Posted inଜାତୀୟ

ଭାଜପାରେ ସାମିଲ ହେଲେ ବରିଷ୍ଠ କଂଗ୍ରେସ ନେତା

ଅହମ୍ମଦାବାଦ,୩୦।୧: ଭାଜପାରେ ସାମିଲ ହେଲେ ବରିଷ୍ଠ କଂଗ୍ରେସ ନେତା ତଥା ଗୁଜରାଟ ଆନନ୍ଦ ଜିଲାର ପୂର୍ବତନ ବିଧାୟକ କାନ୍ତି ସୋଧା ପରମାର। ସୋମବାର ଗୁଜୁରାଟ ଗାନ୍ଧୀନଗରର କମଲମ କାର୍ଯ୍ୟାଳୟରେ ସେ ବିଧିବଦ୍ଧ ଭାବେ ଭାଜପାରେ ଯୋଗ ଦେଇଛନ୍ତି। ଗୁଜୁରାଟ ବିଧାନସଭା ନିର୍ବାଚନରେ କଂଗ୍ରେସ ପରାଜୟ ହେବା ପରେ ସେ ଦଳ ଛାଡିଥିବା ଆଲୋଚନା ହେଉଛି।
ଗତ ଡିସେମ୍ବରରେ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସର ବରିଷ୍ଠ ନେତା ତଥା ବିଧାୟକମାନେ ଦଳ ଛାଡି ଭାଜପାରେ ଯୋଗ ଦେଇଥିବା ବେଳେ ଅଳ୍ପ କିଛି ଏଏପିରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ଘଣ୍ଟାକରେ ‘ବ୍ରଶ୍‌ ଟେଷ୍ଟ’ରୁ ଜଣାପଡ଼ିବ ପାଟି କ୍ୟାନ୍‌ସର

ଲଣ୍ଡନ/ନୂଆଦିଲ୍ଲୀ, ୯ା୭ପାଟି କର୍କଟ ବା ଓରାଲ କ୍ୟାନ୍‌ସର ଚିହ୍ନଟ କ୍ଷେତ୍ରରେ ଚିକିତ୍ସା ବିଜ୍ଞାନକୁ ବଡ଼ ସଫଳତା ମିଳିଛି। ବ୍ରିଟେନ୍‌ର କୁଇନ୍‌ ମେରି ୟୁନିଭର୍ସିଟି ଅଫ୍‌ ଲଣ୍ଡନର ଗବେଷକମାନଙ୍କ…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri