନିର୍ମିତ ଏହି ଏୟାରପୋର୍ଟ ଦେଶ ତଥା ଦେଶ ବାହାରର ସବୁ ଦ୍ୱୀପକୁ ଯୋଡିଥାଏ। ୨୦୧୬ରୁ ଏହାକୁ ଏସିଆ ମହାଦେଶର ସୁବଠାରୁ ବ୍ୟସ୍ତବହୁଳ ଓ ଜାପାନର ୩ୟ ବ୍ୟସ୍ତବହୁଳ ଏୟାରପୋର୍ଟ ଭାବେ ପରିଚିତ।
ଏନେଇ ପରିବେଶବିତ୍‌ କହିଛନ୍ତି, ଆଗାମୀ କିଛି ବର୍ଷ ମଧ୍ୟରେ ଏହି ଏୟାରପୋର୍ଟ ସମ୍ପୂର୍ଣ୍ଣ ଭାବେ ପାଣିରେ ବିଲୀନ ହୋଇଯିବ। ଓସାକା ବାଦ୍‌ କ୍ୟାଟା ଓ କୋବୋର ଲୋକଙ୍କ ଯାତାୟତ ପାଇଁ ଏହି ଏୟାରପୋର୍ଟ ବଡ ମାଧ୍ୟମ ଅଟେ। ଏହାର ରନଓ୍ବେ ୪ହଜାର ମିଟର ଲମ୍ବା ଅଟେ। ଦ୍ୱୀପରେ ଥିବା ଏହି ଏୟାରପୋର୍ଟ ସବୁଦ୍ର ତଟ ଠାରୁ ୨ମାଇଲ ଦୂରରେ ରହିଛି।
ଏହି ଏୟାପୋର୍ଟ ତିଆରି ସମୟରେ ଲକ୍ଷ ଲକ୍ଷ ଲିଟର ପାଣି କଢାଯାଇଥିଲା। ଏହି ପଥରର ସୁରକ୍ଷା ପାଇଁ ହଜାର ହଜାର ପଥର ଦିଆଯାଇଛି। କିନ୍ତୁ ସମୁଦ୍ରର ଜଳସ୍ତର ବଢିବା ଯୋଗୁ ଆଉ କିଛିବର୍ଷ ମଧ୍ୟରେ ଜଳସମାଧି ନେଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri