Posted inଖେଳ

କୋହଲି-ରୋହିତଙ୍କ ଅବସର କଳ୍ପନାଜଳ୍ପନା ମଧ୍ୟରେ କପିଲ ଦେବ ଦେଲେ ଆଶ୍ଚର୍ଯ୍ୟଜନକ ବୟାନ

ନୂଆଦିଲ୍ଲୀ,୧୪।୧: ଆଜିକାଲି ଭାରତୀୟ ଅଧିନାୟକ ରୋହିତ ଶର୍ମା ଏବଂ ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ଅବସରକୁ ନେଇ କଳ୍ପନାଜଳ୍ପନା ଜୋର ଧରିଛି। ଜୁନ ୨୦୨୪ରେ ଟି-୨୦ ବିଶ୍ୱକପ୍‌ ଟାଇଟଲ ଜିତିବା ପରେ ଉଭୟ କିମ୍ବଦନ୍ତୀ ଟି-୨୦ ଆନ୍ତର୍ଜାତୀୟକୁ ଅଲବିଦା କହିସାରିଛନ୍ତି ଏବଂ ଏବେ କେବଳ ଦିନିକିଆ ଏବଂ ଟେଷ୍ଟ କ୍ରିକେଟ ଖେଳୁଛନ୍ତି। କିନ୍ତୁ ଟେଷ୍ଟରେ ଖରାପ ଫର୍ମ ଦେଖି, ରୋହିତ ଏବଂ ବିରାଟଙ୍କ ଅବସର ଖବର ଜୋର ଧରିବାରେ ଲାଗିଛି, ଯାହା ଉପରେ ଟିମ ଇଣ୍ଡିଆର ପୂର୍ବତନ କିମ୍ବଦନ୍ତୀ କପିଲ ଦେବ ଏବେ ପ୍ରତିକ୍ରିୟା ଦେଇଛନ୍ତି।

ଗଣମାଧ୍ୟମ ସହ କଥାବାର୍ତ୍ତା ସମୟରେ କପିଲ ଦେବ କୋହଲି ଏବଂ ରୋହିତଙ୍କ ଅବସର ବିଷୟରେ କହିଛନ୍ତି। ସେ କହିଛନ୍ତି ଯେ ଉଭୟଙ୍କ ପାଖରେ ସଠିକ୍‌ ନିଷ୍ପତ୍ତି ନେବାର କ୍ଷମତା ଅଛି।

ସେ ଆହୁରି କହିଛନ୍ତି, ସେ ନିଜେ ଜଣେ ମହାନ ଖେଳାଳି। ଆଶା କରୁଛି, ସେ ଜାଣିଥିବେ କେବେ ଖେଳିବା ପାଇଁ ଉପଯୁକ୍ତ ସମୟ। ଯେତେବେଳେ ସେ ଭାବିବେ ଯେ ଏହା ସଠିକ ସମୟ ନୁହେଁ, ସେ ଏହା ଘୋଷଣା କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ସଂଗ୍ରହରେ ଅଚଳାବସ୍ଥା ଜାରି: ଜାତୀୟ ରାଜପଥରେ ଗର୍ଜିଲେ ଚାଷୀ

ସମ୍ବଲପୁର,୧୨।୧୨(ପ୍ରମୋଦ ବହିଦାର): ସମ୍ବଲପୁରରେ ଟୋକନ ମିଳିବା ବିଳମ୍ବକୁ ନେଇ ତାତି ଉଠିଛନ୍ତି ଚାଷୀ। ଉତ୍ତ୍ୟକ୍ତ ଚାଷୀ ଶୁକ୍ରବାର ପୂର୍ବାହ୍ନରୁ ସମ୍ବଲପୁର ସହରର ୨କୁ ନେଇ ଚାଷୀ...

୨୦୨୬ରେ ରାହୁ ଗୋଚର: ଏହି ୩ ରାଶିର ବଦଳିବ ଭାଗ୍ୟ, ୩ ରାଶିର ଭାଗ୍ୟ ଖରାପ

ନୂଆଦିଲ୍ଲୀ,୧୩।୧୨: ୨୦୨୬ ବର୍ଷ କିଛି ରାଶି ପାଇଁ ପରିବର୍ତ୍ତନଶୀଳ ବର୍ଷ ହୋଇପାରେ। ନୂତନ ବର୍ଷରେ ରାହୁ ଦୁଇଥର ନିଜର ସ୍ଥାନ ପରିବର୍ତ୍ତନ କରିବେ। ସମ୍ପତ୍ତି ଲାଭ...

ମାତ୍ର ୫ ହଜାର ଟଙ୍କାରେ ଆରମ୍ଭ କରନ୍ତୁ ଏହି ବ୍ୟବସାୟ: ପ୍ରଥମ ଦିନରୁ ଲାଭ ହିଁ ଲାଭ…

ନୂଆଦିଲ୍ଲୀ,୧୨।୧୨: ଅନେକ ଲୋକ ଚାକିରି ଛାଡି ନିଜର ବ୍ୟବସାୟ ଆରମ୍ଭ କରିବାକୁ ଯୋଜନା କରୁଛନ୍ତି। ତଥାପି, ଅନେକ ଲୋକ ପାଣ୍ଠି ଅଭାବରୁ ଏହା କରିପାରୁ ନାହାଁନ୍ତି।...

ଭୋ ଭୋ ହୋଇ କାନ୍ଦିଲେ ହେମା ମାଳିନୀ: ୨ ଝିଅଙ୍କ ଆଗରେ ଘଟିଲା…

ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ନିକଟରେ ଦେହାନ୍ତ ହୋଇଥିଲା। ତାଙ୍କ ପରିବାର ଏବେ ବି ଏହି ଆଘାତରୁ ମୁକୁଳିପାରୁନାହିଁ। କିଛି ଦିନ ପୂର୍ବେ ସନ୍ନି ଦେଓଲ...

ନିଜକୁ ଶ୍ରମିକ କହିଲେ ମୋଦି, ଏନଡିଏ ସାଂସଦଙ୍କୁ କଣ ଗୁରୁମନ୍ତ୍ର ଦେଲେ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତରପ୍ରଦେଶ ଏନଡିଏ ସାଂସଦଙ୍କ ମଧ୍ୟରେ ବୈଠକ ଶେଷ ହୋଇଛି । ମିଡ଼ିଆ ରିପୋର୍ଟ ଅନୁସାରେ, ବୈଠକ ସକରାତ୍ମକ ଏବଂ...

ସନ୍ଦେହଜନକ ଅବସ୍ଥାରେ ବିବାହିତ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ସ୍ବାମୀ ପୋଡି ଦେଇଥିବା ଅଭିଯୋଗ ଆଣିଲେ…

ପାଟଣାଗଡ,ବେଲପଡ଼ା,୧୨/୧୨(ସଚ୍ଚିଦାନନ୍ଦ ମହାକୁର),(ମନୋଜ ମିଶ୍ର): ବଲାଙ୍ଗୀର ଜିଲା ବେଲପଡା ଥାନା କଟାପାଲିରେ ଏକ ଅଭାବନୀୟ ଘଟଣା ଘଟିଛି । ଗାଁର ଜଣେ ବିବାହିତ ମହିଳାଙ୍କର ଅର୍ଦ୍ଧଦଗ୍ଧ ମୃତଦେହ...

ତେରଗାଁ-ମହାକାଳପଡ଼ା ଲୁଣାନଦୀ ସେତୁ ନିର୍ମାଣ ବନ୍ଦ କଲେ ଲୋକେ

ମହାକାଳପଡ଼ା,୧୨ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତେରଗାଁ ସେତୁ ନିର୍ମାଣ କାର୍ଯ୍ୟ ଅଗ୍ରଗତି ହେଉଛି। କେତେଜଣ ନ୍ୟସ୍ତସ୍ବାର୍ଥ ବ୍ୟକ୍ତି ଏହି ନିର୍ମାଣ କାର୍ଯ୍ୟକୁ...

ଇଣ୍ଡିଗୋ ସଙ୍କଟ ମଧ୍ୟରେ DGCAର ବଡ଼ ଆକ୍ସନ, ସସପେଣ୍ଡ ହେଲେ ୪ ଇନ୍ସପେକ୍ଟର

ନୂଆଦିଲ୍ଲୀ,୧୨।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଦ୍ୱାରା ସମ୍ମୁଖୀନ ହେଉଥିବା ପରିଚାଳନାଗତ ସମସ୍ୟାର ପ୍ରାରମ୍ଭିକ ତଦନ୍ତ ପରେ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri