Posted inଜାତୀୟ

‘ବାବା କା ଢାବା’ ମାଲିକ କାନ୍ତା ପ୍ରସାଦଙ୍କ ଆତ୍ମହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୧୮।୬: ‘ବାବା କା ଢ଼ାବା’ ମାଲିକ କାନ୍ତା ପ୍ରସାଦ ଗୁରୁବାର ରାତିରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅବସ୍ଥା ଗୁରୁତର ଥିବାରୁ ସଫଦରଜଙ୍ଗ ଡାକ୍ତରଖାନାରେ ତାଙ୍କର ଚିକିତ୍ସା କରାଯାଉଛି।

କରୋନାର ପ୍ରଥମ ଲହର ସମୟରେ କାନ୍ତା ପ୍ରସାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହାପରେ ବହୁ ସଂଖ୍ୟାରେ ଲୋକେ ତାଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିଥିଲେ। ହେଲେ ମହାମାରୀର ଦ୍ୱିତୀୟ ଲହରରେ କାନ୍ତାଙ୍କ ବହୁତ କ୍ଷତି ହୋଇଥିଲା।

କାନ୍ତା ପ୍ରସାଦ ଗୁରୁବାର ରାତିରେ ନିଦ ବଟିକା ସହ ମଦ୍ୟପାନ କରିଥିଲେ। ଏଥିଯୋଗୁ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା। ତାଙ୍କୁ ଚେତାଶୂନ୍ୟ ଅବସ୍ଥାରେ ଡାକ୍ତରଖାନା ନିଆଯାଇଥିଲା। ଏବେ ଘଟଣାର ତଦନ୍ତ କରାଯାଉଛି ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗାରେ ବୁଡିଲା ଡଙ୍ଗା

ବାରାଣସୀ,୨୩।୫: ଉତ୍ତର ପ୍ରଦେଶର ବାରାଣସୀରେ ଏକ ଅଭାବନୀୟ ଘଟଣା ଘଟିଛି। ଗଙ୍ଗା ନଦୀର ପ୍ରଭୁ ଘାଟରେ ସୋମବାର ଏକ ଡଙ୍ଗା ବୁଡିଯାଇଛି। ଏଥିରେ ୬ ଜଣ...

ହରିୟାଣା ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟ୍‌କା

ହରିୟାଣା,୫।୧୦: ପାଖେଇ ଆସୁଛି ହରିୟାଣା ବିଧାନସଭା ନିର୍ବାଚନ। ଏବେ ଏହାକୁ ନେଇ ରାଜନୀତି ସରଗରମ ଥିବା ବେଳେ କଂଗ୍ରେସକୁ କିନ୍ତୁ ଲାଗିଛି ଧକ୍କା। କାରଣ କଂଗ୍ରେସ...

ଦିଲ୍ଲୀରେ ପୁଣି ଡରାଇଲାଣି କରୋନା: ନୋଏଡାରେ ୧୪ଶିଶୁଙ୍କ ସମେତ ୭୦ପଜିଟିଭ୍‌

ନୂଆଦିଲ୍ଲୀ,୧୬।୪: ରାଜଧାନୀ ଦିଲ୍ଲୀ ଓ ଏନ୍‌ସିଆରରେ ପୁଣି ଥରେ କରୋନା ସଂକ୍ରମଣ ମୁଣ୍ଡ ଟେକିଲାଣି। ଦିଲ୍ଲୀ ନିକଟରେ ଥିବା ଗାଜିଆବାଦ ଓ ନୋଏଡାର ଅନେକ ସ୍କୁଲରେ...

ସେଓ ଟ୍ରକ୍‌ରେ ଲୁଚି ଜମ୍ମୁରୁ ଦିଲ୍ଲୀ ଆସୁଥିବା ଆତଙ୍କବାଦୀ ପୋଲିସ ହାତରେ ଧରାପଡ଼ିଲେ

ଶ୍ରୀନଗର,୨୮।୯: ଏକ ସେଓ ଟ୍ରକ୍‌ରେ ଲୁଚି ଜମ୍ମୁରୁ ଦିଲ୍ଲୀ ଆସୁଥିବା ଜଣେ  ସନ୍ଦିଗ୍ଧ ଜୈଶ-ଇ-ମହମ୍ମଦ ଆତଙ୍କବାଦୀ  ପୋଲିସ ହାତରେ ଧରାପଡ଼ିଛନ୍ତି। ହରିୟାଣାର ଅମ୍ବାଲାଠାରେ ଚେକିଂ ସମୟରେ...

୨୭ରେ ଜାପାନ ଯିବେ ମୋଦି

ନୂଆଦିଲ୍ଲୀ, ୨୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୨୭ରେ ଜାପାନ ଗସ୍ତରେ ଯିବେ। ପ୍ରଧାନମନ୍ତ୍ରୀ ମୋଦି ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ଅନ୍ତିମ ସଂସ୍କାରରେ...

ଦେଶରେ ହ୍ରାସ ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା: ଗତ ୨୪ଘଣ୍ଟାରେ ୩୮ହଜାର ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ,୩।୧୧: ଦେଶରେ ଏବେ ବି କରୋନା ପ୍ରକୋପ ଜାରି ରହିଛି। ଯେ ପର୍ଯ୍ୟନ୍ତ କରୋନା ମୁକାବିଲା ପାଇଁ କୌଣସି ଔଷଧ ବା ଟିକା ଆସିନାହିଁ ସେଯାଏଁ...

ଘରୁ ମିଳିଲା ପରିବାରର ୫ ମୃତଦେହ

ଚଣ୍ଡିଗଡ଼,୨୦।୧୨: ହରିୟାଣାର ହିସାର ଜିଲାରେ ଏକ ଘରୁ ଗୋଟିଏ ପରିବାରର ୫ଜଣଙ୍କ ମୃତଦେହକୁ ପୋଲିସ ସୋମବାର ଜବତ କରିଛି। ମୃତକମାନେ ହେଲେ ରମେଶ କୁମାର(୪୩), ତାଙ୍କର...

ପାଠପଢ଼ାକୁ ନେଇ ଯୁକ୍ତିତର୍କ ପରେ ମା’ଙ୍କୁ ହତ୍ୟା କଲା ନାବାଳିକା ଝିଅ

ମୁମ୍ବାଇ,  ୧୦।୮: ପାଠପଢ଼ାକୁ ନେଇ ଯୁକ୍ତିତର୍କ ପରେ କରାଟେ ବେଲ୍ଟରେ ମା’ଙ୍କ ତଣ୍ଟି ଚିପି ହତ୍ୟା କରିଛି ୧୫ ବର୍ଷୀୟା ନାବଳିକା ଝିଅ। ନବି ମୁମ୍ବାଇରେ...

Advertisement
Archives

Model This Week