Posted inଖେଳ

କପିଲ ଦେବ ଅସୁସ୍ଥ : ହୃଦଘାତ ଯୋଗୁ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨୩ ।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ କ୍ୟାପଟେନ କପିଲ ଦେବ ଅସୁସ୍ଥ ହୋଇପଡିଛନ୍ତି । ହୃଦ୍‌ଘାତ ସମସ୍ୟା ଦେଖାଯିବାରୁ ଶୁକ୍ରବାର ତାଙ୍କୁ ଦିଲ୍ଲୀର ଫୋର୍ଟିଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏବେ ତାଙ୍କର ଆନଜିଓପ୍ଲାଷ୍ଟି କରାଯାଇଥିବା ବେଳେ ସେ ସୁସ୍ଥ ଥିବା କୁହାଯାଉଛି । ଦେଶ ପ୍ରଥମେ ୧୯୮୩ରେ ତାଙ୍କ ନେତୃତ୍ୱରେ ବିଶ୍ୱକପ୍ କ୍ରିକେଟ ହାସଲ କରିଥିଲା । ହଜାର ହଜାର ଯୁବକଙ୍କୁ ସେ କ୍ରିକେଟରେ ଯୋଗ ଦେବାକୁ ପ୍ରେରଣା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିରାଟଙ୍କୁ ସମ୍ରାଟ ଭାବେ ସଜେଇଲା ଆଇସିସି

ନୂଆଦିଲ୍ଲୀ, ୬।୬:ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବେ ଏକ ନିଆରା ଘଟଣାକୁ ନେଇ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ଇଂଲଣ୍ଡରେ ବିଶ୍ୱକପ୍‌ ଚାଲିଥିବାବେଳେ ବିରାଟଙ୍କୁ...

ଆଇସିସି ବିଶ୍ୱକପ୍‌: ଇଂଲଣ୍ଡ- ନ୍ୟୁଜିଲାଣ୍ଡ ଫାଇନାଲ

ବର୍ମିଂହାମ୍‌,୧୨।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ଦ୍ୱିତୀୟ ଦଳ ଭାବେ ଇଂଲଣ୍ଡ ଫାଇନାଲରେ ପ୍ରବେଶ କରିଛି। ଗୁରୁବାର ସ୍ଥାନୀୟ ଏଜ୍‌ବାଷ୍ଟନ ଗ୍ରାଉଣ୍ଡରେ ଖେଳାଯାଇଥିବା ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ରେ...

ପ୍ୟାରିସ ମାଷ୍ଟର୍ସ ଟେନିସ: ଓ୍ବାରିଙ୍କାଙ୍କୁ ହରାଇଲେ ନାଡାଲ

ପ୍ୟାରିସ, ୧।୧୧(ଏପି)- କିମ୍ବଦନ୍ତୀ ସ୍ପାନିଶ ଖେଳାଳି ରାଫାଲ ନାଡାଲ ଏଠାରେ ଚାଲିଥିବା ପ୍ୟାରିସ ମାଷ୍ଟର୍ସ ଟେନିସ ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ସେ ପ୍ରିକ୍ୱାର୍ଟର...

୭୦ ବର୍ଷରେ ବିଶ୍ୱରେ ଡ୍ରାଭିଡ୍‌ ହିଁ ଏହି ବିରଳ ରେକର୍ଡର ହୋଇଥିଲେ ନିକଟତର

ନୂଆଦିଲ୍ଲୀ, ୨।୭- ବିଶ୍ୱ କ୍ରିକେଟ୍‌ରେ ଗତ ୭୦ ବର୍ଷ ମଧ୍ୟରେ ଭିଭିଆନ ରିଚାଡର୍‌ସଙ୍କଠାରୁ ଆରମ୍ଭ କରି ସଚିନ ତେନ୍ଦୁଲକର, ବିରାଟ କୋହଲିଙ୍କ ପରି ଅନେକ ମହାନ...

ଟୋକିଓ ଅଲିମ୍ପିକ୍ସ: ଜାପାନରେ ଭାଇରସ୍‌ ଇମର୍ଜେନ୍ସି ବଢ଼ିବ

ଟୋକିଓ,୧୫।୫ (ଏପି): ଟୋକିଓ ଅଲିମ୍ପିକ୍ସ ଆୟୋଜନ କରିବା ନେଇ ଜାପାନ ସରକାର ତାଙ୍କର ଆଭିମୁଖ୍ୟ ପୁଣି ସ୍ପଷ୍ଟ କରିଛନ୍ତି। ଅଲିମ୍ପିକ୍ସ ଆୟୋଜନ ହେବାକୁ ଆଉ ମାତ୍ର...

୨ ରନରେ ହାରିଲା ଅଷ୍ଟ୍ରେଲିଆ

ସାଉଥାମ୍ପଟନ,୫।୯(ଏପି): ପ୍ରଥମ ଟି୨୦ ମ୍ୟାଚ୍‌ରେ ଘରୋଇ ଇଂଲଣ୍ଡ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଅଷ୍ଟ୍ରେଲିଆକୁ ଶେଷ ବଲରେ ମାତ୍ର ୨ ରନରେ ପରାସ୍ତ କରିଛି। ସ୍ଥାନୀୟ ରୋଜ ବାଓଲ...

ଡିଟି ଗ୍ରୁପ ନେଲା ଆର୍ଯ୍ୟନଙ୍କ ଦାୟିତ୍ୱ

ଭୁବନେଶ୍ୱର, ୮।୭(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶାର ଅନ୍ତର୍ଜାତୀୟ ହ୍ୟାଣ୍ଡବଲ ପ୍ରତିଭା ଆର୍ଯ୍ୟନ ବ୍ରାହ୍ମିନ ଏବେ ବିନା ଚାପରେ ଆଗକୁ ବଢ଼ିବା ପଥ ପରଷ୍କାର ହୋଇଛି। କାରଣ ଡିଟି...

ଭାରତର ଲଜ୍ଜାଜନକ ପରାଜୟ

ଓ୍ବେଲିଂଟନ,୨୪ା୨- ଦିନିକିଆ ସିରିଜ୍‌ରେ ଖାତା ଖୋଲିପାରି ନ ଥିବା ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ଲଜ୍ଜାଜନକ ପରାଜୟ ବରଣ...

Advertisement
Archives

Model This Week