ରୋମିଙ୍କ ପୂର୍ବରୁ ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହୋଇଥିଲେ କପିଲ ଦେବ; ବିବାହ ବି କରିଥାନ୍ତେ…

ବମ୍ବେ: ଗତକାଲି ରିଲିଜ ହୋଇ ଚର୍ଚ୍ଚାରେ ବହୁ ପ୍ରତିକ୍ଷିତ ଫିଲ୍ମ ‘୮୩’। ଭାରତୀୟ କିମ୍ବଦନ୍ତୀ କ୍ରିକେଟର କପିଲ ଦେବଙ୍କ ଜୀବନୀ ଉପରେ ଏହା ପର୍ଯ୍ୟବେଶିତ। ଅଭିନେତା ରଣବୀର ସିଂହ ଏବଂ ଅଭିନେତ୍ରୀ ଦୀପିକା ପାଦ୍ୟୁକୋନ ଫିଲ୍ମରେ ମୁଖ୍ୟ ଚରିତ୍ରରେ ଅଭିନୟ କରିଛନ୍ତି।

ନିଜର ବୋଲିଂ ଆଉ ବ୍ୟାଟିଂରେ ବଡ଼ ବଡ଼ କ୍ରିକେଟରଙ୍କୁ ଧରାଶାୟୀ କରୁଥିଲେ କପିଲ। ହେଲେ ତାଙ୍କ ଜୀବନରେ ଏଭଳି ଏକ ସମୟ ଆସିଥିଲା ଯେତେବେଳେ ସେ ନିଜ ସମ୍ପର୍କକୁ ନେଇ ଆଲୋଚିତ ହୋଇଥିଲେ। ଏହି ସମୟରେ କପିଲଙ୍କ ନାମ ବଲିଉଡର ଜଣେ ସୁନ୍ଦରୀ ଅଭିନେତ୍ରୀଙ୍କ ସହ ଯୋଡ଼ାଯାଇଥିଲା। କିଛି ଦିନ ଏକାଠି ରହିବା ପରେ ହଠାତ୍‌ ଉଭୟଙ୍କ ବ୍ରେକଅପ୍‌ ହୋଇଯାଇଥିଲା।

କପିଲଙ୍କ ହୃଦୟ ଚୋରି କରିଥିବା ଅଭିନେତ୍ରୀଜଣଙ୍କ ଥିଲେ ସାରିକା। ମନୋଜ କୁମାରଙ୍କ ଯୋଗୁ କପିଲ ଏବଂ ସାରିକା ପରସ୍ପରକୁ ଭେଟିଥିଲେ। ଏହାପରେ ଉଭୟଙ୍କ ମଧ୍ୟରେ ବନ୍ଧୁତା ବଢ଼ିଥିଲା। ପରେ ସେମାନେ ବିବାହ କରିବାକୁ ନିଷ୍ପତ୍ତି ମଧ୍ୟ ନେଇଥିଲେ। ହେଲେ ତାହା ହୋଇପାରି ନ ଥିଲା। ଉଭୟ ବ୍ରେକ୍‌ଅପ୍‌ କରିନେଇଥିଲେ।

କପିଲ-ସାରିକାଙ୍କ ବ୍ରେକ୍‌ଅପ୍‌ର କାରଣ ନେଇ ଅନେକ କିଛି ଶୁଣିବାକୁ ମିଳିଥିଲା। କପିଲଙ୍କ ଜୀବନରେ ଅନ୍ୟ କାହାର ଉପସ୍ଥିତି ଯୋଗୁ ସାରିକାଙ୍କ ସହ ତାଙ୍କର ସମ୍ପର୍କ ଫିକା ପଡ଼ିଥିବା କୁହାଯାଇଥିଲା। ଉକ୍ତ ଯୁବତୀ ଥିଲେ ରୋମି ଭାଟିଆ। ରୋମିଙ୍କୁ ଦେଖି ପସନ୍ଦ କରିଥିଲେ କପିଲ। ଅପରପକ୍ଷେ ସାରିକା ଅଭିନେତା କମଲ ହାସନଙ୍କ ନିକଟତର ହୋଇଥିଲେ।

କୁହାଯାଏ କପିଲଙ୍କ ଜୀବନରେ ପ୍ରଥମରୁ ରୋମି ଥିଲେ। ଭୁଲ ବୁଝାମଣା ଯୋଗୁ ଉଭୟ ଅଲଗା ହୋଇଯାଇଥିଲେ। ପରେ କପିଲଙ୍କ ଜୀବନରେ ସାରିକାଙ୍କ ଏଣ୍ଟ୍ରି ହୋଇଥିଲା। ପରେ ଉଭୟ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri